-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଜେଏସ୍‌ଏମ୍ କମର୍ସ କଲେଜ ପକ୍ଷରୁ ଶିଶୁ ଦିବସ ଓ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

14-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ସ୍ଥାନୀୟ ଜେଏସ୍‌ଏମ୍ କମର୍ସ କଲେଜ ପକ୍ଷରୁ ଆଜି କଲେଜ ପରିସରରେ ଶିଶୁ ଦିିବସ ପାଳିତ ହୋଇଯାଇଛି ।  କଲେଜର ଚେୟାରପର୍ସନ ସୁମନ ଶର୍ମାଙ୍କ  ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ବରେଣ୍ୟ ଅତିଥି ଭାବରେ ସାପ୍ତାହିକ ‘ପ୍ରେରଣା’ର ସଂପାଦକ ରଘୁ ନନ୍ଦନ ସିଂହ ଓ ‘ଆଞ୍ଚଳିକ ସମ୍ବାଦ’ର ସଂପାଦକ ସନ୍ଦୀପ କୁମାର କୁଅଁର ଓ 

କଲେଜର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ଓ ଅଧ୍ୟାପିକା ଭୂମିକା ଜୈନ ପ୍ରମୁଖ ଯୋଗ ଦେଇ ପ୍ରଥମେ ଜବାହାରଲାଲ ନେହେରୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଏକାଗ୍ରତା ଓ ଅଧ୍ୟାବସାୟ ବଳରେ ଛାତ୍ରଛାତ୍ରୀ ମାନେ ସଫଳତା ପାଇପାରିବେ ବୋଲି ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇ ଥିଲେ ।  ସୁପ୍ରିୟା ମହାପାତ୍ର ସଭାକୁ ସଂଯୋଜନା କରିଥିଲେ ।  ଜେଏସ୍‌ଏମ୍ କଲେଜ ମେନେଜିଙ୍ଗ କମିଟିର ସଭ୍ୟ ମନୋରଂଜନ ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l

ଏହି ଅବସରରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ନାଚ ଓ ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ଆସନ୍ତା ୧୮ ତାରିଖ ଜେଏସ୍‌ଏମ୍ କଲେଜର ପ୍ରତିଷ୍ଠା ଦିବସରେ ପୁରସ୍କୃତ କରାଯିବ ବୋଲି କଲେଜ ପକ୍ଷରୁ କୁହାଯାଇଛି । ଏହି ଉତ୍ସବରେ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like