-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ବିବାହର ୩ ମାସ ପରେ ମହିଳାଙ୍କୁ ଯୌତୁକ ନିର୍ଯ୍ୟାତନା, ପୁଇଁତଳା ଥାନାର ଦ୍ୱାରସ୍ଥ ହେଲେ ପୀଡିତା

12-Nov-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ପ୍ରେମରେ ପଡ଼ି ପ୍ରେମିକଙ୍କ ହାତ ଧରି ଚାଲି ଆସିଥିଲେ । ପରେ ଜାତିଭାଇଙ୍କ ଅନୁମତି କ୍ରମେ ସେମାନେ ସ୍ୱାମୀ ସ୍ତ୍ରୀ ଭାବେ ରହିଥିଲେ । କିନ୍ତୁ ମାତ୍ର ୩ ମାସ ପରେ ତାଙ୍କ ଉପରେ ଆରମ୍ଭ ହୋଇଯାଇଥିଲା ଯୌତୁକ ନିର୍ଯାତନା । ଏଭଳି ଏକ ଅଭିଯୋଗ ନେଇ ଆଜି ପୁଇଁତଲା ଥାନାର ଦ୍ୱାରସ୍ଥ ହୋଇଛନ୍ତି ଜଣେ ମହିଳା । ଅଭିଯୋଗ ଅନୁସାରେ ପୁଇଁତଲା ଥାନା ଅନ୍ତର୍ଗତ ଫଟ୍‌କରା ଗାଁର ଚନ୍ଦ୍ରିକା ନାଗ ଓ ମଲମୁଣ୍ଡାର ମନୋରଂଜନ ନାଗଙ୍କ ଭିତରେ ପ୍ରେମ ସଂପର୍କ ରହିଥିବା ବେଳେ ୫ ବର୍ଷ ତଳେ ପ୍ରେମିକଙ୍କ ହାତ ଧରି ପ୍ରେମିକା ଚନ୍ଦ୍ରିକା ଚାଲି ଆସିଥିଲେ ମଲମୁଣ୍ଡାକୁ । ପରେ ଦୁଇ ଗାଁର ଜାତିଭାଇଙ୍କ ଅନୁମତି କ୍ରମେ ଦୁହେଁ ସ୍ୱାମୀ ସ୍ତ୍ରୀ ଭାବରେ ରହି ଆସୁଛନ୍ତି । ଏବେ ଚନ୍ଦ୍ରିକା ନାଗ(୩୬) ପୁଇଁତଲା ଥାନାର ଦ୍ୱାରସ୍ଥ ହୋଇଥିବା ଦେଖିବାକୁ ମିଳିଛି । ତାଙ୍କ କହିବା ଅନୁସାରେ ସେ ସ୍ୱାମୀଙ୍କ ହାତ ଧରିବାର ମାତ୍ର ୩ ମାସ ପରେ ପରେ ତାଙ୍କ ଉପରେ ଯୌତୁକ ନିର୍ଯାତନା ଆରମ୍ଭ ହୋଇଯାଇଥିଲା । ଏବେ ନିର୍ଯାତନା ଅସହ୍ୟ ହେବାରୁ ସେ ତାଙ୍କ ବାପା ମା’ଙ୍କ ସହ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଚନ୍ଦ୍ରିକା ଓ ମନୋରଂଜନଙ୍କ ଏକ ସାଢେ଼ ୪ ବର୍ଷର ଏକ ପୁତ୍ର ସନ୍ତାନ ରହିଛି । କୋହଭରା କଣ୍ଠରେ ଚନ୍ଦ୍ରିକା କହିଛନ୍ତି ଯେ, ଯୌତୁକ ସାମଗ୍ରୀ ସହ ଗାଡ଼ି ଆଣି ନଥିବାରୁ ତାଙ୍କୁ ତାଙ୍କ ସ୍ୱାମୀ, ଶାଶୁ, ଶ୍ୱଶୁର ନିର୍ଯାତନା ଦେଇ ଆସୁଛନ୍ତି । ତାଙ୍କ ସ୍ୱାମୀ ବାରମ୍ବାର ଗାଳିଗୁଲଜ ଦେବା ସହ ମାରପିଟ୍‌ ମଧ୍ୟ କରୁଛନ୍ତି । କେବଳ ଏତିକି ନୁହେଁ, ତାଙ୍କ ଶ୍ୱଶୁର ତାଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିବା ମଧ୍ୟ ଅଭିଯୋଗ କରିଛନ୍ତି ପୀଡ଼ିତା ଚନ୍ଦ୍ରିକା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like