-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ବ୍ରିଜର ୨୦ଫୁଟ ତଳକୁ ଖସି ପଡିଲା ଅଟୋ, ଡ୍ରାଇଭର୍‌ ମୃତ

13-Nov-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ରବିବାର ବିଳମ୍ବିତ ରାତିରେ ଫିରିଙ୍ଗିଆ ଥାନା ତେଲିମୁଣ୍ଡାଠାରେ ଏକ ଅଟୋ ରିକ୍ସା ବ୍ରିଜର ୨୦ଫୁଟ ତଳକୁ ଖସି ପଡିଛି। ଫଳରେ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ରତଙ୍ଗ ପଞ୍ଚାୟତ ଡେଲାରପଡା ଗ୍ରାମର କାର୍ତ୍ତିକ ମାଝୀଙ୍କ ପୁଅ ସିଦ୍ଧାନ୍ତ ମାଝୀ। ସୂଚନା ଅନୁଯାୟୀ, ସିଦ୍ଧାନ୍ତ ରବିବାର ନିଜ ଅଟୋରେ କିଛି

ଲୋକଙ୍କୁ ନେଇ ଦୀପାବଳି ଯାତ୍ରା ଦେଖ‌ିବା ପାଇଁ ନୂଆପଦର ଯାଇ ଘରକୁ ଫେରି ନଥିଲେ। ସୋମବାର ସକାଳୁ ବନ୍ଧଗଡ଼ ନିକଟ ତେଲିମୁଣ୍ଡା ବ୍ରିଜ ତଳେ ପାଣି ଭିତରେ ଏକ ଅଟୋ ବୁଡ଼ି ରହିଥିବା ଦେଖି  ଗ୍ରାମବାସୀ ଅଗ୍ନିଶମ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ଦମକଳ ବାହିନୀ ଆସି ପାଣିରୁ ଅଟୋ ରିକ୍ସା  ବାହାର କରିବା ପରେ ଗାଡି ଭିତରୁ ସିଦ୍ଧାନ୍ତଙ୍କ ମୃତଦେହ ଉଦ୍ଧାର କରିଛି । ଫିରିଙ୍ଗିଆ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସିଦ୍ଧାନ୍ତ ଫିରିଙ୍ଗିଆ କଲେଜରେ ଅଧ୍ୟୟନ କରିବା ସହ ମାସେ ତଳେ ଅଟୋ ରିକ୍ସା କିଣି ନିଜେ ଚଳାଉଥିଲେ  ବୋଲି ଜଣାପଡିଛି।

ତେବେ କେଉଁ ପରିସ୍ଥିତିରେ ସିଦ୍ଧାନ୍ତଙ୍କ ଅଟୋଟି ବ୍ରିଜ ତଳକୁ ଖସିଲା ଓ କିଭଳି ଭାବେ ତାଙ୍କର ମୃତ୍ୟ ଘଟିଲା ତାହାର ଅଧିକ ତଦନ୍ତ ଫିରିଙ୍ଗିଆ ପୋଲିସ ଆରମ୍ଭ କରିଛି। ଏହି ସ୍ଥାନରେ ହିଁ ଗତ ମାସରେ ଫୁଲବାଣୀ ବଡ ମେଡିକାଲ ର ମହାପ୍ରୟାଣ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇ ପୋଲ ତଳକୁ ଖସିପଡିଥିଲା। ଏଠାରେ ଗତ ଏକ ମାସ ମଧ୍ୟରେ ୬ଟି  ଦୁର୍ଘଟଣା ଘଟିଥ‌ିବା ସ୍ଥାନୀୟ ଲୋକେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like