-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଆର ପାରିରେ କେନ୍ଦ୍ର ସାହିତ୍ୟ ଏକାଡେମୀ ର ବାଲ୍ ସାହିତ୍ୟ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ, ଶିଶୁ ଦିବସରେ ଚାଲିଗଲେ ଶିଶୁ ସାହିତ୍ୟିକ ଡଃ ଶୁଭେନ୍ଦ୍ର ମୋହନ ଶ୍ରୀ ଚନ୍ଦନ ସିଂହ

14-Nov-2023



ରେଢାଖୋଲ (ଅନିଲ ପୃଷ୍ଟି ) ଓଡିଆ ଶିଶୁ ସାହିତ୍ୟ ଜଗତରେ ଚହଳ ପକାଇଥିବା ବିଶିଷ୍ଟ ଶିଶୁ ସାହିତ୍ୟିକ ଡଃ ଶୁଭେନ୍ଦ୍ର ମୋହନ ଶ୍ରୀ ଚନ୍ଦନ ସିଂହ ଗତ ରାତି ୧ଟା ୨୩ ମିନିଟରେ ନାଗପୁରରେ ମୃତ୍ୟୁବରଣ କରିଥିବା ଜଣା ପଡିଛି l ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା l

ଶିଶୁ ସାହିତ୍ୟିକ ଡଃ ଚନ୍ଦନ ଓଡିଆ ଶିଶୁ ସାହିତ୍ୟର ଜଣେ ସଫଳ ସାରସ୍ବତ ସାଧକ l ସେ ୧୯୩୩ ମସିହା ଅଗଷ୍ଟ ୬ ରେ ଅନୁଗୋଳ ଜିଲ୍ଲାର ଆଠମଲ୍ଲୀକର ପାପସରା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ l ସେ ୧୦୦ ରୁ ଉଦ୍ଧ୍ବ ପୁସ୍ତକ ରଚନା କରିଛନ୍ତି l ପୁସ୍ତକ ଗୁଡିକ ମଧ୍ୟରେ ଟିକିପରୀ, ଗବେଷଣା

ପ୍ରସଙ୍ଗ, ହୋ ହୋ ରାଣୀ,ଲାଲ୍ ଟୁକୁନିର କଥା,କଥା ଶତକ, ମୁଁ ମୋ ମାତ୍ରୁଭାଷା ମୋ ଜୀବନ (ଆତ୍ମଜୀବନୀ) , ଅନଳ (ଗଳ୍ପ) , ନାରୀ ବନାମ ସୁନନ୍ଦା (ଗପ) , ଗାୟତ୍ରୀ ନିଳୟେ ଅଶୁଭ ରାତ୍ରୀ (ଉପନ୍ୟାସ), ନରଖାଦକର ଆହ୍ବାନ (ଅନୁବାଦ), ଆଦି ଅନ୍ୟତମ l ସେ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ବାଲ୍ ସାହିତ୍ୟ ପୁରସ୍କାର ପାଇଥିଲେ l ୨୦୧୦ ମସିହାରେ "ଟିକିପରି" ପୁସ୍ତକ ପାଇଁ ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ମଧ୍ୟ ପୁରସ୍କାର ପାଇବା ସହ ଓଡିଶାର ବହୁ ଅନୁଷ୍ଠାନରୁ ପୁରସ୍କାର ପାଇଥିଲେ l ସେ ମାଧ୍ୟମିକ ଶିକ୍ଷା ପରିଷଦର ଓଡିଆ ଭାଷା ବିଶେଷଜ୍ଞ ଭାବରେ ମଧ୍ୟ କାର୍ଯ୍ୟ କରି ଅବସର ନେଇଥିଲେ l
 

ଡଃ ଚନ୍ଦନ ନାଗପୁରରେ ପୁଅ ପ୍ରଫେସର ଡଃ ଶିଳାଦିତ୍ୟ ବିକାଶ ଶ୍ରୀଚନ୍ଦନ ସିଂହ ପାଖରେ ଦୀର୍ଘ ଦିନ ହେଲା ରହି ଆସୁଥିଲେ ା ରେଢାଖୋଲରେ ମଧ୍ୟ ନିଜ ପୁତ୍ର ଅଧ୍ୟାପକ ଡଃ ବାଳାଦିତ୍ୟ ବିକାଶ ଶ୍ରୀ ଚନ୍ଦନଙ୍କ ପାଖରେ କିଛି ବର୍ଷ ଅବସ୍ଥାନ କରିଥିଲେ ା ଜୀବନ ର ଶେଷ ପର୍ଯ୍ୟନ୍ତ ସେ ଲେଖନୀ ଚାଳନା କରିଥିଲେ ା ତାଙ୍କ ମ୍ରୁତ୍ୟୁରେ ଓଡିଆ ସାହିତ୍ୟର ଅପୂରଣୀୟ କ୍ଷତି ହୋଇଛି l ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ , ପୁଅ , ପୁତ୍ର ବଧୂ ଆଦି ଉପସ୍ଥିତ ଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like