-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା, ବାଇକ ଚାଳକ ଗୁରୁତର, ଅଳ୍ପକେ ବର୍ତ୍ତିଲେ ଦର୍ଶନାର୍ଥୀ

13-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୋଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଥାନା ଅଧିନ ୪୧ନଂ ରାଜ୍ୟ ରାଜପଥରୁ ସଂଲଗ୍ନ ପୋଡ଼ାପଦର. ସିଲେଟପଡ଼ା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରାସ୍ତାର ପୋଡ଼ାପଦର ନିକଟସ୍ଥ କୁକୁଡ଼ା ଫାର୍ମ ନିକଟରେ ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା ଫଳରେ ବାଇକ ଚାଳକ ଗୁରୁତର । ତାଙ୍କ ନାମ ଅର୍ଜ୍ଜୁନ ବୋଷ, ଘର ବିହାର ରାଜ୍ୟର ରାଞ୍ଚିର ବୋଲି ଜଣା ପଡିଛି । ସେ କୁନାଶିଲା ଗ୍ରାମରେ ନିର୍ମିତ ପାଣି

ଟାଙ୍କିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ।ସେ କୌଣସି କାର୍ଯ୍ୟରେ ଘଣ୍ଟାପଡ଼ା ବଜାରରୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ହେବା ଖବର ପାଇ ଘଣ୍ଟାପଡ଼ା ପୋଲିସ ଆହତକୁ ଆମ୍ବୁଲାନ୍ସ ଯୋଗେ କଣ୍ଟାମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଇଥିଲା।ପରେ ଅଧିକ ଗୁରୁତର ଥିବାରୁ ଆହତ ଅର୍ଜ୍ଜୁନକୁସୋନପୁର ଜିଲ୍ଲା ହସପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ସୂଚନାମତେ ସୋମବାର ସକାଳୁ ପଲସାଗୋରା ନିକଟସ୍ଥ ବାଲିଯୋରି ଗ୍ରାମର କେତେକ ମହିଳା ଶ୍ରଦ୍ଧାଳୁ ଉମା ପଞ୍ଚାୟତର ରେଘାମୁଣ୍ଡା ଗ୍ରାମରେ ଅବସ୍ଥିତ ଶିବ ମନ୍ଦିରକୁ ମହାଦେବ ବାବାଙ୍କ ଦର୍ଶନ ନିମନ୍ତେ ଏକ ବୋଲେରୋ ନଂ ଓଡି ୧୯-୪୮୨୨ରେ ଦର୍ଶନ ସାରି ଫେରୁଥିବା ସମୟରେ ପୋଡାପଦର ପଟରୁ ଯାଉଥିବା ବାଇକ ଚାଳକ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବାଇକ ଚାଳକ ଗୁରୁତର ହୋଇଥିବା ସ୍ଥଳେ ଅଳ୍ପକେ ବର୍ତ୍ତିଲେ ମହିଳା ଦର୍ଶନାର୍ଥୀ ।

ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ବାଇକକୁ କେଉଁ ଆଡ଼େ ଲୁଚେଇ ଦେଇଛନ୍ତି। କିନ୍ତୁ ବାଇକର ଆଗଚକର ରିମ ଭୁଷୁଡ଼ି ପଡ଼ିଛି। ଥାନା ତଦନ୍ତ ଅଧିକାରୀ ବିଶ୍ଵାମିତ୍ର ଲୋଇ ସମସ୍ତ ମହିଳା ଦର୍ଶନାର୍ଥୀଙ୍କୁ ଅନ୍ୟ ଏକ ଗାଡିରେ ତାଙ୍କ ଗାଁକୁ ପଠାଇ ଦେଇଛନ୍ତି ଓ ଉକ୍ତ ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like