-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଗୁଡଭେଲା ବ୍ଲକ ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

13-Nov-2023



ବଲାଙ୍ଗିର ୧୩ /୧୧ : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ବଲାଙ୍ଗିର ଗୁଡଭେଲା ବିଡିଓ ,ତହସିଲଦାର ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ସମୁଦାୟ ୨୮ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିବାବେଳେ ୨୧ ଟି ବ୍ୟକ୍ତିଗତ ଅଭିଯୋଗ ଦାଖଲ ହୋଇଥିଲା ଏବଂ ଅବଶିଷ୍ଟ ୭ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୫ଟି ଅଭିଯୋଗ ର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ ।ଏହି ଗ୍ରସ୍ତ ବେଳେ ଜିଲ୍ଲାପାଳ ତୁଷୁରା ଉଚ୍ଚ ବିଦ୍ୟାଳୟ ଏବଂ କଲେଜ ୫ଟି କାମ ଅନୁଧ୍ୟାନ କରିବାସହ ଜଲ୍ଦି ଏବଂ ସଠିକ ପ୍ରକାରେ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଆଦେଶ ଦେଇଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like