-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଝରଣୀପାଲି ଜେପିଏସଏ ଫୁଟବଲ ଉଦଯାପିତ

13-Nov-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଝରଣୀପାଲି ଫୁଟବଲ ଆସୋସିଏସନ ଆନୁକୁଲ୍ୟରେ  ୩୦ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଟୁର୍ନାମେଣ୍ଟ ରେ ମୋଟ ୮ ଟି ଦଳ ଅଂଗ୍ରହଣ କରିଥିଲେ l ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସୁନୀତା ସାହୁ ,ପୂର୍ବତନ ସରପଞ୍ଚ ସୁଜିତ କୁମାର ସାହୁ ଓ ଜଳନ୍ଧର ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶ୍ରୀମାନ କିଶୋର ଠାକୁର ଯୋଗ ଦେଇଥିଲେ l ଜେପିଏସଏ ର ସମସ୍ତ ସଦସ୍ୟ ସକ୍ରିୟ ଯୋଗଦାନ କରିଥିଲେ l ଖେଳ ପରିଚାଳନା କରିଥିଲେ ଶ୍ରୀମାନ ସୁଧାଂଶୁ ସେଠ, ରଘୁନାଥ ସେଠ ଓ ସୁରେଶ ନାଏକ l ଫାଇନାଲ ମ୍ୟାଚ କୁସମେଲ ଓ ତେନ୍ତୁଳୀଖୁଣ୍ଟି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ବିଜେଡି ରାଜ୍ୟପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଯୋଗଦେଇ ବିଜେତା କୁସମେଲ ଓ ରନରସ୍ ଅଫ ତେନ୍ତୁଳିଖୁଣ୍ଟି ଦଳକୁ ଟ୍ରଫି ଓ ମାନପତ୍ର ପ୍ରଦାନ କରିଥିଲେ l କୁଶମେଲ ଦଳ ତେନ୍ତୁଲିଖୁଟି ଦଳକୁ(୧.୦) ଗୋଲ ଦେଇ ବୀଜୟୀ ହୋଇଥିଲେ l ସ୍ଥାନୀୟ ଉଚ୍ଚ ବିଦ୍ୟାଲୟ ର କ୍ରିଡ଼ା ଶିକ୍ଷକ ଶ୍ରୀମାନ ସତ୍ୟନାରାୟଣ ସାହୁ ଓ ଜେପିଏସଏ  ର ସକ୍ରିୟ ସଦସ୍ୟ ଅଚ୍ୟୁତ କୁମ୍ଭାର, ସୁଶାନ୍ତ ସାହୁ, ସୁକେଶ ଥପ୍ପା, ଘନଶ୍ୟାମ ପଧାନ, ମଦନ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଖେଳ ଅନଷ୍ଠିତ ହୋଇଥିଲା l ପ୍ରତ୍ୟେକ ଦିନ ର ଧାରାବିବରଣୀ ପ୍ରଦାନ କରିଥିଲେ ବିଜ୍ଞାନ ଶିକ୍ଷକ ଶ୍ରୀମାନ ମନୋରଞ୍ଜନ ସାହୁ ଓ ଶ୍ରୀମାନ କିଶୋର କୁମାର ଠାକୁର l ପରିଶେଷରେ ଶ୍ରୀମାନ ସତ୍ୟନାରାୟଣ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like