-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ନିର୍ଝରିଣୀ ତରଫରୁ ବାଲ ସାହିତ୍ୟ ପୁରସ୍କାରପ୍ରାପ୍ତ ଯୁଗଳ ଷଡ଼ଙ୍ଗୀ ସମ୍ବର୍ଦ୍ଧିତ

14-Nov-2023



କଣ୍ଟାବାଞ୍ଜି(ଆନନ୍ଦ ମୋଟେ ): ପବିତ୍ର ଶିଶୁ ଦିବସ ଅବସରରେ ନିର୍ଝରିଣୀ ତରଫରୁ ଓଡ଼ିଆ ଶିଶୁ ସାହିତ୍ୟ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଦ୍ଵାରା ବାଲ ସାହିତ୍ୟ ପୁରସ୍କାର ପ୍ରାପ୍ତ ଡ.ଯୁଗଳ କିଶୋର ଷଡ଼ଙ୍ଗୀଙ୍କୁ ସ୍ଥାନୀୟ ହରିଭବନ ଠାରେ ଏକ ଭବ୍ୟ ଅଭିନନ୍ଦନ ସମାରୋହରେ ସମ୍ବର୍ଦ୍ଧିତ କରାଯାଇଥିଲା।

ନିର୍ଝରିଣୀର ସଭାପତି ଶ୍ରୀ ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଈଶ୍ବର ଚନ୍ଦ୍ର ଖମାରୀ,ସମ୍ମାନିତ ଅତିଥି ଭାବରେ ଶ୍ରୀ ମାଧବଚନ୍ଦ୍ର ମହାନନ୍ଦ, ଶ୍ରୀ ସଞ୍ଜୟ ଅଗ୍ରୱାଲ, ସମ୍ପାଦକ ଅଗ୍ରୱାଲ ସଭା ଟ୍ରଷ୍ଟ ଯୋଗଦେଇଥିଲେ।ସର୍ବ ପ୍ରଥମେ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଫଟୋଚିତ୍ରରେ ଶିଶୁ ଜ୍ୟୋତି ସିଂ ମାଝୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ତାପରେ ଶ୍ରୀ ଷଡ଼ଙ୍ଗୀଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ କରାଯାଇଥିଲା।ନିର୍ଝରିଣୀର ସଂପାଦକ ଶ୍ରୀ ବିରଂଚି ନାରାୟଣ ଦାଶ ଉଦ୍ଦେଶ୍ୟ ଜ୍ଞାପନ, ଡ.ନାରାୟଣ ମିଶ୍ର ସଭା ସଂଯୋଜନା ଓ ସହସମ୍ପାଦିକା ଅଞ୍ଜଳି ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।ଉପସ୍ଥିତ ସାହିତ୍ୟ ପ୍ରେମୀ ଜ୍ୟୋତି ପ୍ରକାଶ ଗଡତ୍ୟା,ସୁଶ୍ରୀ ସବିତା ଭୋଇ,ବ୍ରଜଶ୍ୟାମ ଗୁରୁ, ଶେଷଦେବ ପୁଟେଲ,ଅଶୋକ ଦାସ, ମନୋଜ ଦାସ, ଥମିର ଛତ୍ରିଆ,କୁଞ୍ଜ ବିହାରୀ ବେହେରା,ଶ୍ୟାମ ସୁନ୍ଦର ଗୁରୁ, ଦୀପକ

ମହାପାତ୍ର,ଆଦି ନିଜ ନିଜର ବକ୍ତବ୍ୟ ରଖିଥିଲେ।ଏହି କାର୍ଯ୍ୟକ୍ରମ ରେ ମମତା ପଣ୍ଡା, ନିରୁପମା ମିଶ୍ର, ସୁଜାତା ଧରୁଆ, ଲାବଣ୍ୟବତୀ ଧରୁଆ, ଧନସିଂ ମାଝୀ, ଉମେଶ ବେହେରା, ରମେଶ ବାରିକ,ଦୀନବନ୍ଧୁ ବଗର୍ତ୍ତୀ, ପ୍ରେମ ବାଗ,ନିତ୍ୟାନନ୍ଦ ବେହେରା,ନରେନ୍ଦ୍ର ସୁନା, କୈଳାସ ଦୀପ,ସୂର୍ଯ୍ୟକାନ୍ତ ରଣା, ଅନୀଲ ନାଗ,ଲଳିତ ନାଗ,ଯୁବରାଜ ମେହେର ଆଦି ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like