-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ଦାବି ପୂରଣ କୁ ନେଇ ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ପକ୍ଷରୁ ଚେତାବନୀ।

14-Nov-2023



ନୂଆପଡ଼ା (ଡୋଲେସ୍ବର ଵାଗ )
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ବାଦି ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧି ସେବା କେନ୍ଦ୍ର ବଗିଚା ପ୍ରାଙ୍ଗଣ ରେ ଜିଲ୍ଲା ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ପକ୍ଷରୁ ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଭାପତି ନିକୁଞ୍ଜ ବିହାରୀ ମାଝୀ ଙ୍କ ଅଧ୍ୟକ୍ଷତା ରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ସମ୍ପାଦକ ଦିଲିପ ଶବର ପରିଚାଳନା କରିଥିଲେ।ଅନେକ ଦିନ  ହେଲା ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ଦାବି କରି ଆସିଛି ତାଙ୍କୁ ଅଣଦେଖା କରୁଛି ସରକାର କୌଣସି ପଦକ୍ଷେପ ଗ୍ରହଣ କରି ନାହିଁ । ତେଣୁ ରବିବାର  ଜିଲ୍ଲା ଚତୁର୍ଥ ଶ୍ରେଣୀ କର୍ମଚାରୀ ଙ୍କ ବୈଠକ ମାଧ୍ୟମରେ ଦାବି କରିଛନ୍ତି।କର୍ମଚାରୀ ଙ୍କ ପ୍ରମୁଖ ୮ଟି ଦାବି ଗୁଡ଼ିକ ହେଲା ସମାନ କାମ କୁ ସମାନ ଦରମା,ଚାକିରି କ୍ଷେତ୍ରରେ ସୁରକ୍ଷା ପ୍ରଦାନ,ଶିକ୍ଷାଗତ ଯୋଗ୍ୟତା ରେ ପଦୋନ୍ନତି,କର୍ମଚାରୀ ଙ୍କ ମୃତ୍ୟୁ ଅନ୍ତେ ତାଙ୍କ ପରିବାର କୁ ଥଇଥାନ କରିବା ଭଳି ୮ଗୋଟି ଦାବି କରାଯାଉଛି ।ଗତ ୨ ମାସ ପୂର୍ବେ ସବୁ ଜିଲ୍ଲା ଗସ୍ତ କରି ସରକାର ଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନ ଗସ୍ତ କରି ଲୋକ ଅସୁବିଧା ସୁବିଧା ବୁଝି ଥିଲେ କିନ୍ତୁ ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ମଧ୍ୟ ତାଙ୍କ ଦାବି ଗୁଡ଼ିକ ୫ଟି ସଚିବ ଙ୍କୁ ପ୍ରଦାନ କରିଥିଲେ ।ହେଲେ ଦୀର୍ଘ ୨ ହୋଇଗଲା ତାର କୌଣସି ଉତ୍ତର ବା କର୍ମଚାରୀ ଙ୍କ କୌଣସି ଦାବି ପୂରଣ ନ ହେବାରୁ କର୍ମଚାରୀ  କ୍ଷେଭ ପ୍ରକାଶ କରିଛନ୍ତି ।କର୍ମଚାରୀ ସଂଘ ଦାବି କରିଛି ଯେ ଆମର ପ୍ରମୁଖ ଦାବି ଗୁଡ଼ିକ ଆସନ୍ତା ୨୦୨୪ ନିର୍ବାଚନ ଆଚରଣ ବିଧି ପୂର୍ବ ରୁ ଆମ ଦାବି ଗୁଡ଼ିକ ପୂରଣ ନ କରିନ୍ତି ତା ହେଲେ ପଞ୍ଚାୟତ ସ୍ତରରୁ ଭୟାବହ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦେଇଛନ୍ତି ।ଅର୍ଜୁନ ପଟେଲ, କମଳ ଲୋଚନ ମାଝୀ,ଟିକେଶ୍ୱର୍ ସୁନାନି,ଯୋଗେନ୍ଦ୍ର ବେହେରା,ପ୍ରତାପ ମାଝୀ,ଗଙ୍ଗାଧର ମାଝୀ,ମହେନ୍ଦ୍ର ବନଛୋର,ଡମ୍ବରୁଧର ମାଝି,ଭକ୍ତ ମାଝୀ,କିଶୋର କୁମାର୍ ପୋଡ଼ ପ୍ରମୁଖ ସହ ୫ଟି ବ୍ଲକ ର ସମସ୍ତ ସଭାପତି ଓ ସଂପାଦକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like