-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||     

HOME   ଜିଲ୍ଲା

୬୩ହଜାର ଗଞ୍ଜେଇ ଗଛ ନଷ୍ଟ କଲା କଣ୍ଟାମାଳ ପୋଲିସ କିନ୍ତୁ ଅବକାରୀ ବିଭାଗ ଚୂପ

13-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):  ବୌଦ୍ଧ ଜିଲ୍ଲା ପୋଲିସ ବିଭାଗ ପାଇଁ ସିଜନ ୧ ଆରମ୍ଭ କଲା କଣ୍ଟାମାଳ ପୋଲିସ। ବୁଧବାର ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି | ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ପୋଲିସର ଏକ ଟିମ୍ ବରଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କାଣିସିମେଲ ଗ୍ରାମ୍ୟ ଜଙ୍ଗଲ ନିକଟରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛି | ଉତୂର୍ଲ୍ଲା ମୌଜାର କାଣିସେମେଲ ଗ୍ରାମ ନିକଟସ୍ଥ ଜଙ୍ଗଲର ୪୨ଏକର ପରୀମିତ ଜାଗାରେ ବେଆଇନ ଭାବରେ ଚାଷ ହୋଇଥିବା ୬୩ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି | ନଷ୍ଟ ଗଞ୍ଜେଇ ଗଛର ଆନୁମାନିକ ବଜାର ମୂଲ୍ୟ ୬କୋଟି ୩୦ଲକ୍ଷ ଟଙ୍କା ହେବ ବୋଲି ଜଣା ପଡ଼ିଛି | ବୌଦ୍ଧ ଜିଲ୍ଲାକୁ ଗଞ୍ଜେଇର ଭୂସ୍ବର୍ଗ କୁହା ଯାଉଥିବା ବେଳେ ଜିଲ୍ଲାର  ଅନେକ ଆଭ୍ୟନ୍ତରୀଣ ଜଙ୍ଗଲ ମାନଙ୍କରେ ବେଆଇନ ଭାବରେ ବ୍ୟାପକ ଗଞ୍ଜେଇ ଚାଷ କରାଯାଉଛି | କଣ୍ଟାମାଳ ଥାନା ପକ୍ଷରୁ ଆଜି ପ୍ରଥମ କରି ଏଭଳି ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବା ବେଳେ ଆଗକୁ ଏଭଳି ଅଭିଯାନ ଜାରି ରହିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି | ପୋଲିସର ଏଭଳି ଅଭିଯାନକୁ ସାଧାରଣରେ ପ୍ରଶଂସା କରାଯାଇଥିବା ବେଳେ ଗଞ୍ଜେଇ ଗଛ ନଷ୍ଟକୁ ନେଇ ମାଫିଆଙ୍କ ମଧ୍ୟରେ ଭୟର ବାତାବରଣ ଦେଖା ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି | ସବୁଠୁ ବଡ଼ କଥା ଅବକାରୀ ବିଭାଗର ନିରବତା ଗଞ୍ଜେଇ ଚାଷର ପୃଷ୍ଠପୋଷକତା ନୁହେଁ ତ ?


News Comment




Photo in News

Advertisment
Lastest News
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026

You Might Also Like