-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବ୍ଲକ ଯାଦବ ମହାସଭାର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ

14-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଠାରେ ପୁଇଁନ୍ତଲା ବ୍ଲକ ଯାଦବ 
ମହାସଭାର ସାଙ୍ଗଠାନିକ ବୈଠକ  ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ଅନିରୁଦ୍ଧ ବଗର୍ତ୍ତୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକ ରେ  ଯାଦବ ସଚେତନତା ରଥ ପରିକ୍ରମା ଉପରେ ଆଲୋଚନା କରାଯାଇଥିଲା । ବୈଠକରେ ଉପସ୍ଥିତ ସମସ୍ତ ଙ୍କ ନିଷ୍ପତ୍ତି କ୍ରମେ  ଆସନ୍ତା ଡିସେମ୍ବର ୧୪ ତାରିଖ ଠାରୁ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ୨୫ ଗୋଟି ଗ୍ରାମ ପଞ୍ଚାୟତର ପ୍ରତ୍ୟେକ ଗ୍ରାମ କୁ ସମାଜର ଇଷ୍ଟଦେବୀ ମା  ସମଲେଶ୍ବରୀଙ୍କ ଯାଦବ ସଚେତନତା ରଥ ପରିକ୍ରମା କରିବ । ଏହି ରଥ  ସାମାଜିକ ସଚେତନତା ଓ ସଙ୍ଗଠନକୁ ତୃଣମୂଳ ସ୍ତରରୁ  ମଜବୁତ କରିବାର ବାର୍ତ୍ତା ଦେବ । 
 ବୈଠକରେ  ଚନ୍ଦ୍ର ବଦନ ବଗର୍ତ୍ତୀ, ପିତାମ୍ବର ବାଙ୍କ, ସମ୍ପଦ ବାଗ, ଇଶ୍ଵର ଷ।ଣ୍ଢ , ଦୁର୍ଗେଶ୍ୱର ଯୁଏଡ , ଧିରେନ ପୋଢ଼ , ଜଗନ୍ନାଥ ଚନ୍ଦନ, ଶଙ୍କର ବାଗ, ମହାଦେବ ବାଙ୍କ, ସାରଥି ଠେଲା, ଦୟାନିଧି ଷ।ଣ୍ଢ , ଧୁବେଲେଶ୍ୱର ବାଗ , ଲକ୍ଷ୍ମଣ ବଗର୍ତ୍ତୀ, ମନ୍ଦିର ବାଙ୍କ ଙ୍କ ସମେତ ଗ୍ରାମ ପଞ୍ଚାୟତ ଗୁଡିକର ସଭାପତି/ ସଂପାଦକ ମାନେ ଉପସ୍ଥିତ ଥିଲେ । ଶେଷରେ ଯୁବ ଯାଦବ ସଂପାଦକ ସଚିତା ନନ୍ଦ ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like