-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

୩୫ତମ କଣ୍ଟାମାଳ କାଳୀପୂଜା ର ଦ୍ୱିତୀୟ ସଂଧ୍ୟା: ବ୍ରହ୍ମlଙ୍କ ଦ୍ୱାରା ବରପ୍ରାପ୍ତି ପରେ ମହିଷାସୁରଙ୍କ ସ୍ବର୍ଗଲୋକ ଆକ୍ରମଣ ନାଟକ ମଞ୍ଚସ୍ଥ

13-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ୟୁଥ ଫ୍ରେଣ୍ଡସ ଆସୋସିଏସନ କଲରାକୋଠା ର ୩୫ତମ ସାର୍ବଜନୀନ ମା ଶ୍ୟାମା କାଳୀପୂଜା ଅବସରରେ ଆୟୋଜିତ ମହିଷାସୁର ଦରବlରର ଦ୍ୱିତୀୟ ସଂଧ୍ୟାର ରଙ୍ଗସଭାରେ ରାଜକୀୟ ଅତିଥିଭାବେ ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମମତା ନାୟକ, ସାମ୍ବାଦିକ ଜୟ କୁମାର ମହାରଣା, କଣ୍ଟାମାଳ ସମିତିସଭ୍ୟା ଶ୍ରୀମତୀ ସନ୍ତୋଷିନୀ ବାଘ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ର ଆୟୋଜନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ମହିଷାସୁର ଙ୍କ ଆଦେଶ କ୍ରମେ ରଙ୍ଗସଭାକୁ ଧାରଣୀସେନ ସାହୁ ପରିଚାଳନା କରିଥିଲେ l ସେହିପରି ପ୍ରଥମ ଦିନ ଦରବାରରେ ଅତିଥିଭାବେ କଣ୍ଟାମାଳ

ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁ, ସମାଜସେବୀ ପବିତ୍ର ରଣା, ପ୍ରତିଷ୍ଠାତା ସଦସ୍ୟ ଶକ୍ତି ପ୍ରସାଦ ନାୟକ ପ୍ରମୁଖ ଯୋଗଦେଇ ମହିଷାସୁର ଦରବାରକୁ ଉଦ୍ଘାଟନ କରିଥିଲେ l ଦ୍ୱିତୀୟ ସଂଧ୍ୟାରେ ବ୍ରହ୍ମlଙ୍କ ଦ୍ୱାରା ବରପ୍ରାପ୍ତି ପରେ ମହିଷାସୁର ଙ୍କ ସ୍ବର୍ଗଲୋକ ଆକ୍ରମଣ ଓ ସ୍ବର୍ଗଲୋକ ବିଜୟ l ଉଚ୍ଚଇଶ୍ରବl ଅଶ୍ୱ, ପାରିଜାତ ପୁଷ୍ପ,ଐରାବତ ହସ୍ତୀ ଏବଂ ରମ୍ଭା ନାରୀଙ୍କୁ ନେଇ ନିଜ ରାଜ୍ୟକୁ ପ୍ରତ୍ୟାବର୍ତ୍ତନ ନାଟକ ମଞ୍ଚସ୍ଥ ହୋଇଥିଲା l ମହିଷାସୁର ଭୂମିକାରେ ଅଭିନୟ କରିଥିବା କଳାକାର ମନୋରଞ୍ଜନ ଚିରଗୁଣି ଙ୍କ ନିଖୁଣ ଅଭିନୟ ଦର୍ଶକମାନଙ୍କୁ

ମନ୍ତ୍ରମୁଗ୍ଧ କରିଥିଲା l ଦର୍ଶକ ଓ ଶ୍ରଦ୍ଧାଳୁ ମାନେ ମହିଷାସୁର ଦରବାରରେ ରଙ୍ଗାରଙ୍ଗ ନୃତ୍ୟ ସଙ୍ଗୀତ ଓ ପୌରାଣିକ କଥାବସ୍ତୁ ଉପରେ ଆଧାରିତ ନାଟକ କୁ ମନଭରି ଉପଭୋଗ କରିବା ସହ ମିନlବଜାର ବୁଲି ମନପସନ୍ଦ ଜିନିଷ କିଣିବା ସହ ସୁସ୍ୱାଦୁ ଖାଦ୍ୟର ମଜା ଉଠାଇଥିଲେ l କାର୍ଯ୍ୟକ୍ରମ କୁ କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ଚନ୍ଦ୍ର ରଣା ସମେତ ସମସ୍ତ ସଦସ୍ୟ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like