-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ କଇଁଫୁଲ ଗ୍ରାମରେ ବୋରୱେଲ ରେ ଖସି ପଡି ବୃଦ୍ଧା ମୃତ: ମନ୍ତ୍ରୀ ଦେଖେଇଲେ ମାନବିକତା

14-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ କଇଁଫୁଲ ଗ୍ରାମରେ ଘଟିଛି ଏକ ଅଘଟଣ । ଏକ ଖୋଲା ଡିପ ବୋରୱେଲରେ ଖସି ପଡି ଜଣେ ବୃଦ୍ଧା ଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧା ଜଣକ ହେଲେ ଗୋବିନ୍ଦପୁର ଗ୍ରାମ ର ଦୁଃଖୀ ନେଗୀ (୭୦)। ସୂଚନା ଅନୁଯାଇ ମୃତକ ଜଣକ ନିଜ ଝିଅ ଘର ମୟୂରୁଉଡାନ ପଂଚାୟତ ର କଇଁପୁଲ ଗ୍ରାମ ନିକଟସ୍ଥ କସୁରପାଲି ଗ୍ରାମ କୁ ଗତ ୨ମାସ ହେଲା ଆସିଥିଲେ । ତେବେ ଗତକାଲି ସକାଳ ପ୍ରାୟ ୮ଟା ରେ ବୃଦ୍ଧା ମହିଳା ଜଣକ କଇଁପୁଲ ଗ୍ରାମ ରେ ଥିବା ଏକ ବିଲ କୁ ଝାଡୁ ତିଆରି କରିବାକୁ ବେନା କlଟିବା କୁ ଯାଇ ଆଉ ଫେରି ନ ଥିଲେ । ବହୁ ଖୋଜାଖୋଜି ପରେ ସେଠାରେ ଥିବା ଏକ ବୋରୱେଲ ନିକଟ ରେ ଏକ ଦା ଏବଂ ବେନା ଗୋଛା ପଡିଥିବା ଦେଖି ବୋରୱେଲରେ ଖସି ପଡିଥିବା ପରିବାର ଲୋକ ଜାଣିଥିଲେ । ଆଜି ସକାଳୁ ଖବର ପାଇ ସଙ୍ଗେ ସଙ୍ଗେ ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁ ପହଂଚିଥିଲେ l ଓ ବ୍ଲକ ପ୍ରଶାସନ, ପୁଲିସ, ଅଗ୍ନିଶମ ବିଭାଗ ଏବଂ ଓଡ୍ରାଫ୍ଟ ଟିମ ସହାୟତା ରେ ପ୍ରଥମେ ଅକ୍ସିଜେନ ଦିଆଯିବା ସହ ୨୦ ଫୁଟ ତଳେ ଥିବା ବୃଦ୍ଧା ଙ୍କୁ ୩ ଘଣ୍ଟା ପରେ ଉଦ୍ଧାର କରାଯାଇ ମୁର୍ମୁଷ ଅବସ୍ଥାରେ

ସୋନପୁର ଡାକ୍ତରଖାନା ଅଣାଯାଇଥିଲା । ତେବେ ଡାକ୍ତରଖାନାରେ ତାଙ୍କୁ ମୃତ୍ୟୁ ଘୋଷଣା କରାଯାଇଛି । ତେବେ ଏଭଳି ଏକ ଅଭାବନୀୟ ଘଟଣା କୁ ନେଇ ଅଞ୍ଚଳରେ ଚର୍ଚ୍ଚା ର ବିଷୟ ପାଲଟି ଥିବା ବେଳେ ଘଟଣା ର ଖବର ପାଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଘଟଣା ସ୍ଥଳରେ ପହଞ୍ଚି ପରିବାର ଲୋକ, ପ୍ରଶାସନ ସହିତ ଆଲୋଚନା କରି ବ୍ୟକ୍ତି ଗତ ଭାବେ ଆର୍ଥିକ ସହାୟତା କରି ଛନ୍ତି l ମନ୍ତ୍ରୀ ଶ୍ରୀ ପୂଜାରୀ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଘଟଣା ସ୍ଥଳରେ ଉପସ୍ଥିତ ରହି ସମଗ୍ର କର୍ଯ୍ୟ ର ତର୍ଜମା କରୁ ଥିବା ଦେଖା ଯାଇଥିଵା ବେଳେ ପୋଲିସ ପକ୍ଷରୁ ଘଟଣା ର ତଦନ୍ତ ଆରମ୍ଭ କରାଯାଇଛି । ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଦଶ ହଜାର ଟଙ୍କା ସହାୟତା କରାଯାଇଥିବା ବେଳେ ମୁଖ୍ୟ ମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଆର୍ଥିକ ସହାୟତା ପାଇଁ ବ୍ଲକ ଓ ଜିଲ୍ଲା ପ୍ରଶାସନ ରୁ ତୁରନ୍ତ ଫାଇଲ ପ୍ରୋସେସ କରାଯାଇଥିବା ବିଷୟ ଆଜି ବିଡ଼ିଓ ଶ୍ରୀ ସ୍ୱାଇଁ ମିଡ଼ିଆ କୁ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like