-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ଜଳାଭିଷେକ କାର୍ଯ୍ୟକ୍ରମ

13-Nov-2023



ବଲାଙ୍ଗିର,- ବରିଷ୍ଠ ନାରିକ ମଂଚ ର ଏକ ଜଳାଭିଷେକ କାର୍ଯ୍ୟକ୍ରମ ମହାସମାରୋହ ରେ ପାଳିତ ହୋଇଯାଇଛି । ଜଳାଭିଷେକ ସହିତ ପ୍ରବଚନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନ ତରଫରୁ ଆର୍ତ୍ତତ୍ରାଣ ମିଶ୍ର ସପତ୍ନୀକ ପୂଜାରେ କର୍ତ୍ତା ରୂପେ କାର୍ଯ୍ୟ ସମ୍ପାଦନ କରିଥିଲେ । ପ୍ରଦୀପ ମିଶ୍ର ଓ ତାଙ୍କ ଧର୍ମପତ୍ନୀ ଶାନ୍ତିପ୍ରୀୟା ହୋତା ପ୍ରବଚନ କାର୍ଯ୍ୟ ବୋଧରମ୍ୟ ମତେ ସମାହିତ କରିଥିଲେ । ପ୍ରଥମେ ଶିବଙ୍କ ମନ୍ତ୍ର ଉଚ୍ଚରଣ କରି ପ୍ରବଚନ ଆରମ୍ଭ ହୋଇଥିଲା । ପ୍ରାରମ୍ଭରେ ସାଧାରଣ ସମ୍ପାଦକ ମନୋରଞ୍ଜନ ମିଶ୍ର ପ୍ରବଚକ ଦ୍ୱୟଙ୍କ ପରିଚୟ ପ୍ରଦାନ ପୂର୍ବକ ସମସ୍ତ ବରିଷ୍ଠ ନାଗରିକ ତଥା ତାଙ୍କ ଧର୍ମପତ୍ନୀମାନଙ୍କ ସ୍ୱାଗତ କରିଥିଲେ । ଉପସଭାପତି ବିରଞ୍ôଚ ହୋତା ପ୍ରବଚକ ଦ୍ୱୟଙ୍କୁ ଉପଢୈାକନ ପ୍ରଦାନ କରିଥିଲେ । ପ୍ରବଚନ ସମାପ୍ତି ପରେ ଅନୁଷ୍ଠାନର ଉପଦେଷ୍ଟା ଧନଞ୍ଜୟ ମିଶ୍ର ପ୍ରବଚକ ଦ୍ୱୟଙ୍କୁ ଓ ଉପସ୍ଥିତ ନାଗରିକମାନଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ସମୁଦାୟ କାର୍ଯ୍ୟକ୍ରମଟିକୁ ସଫଳ କରିବାରେ ସଂଗଠନର ସଭାପତି ପ୍ରଭାକର ମିଶ୍ର, ସଂଗଠନ ସଂପାଦକ ବିନୟ ମିଶ୍ର, କୋଷାଧ୍ୟକ୍ଷ ନରେନ୍ଦ୍ର କବାଟ, ଅତିରିକ୍ତ ସମ୍ପାଦକ ସୁନିଲ ଚନ୍ଦ୍ର ବିସ୍ୱାଲ, ଯୁଗ୍ମ ସଂପାଦକ ନିଳାଞ୍ଚଳ ଚିର୍ଗୁଣ, କାର୍ଯ୍ୟକାରୀ ସଦସ୍ୟ ସୁରେନ୍ଦ୍ର ନେଗୀ, ଉପଦେଷ୍ଟା ବାସୁଦେବ ମେହେର, ଉପସଭାପତି ପ୍ରଫୁଲ୍ଲ ସାହୁ, ମୁଖ୍ୟ ଉପଦେଷ୍ଟା ସୁଧାଂଶୁ ଦର୍ଜୀ, ପୂର୍ଣ୍ଣଚନ୍ଦ୍ର ମେହେର, ମଲିଆ ଗଡୁଆ, ପ୍ରମୋଦ ଗୁରୁ ଇତ୍ୟାଦି ଙ୍କ ସହଯୋଗ ଯୋଗୁଁ ସମାହିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like