-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଚାଷୀ ଶୋଷଣ ବିରୁଦ୍ଧରେ ରାଜରାସ୍ତାରେ ଗର୍ଜିଲା ମିଳିତ କୃଷକ ମଂଚ

14-Nov-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗୀର ସହରର ନିକଟସ୍ଥ ମଧିଆପାଲି ରୁ ଚାଷୀ ମାନଙ୍କ ଏକ ଟ୍ରାକ୍ଟର ଏବଂ ବାଇକ ରାଲି ର ଆୟୋଜନ କରାଯାଇଛି । ଚାଷୀ ମାନଙ୍କ ହେଉଥିବା ଶୋଷଣ ବିରୋଧରେ ଆଜି ମିଳିତ କୃଷକ ମଞ୍ଚ ବଲାଙ୍ଗିର ଓ ସୋନପୁର ଜିଲ୍ଲା ତରଫରୁ ଏକ ବିଶାଳ ଚାଷୀ ସବେଶ ର ଆୟୋଜନ କରାଯାଇଛି । ଏହି ଅବସରରେ ମଧିଆପାଲି ରୁ ଚାଷୀ ମାନଙ୍କ ଏକ ଟ୍ରାକ୍ଟର ଏବଂ ବାଇକ ରାଲି ର ଆୟୋଜନ କରାଯାଇଥିଲା । ଶହ ଶହ ସଂଖ୍ୟା ରେ ଚାଷୀ ମାନେ ଟ୍ରାକ୍ଟର ଓ ବାଇକ ଧରି ଶୋଭାଯାତ୍ରା ରେ ସାମିଲ ହୋଇଥିଲେ । ମଧିଆପାଲି ରୁ ଟ୍ରାକ୍ଟର ରାଲି ବାହାରି କୋଶଳ କଳାମଣ୍ଡଳ ପର୍ଯ୍ୟନ୍ତ ଯାଇଥିଲା । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୫୦୦୦ ଟଙ୍କା କୁ ବୃଦ୍ଧି, ଚାଷ ପାଇଁ ବ୍ୟବହୃତ ବିଜୁଳି ବିଲ ସମ୍ପୂର୍ଣ୍ଣ ଛାଡ କରିବାକୁ ଦାବି କରିଯାଇଥିଲା । ଭାରତର ଅନ୍ୟାନ୍ୟ ରାଜ୍ୟ ରେ ଧାନର ସର୍ବନିମ୍ନ ମୂଲ୍ୟ ଅଧିକ ରହିଥିବା ବେଳେ ଓଡ଼ିଶାରେ ତାକୁ ବୃଦ୍ଧି କରାଯାଉନାହିଁ । ଯାହା ଫଳରେ ଓଡିଶା ର ଚାଷୀ ନିଜର ପରିଶ୍ରମ ମୁତାବକ ପାରିଶ୍ରମିକ ପାଇ ପାରୁନାହିଁ । ପୁଣି ଚାଷୀ ଙ୍କୁ ବୋନସ, ବିନା ସର୍ତ୍ତ ରେ ଚାଷୀ ଙ୍କ ଶସ୍ୟ କ୍ରୟ କରିବାକୁ ଶୋଭାଯାତ୍ରା ମାଧ୍ୟମରେ ଦାବି କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like