-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଆଶ୍ରମ ପିଲାମାନଙ୍କୁ ନେଇଚିତ୍ରlଙ୍କନ ପ୍ରତିଯୋଗିତା

14-Nov-2023



କଟକ (ପ୍ରେରଣା ଖବର ): ଶିଶୁ ହିଁ ଆମ ରାଷ୍ଟ୍ର ତଥା ସମାଜର ଭବିଷ୍ୟତ।। ଶିଶୁ ହସିଲେ ଆମ ଦୁନିଆ ହସିବ।। ଶିଶୁ ମାନଙ୍କ ଭିତରେ ଥିବା ପ୍ରତିଭା କୁ ଖୋଜି ବାହାର କରି ସେମାନଙ୍କୁ ରାଷ୍ଟ୍ର ର ବିକାଶ କ୍ଷେତ୍ରରେ ସାମିଲ କରିବା ଆମ ସମସ୍ତଙ୍କର ଦାୟିତ୍ୱ ଓ କର୍ତ୍ତବ୍ୟ ମଧ୍ୟ।। ଏହି ଶିଶୁ ଦିବସ ପାଳନ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ " ଶିଶୁହିଁ ରାଷ୍ଟ୍ରର ପ୍ରକୃତ ସମ୍ପତି" ଶୀର୍ଷକ ଆଲୋଚନା ଚକ୍ର ସଙ୍ଘର ସମ୍ପlଦିକl ଆଭା କାନୁନଗୋ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।।ଉକ୍ତ ସଭାରେ ସମ୍ମାନୀତ ଅତିଥି ଭାବେ ଆଶ୍ରମ ର ସଭାପତି ଆଇନଜୀବୀ ପ୍ରସନ୍ନ ନନ୍ଦ ଯୋଗଦେଇ ପିଲାମାନେ କିପରି ବିଭିନ୍ୟ କ୍ଷେତ୍ରରେ ତାଙ୍କର ଉତ୍କର୍ଷତା ପ୍ରତିପାଦନ କରି ସଫଳତା ହାସଲ କରିଛନ୍ତି ସେ ସମ୍ପର୍କରେ ଆଲୋକପାତ କରିଥିଲେ।। କାର୍ଯକ୍ରମ କୁ ସଂଯୋଜନl କରି ସଙ୍ଘର ସଙ୍ଗଠନ ସମ୍ପାଦିକା ମୀରା ବେଉରା ପିଲାମାନେ ମହାପୁରୁଷ ମାନଙ୍କ ଜୀବନ କାହାଣୀ ରୁ କିଭଳି ସ୍ବପ୍ନ ଦେଖି ସେହି ସ୍ବପ୍ନ କୁ ବାସ୍ତବତା ରେ ପରିଣତ କରି ଭଲ ମଣିଷ ହୋଇପାରିବ ସେ ସମ୍ପର୍କରେ କହିଥିଲେ।। କଲ୍ୟାଣୀ ସାହୁ ଓ ଗିତlଶ୍ରୀ ଦାସ, ନଳିନୀ ମହାପାତ୍ର ପିଲାଙ୍କୁ ଉତ୍ସାହିତ କରି ବକ୍ତବ୍ୟ ରଖିଥିଲେ।। ଏହି ଅବସରରେ କଟକ, ଡଗରପଡl ସ୍ଥିତ ସ୍ଵାମୀ ବିଚିତ୍ରାନନ୍ଦ କଲ୍ୟାଣ ଆଶ୍ରମରେ ବlସକରୁଥିବl ପିଲାଙ୍କ ମଧ୍ୟରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଯାଇଛି।।

କାର୍ଯକାରୀ କମିଟି ସଭ୍ୟା ଗିତlଶ୍ରୀ ଦାସ ରୋଟାରୀ କ୍ଲବ ର ପୂର୍ବତନ ସଭାନେତ୍ରୀ ନଳିନୀ ମହାପାତ୍ର ଏହି ପ୍ରତିଯୋଗିତାର ବିଚାରପତି ଭାବେ ଯୋଗ ଦେଇଥିଲେ।। ପ୍ରତିଯୋଗୀତାର ଜୁନିଅର ବିଭାଗରେ ରଘୁନାଥ ଛତର, ମନୋଜ କୁମାର ଟୁଡୁ, ହସ୍ୟଶି ଯଥାକ୍ରମେ ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ।। ସେହିପରି ସିନିୟର୍ ବିଭାଗରେ ମୁନା ହେମ୍ବ୍ରମ୍ ପ୍ରଥମ, ରମୁ ଟୁଡୁ ଦ୍ଵିତୀୟ ଓ ଦିଲୀପ ଟୁଡୁ ତୃତୀୟ ସ୍ଥାନ ଅଧିକାର କରିଥିଲେ।। କୃତି ପିଲାଙ୍କୁ ଆସନ୍ତା ଶିଶୁ ଦିବସ ଉପଲକ୍ଷ ନରିସେବl ସଦନ ଠାରେ ପୁରସ୍କୃତ କରାଯିବl ପାଇଁ ନିଷ୍ପତି ନିଆଯାଇଥିଲା।। ଆଇନଜୀବୀ ସତ୍ୟଗୋପଲ୍ ପରିଜା ଓ ପ୍ରଭାସିନୀ ଉପସ୍ଥିତ ଥିଲେ।। ଶେଷରେ ପିଲାମାନଙ୍କୁ ସଙ୍ଘ ପକ୍ଷରୁ ମିଷ୍ଠାନ ଖାଦ୍ୟ ପରିବେଷଣ କରାଯାଇଥିଲା।ବୈଜୟନ୍ତୀ ମlଲl ଖଟୁଆ ଧନ୍ୟବାଦ୍ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like