-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||     

HOME   ଜିଲ୍ଲା

ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ଆୟୋଜନର ଶୁଭସ୍ତମ୍ଭ ସ୍ଥାପନା

12-Nov-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): କାର୍ତ୍ତିକ ମାସର ପଞ୍ଚୁକ ପାଞ୍ଚ ଦିନ ତା ୨୨.୧୧.୨୩  ରୁ ୨୭.୧୧.୨୩ ପର୍ଯ୍ୟନ୍ତ ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ ଅବସରରେ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞ ଆୟୋଜନ ଟିକ୍ରାପଡା ଗାନ୍ଧୀ ପାଠାଗାର ନିକଟରେ ଅନୁଷ୍ଠିତ ହେବ l ଏହି ମହାଯଜ୍ଞ ଆୟୋଜନ ନିମନ୍ତେ ଶୁକ୍ରବାର ତା ୧୦.୧୧.୨୩ ସନ୍ଧ୍ୟା ୫ ଘଣ୍ଟା ସମୟରେ ସ୍ୱାମୀ ସତ୍ୟ ପ୍ରଜ୍ଞନନ୍ଦଙ୍କ ମାର୍ଗଦର୍ଶନରେ

ସ୍ୱାମୀ ସତ୍ୟ ବେଦାନନ୍ଦଙ୍କ କର କମଳରେ ମୁଖ୍ୟ ଯଜ୍ଞକର୍ତ୍ତା  ବୈଷ୍ଣବ ସାହୁ ଓ ସହଧର୍ମିଣୀ ସ୍ନେହଲତା ସାହୁ ତଥା ସମସ୍ତ ଯଜ୍ଞକର୍ତ୍ତା ଏବଂ ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନର ସମସ୍ତ ସଭ୍ୟସଭ୍ୟା, ପଡ଼ାବାସୀଙ୍କ ଉପସ୍ଥିତିରେ ଵିଧିବିଧାନ ସହ ଶୁଭ ସ୍ତମ୍ଭ ସ୍ଥାପନା କରାଯାଇଥିଲା l ପୂଜକ ଦୁର୍ଯ୍ୟୋଧନ ହୋତା ପୂଜାକାର୍ଯ୍ୟ ତୁଲାଇ ଥିଲେ l ଏହି କାର୍ଯ୍ୟକ୍ରମରେ ଆୟୋଜକ ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନର ସଭାପତି ପ୍ରକାଶ କୁମାର ନେପାକ, ଉପସଭାପତି ପ୍ରଦୀପ ସାହୁ, ସମ୍ପାଦକ ଅଙ୍କୁଶ ହୋତା, କୋଷାଧ୍ୟକ୍ଷ ହରେକୃଷ୍ଣ ପାତ୍ର, ଯୁଗ୍ମ ସମ୍ପାଦକ ଶରତ ଷlଣ୍ଡ, ଦୁର୍ଗା ସାହୁ ଓ ମୁଖ୍ୟ ଉପଦେଷ୍ଟା ଭଗବାନ 

ବଗର୍ତି, ମହିଳା କମିଟି ସଭାପତି ବିଳାସିନୀ ବେହେରା ଓ ସମସ୍ତ ସଭ୍ୟା ଏହି କାର୍ଯ୍ୟକ୍ରମରେ  ଉପସ୍ଥିତ ଥିଲେ lକମିଟି ସଭ୍ୟ ଅଶୋକ ମିଶ୍ର, ଶିବ ନାରାୟଣ ରଥ, ସନ୍ତକ ବହିଦାର, ସମ୍ବିତ ପଣ୍ଡା, ବାବୁ ସା, ସଞ୍ଜୟ ଶତପଥୀ, ସୁନାଧର ବନଛୋର, ରାଜେନ୍ଦ୍ର ମିଶ୍ର,ବାଦଲ ସାହୁ, ସଂଗ୍ରାମ ବହିଦାର, ବାବୁ ଶ୍ରୀଚନ୍ଦନ, ହିମାଂଶୁ ପାଢ଼ୀ, ବାବୁଲା ରଥ, ହରିଶଙ୍କର ପଣ୍ଡା, ବାସୁଦେବ ରଥ, ଦାଶରଥି ସାହୁ, ହୃଦୟନନ୍ଦ ସାହୁ, ଟିଙ୍କୁ ପଣ୍ଡା, କୁନା ବେହେରା, ସୁବାଷ ଦାସ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ  କରିଥିଲେ l ଆସନ୍ତା ୧୯.୧୧.୨୦୨୩ ରେ ଟିକ୍ରାପଡା ନାମଯଜ୍ଞର ଅଧିବାସ ଓ ୨୦.୧୧.୨୩ ରୁ ନାମଯଜ୍ଞ ଆରମ୍ଭ l ଆସନ୍ତା ୨୨.୧୧.୨୩ ରୁ  ୨୬.୧୧.୨୩ ବିଶ୍ୱ ଶାନ୍ତି ମହାଯଂଜ୍ଞ ଆୟୋଜଣ କରାଯାଇ ୨୭.୧୧.୨୩ ଦିନ ନାମଯଂଜ୍ଞ ଏବଂ ମହାଯଜ୍ଞର ପୂର୍ଣ୍ଣାହୁତି କରାଯିବ ବୋଲି ସଭାପତି ପ୍ରକାଶ ନେପାକ ସୂଚନା ଦେଇଛନ୍ତିl ସ୍ୱାମୀ ସତ୍ୟ ବେଦାନନ୍ଦ ଯଂଜ୍ଞ ଆୟୋଜନର ମହତ୍ୱ, ସମସ୍ତ ନିୟମ, କାର୍ଯ୍ୟ ଶୈଳୀ, ପୂଜାଵିଧି ର ବିବରଣୀ ଉପସ୍ଥିତ ସମସ୍ତ ଭକ୍ତବୃନ୍ଦଙ୍କୁ ଅବଗତ କରାଇଥିଲେ l କମିଟି ତରଫରୁ ବଲାଙ୍ଗିର ଜନସାଧାରଣ  ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ପ୍ରଭୁ କୃପା ଲାଭ କରିବାକୁ ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ   02-Sep-2026
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026

You Might Also Like