-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବଡ଼ଖମାରରେ ମହିଷାସୁର ଦରବାର ତୃତୀୟ ସନ୍ଧ୍ୟା - ମହିଷାସୁର ବୋଧ ପାଇଁ ଦେବଲୋକଙ୍କ ଚକ୍ରାନ୍ତ ଓ ଦୁର୍ଗାଙ୍କ ଜନ୍ମ

14-Nov-2023



ବୀରମହାରାଜପୁର , (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ଠାରେ ୧୧ ତମ ଶ୍ୟାମାକାଳୀ ପୂଜା ଅବସରରେ ମହିଷାସୁର ଦରବାରର ତୃତୀୟ ସନ୍ଧ୍ୟା ରେ  ନାଟକ  ପରିବେଷଣ ହୋଇଥିଲା। ପ୍ରଥମେ ମହାରାଜା ମହିଷାସୁର ଓ ଶମ୍ଭୁ  ନିଶୁମ୍ଭୁ ଙ୍କ ସହ ନଗର ପରିକ୍ରମା କରି ରାଜ ଦରବାରରେ ପହଞ୍ଚିଥିଲେ। ମହିଷାସୁର ଙ୍କ ଆଦେଶ କ୍ରମେ କମିଟି ସଭାପତି ଗୈାରିଶଙ୍କର ପାଣିଗ୍ରାହୀ ଙ୍କ ନେତୃତ୍ବରେ ରାଜ ସଭା ଆୟୋଜିତ ହୋଇଥିଲା। ଏଥିରେ ରାଜକୀୟ ଅତିଥି ଭାବେ ବଲାଙ୍ଗୀର ପିସିସି ଯୁବ ସଭାପତି ଆକବର ଖାଁ,  ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ରାଜଗୋପାଲ ପାଣିଗ୍ରାହୀ , ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ଜିଲ୍ଲା ସୋସିଆଲ ମିଡ଼ିଆ ସଭାପତି ପ୍ରିୟବ୍ରତ ସାହୁ, କଂଗ୍ରେସ ବୀରମହାରାଜପୁର ବ୍ଳକ ସଭାପତି ବସନ୍ତ ମହାକୁର  ପ୍ରମୁଖ ଉପସ୍ଥିତ ରହି ମହାରାଜାଙ୍କ ପ୍ରଶ୍ନର  ଉତ୍ତର ପ୍ରଦାନ କରିଥିଲେ।  ନାଟ୍ୟାଭିକ୍ରମେ ମହିଷାସୁର ଙ୍କୁ ବୋଧ ପାଇଁ ଦେବଲୋକଙ୍କ ଚକ୍ରାନ୍ତ ଓ ଦୁର୍ଗାଙ୍କ ଜନ୍ମ ଉପରେ ନାଟକ ପରିବେଷଣ  ହୋଇଥିଲା ।  ବିଲମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକ ମନଭରି ଉପଭୋଗ କରିଥିଲେ। ଏଥିରେ ସଭାପତି ଗୈାରିଶଙ୍କର ପାଣିଗ୍ରାହୀ, ସମ୍ପାଦକ ମନୋଜ କର୍ମୀ, ଖଣ୍ଡହତା ସମିତି ସଭ୍ୟ ବିନୋବାନନ୍ଦ ପ୍ରଧାନ,  ସହଦେଵ ମହାକୁର, ଆଶିଷ ସାହୁ , ଗୋକୁଳାନନ୍ଦ ସାହୁ, ଚିମ୍ମୟ ମହାପାତ୍ର,ଶିନ୍ନିବାସ ଦାସ, କ୍ଷେତ୍ରପାଳ ପଧାନ, ଶ୍ରବଣ ସାହୁ, ଶିବରାମ ବେହେରା, ଯଜ୍ଞେଶ୍ଵର ନାଏକ,  ହେମନ୍ତ ପଧାନ, ଉମାକାନ୍ତ ଭୋଇ, ଦୟମନ୍ତି ସାହୁ, ଜୟକୃଷ୍ଣ କର୍ଣ୍ଣ, ବିନାୟକ ମିର୍ଦ୍ଧା, ବିନୋଦ ମହାକୁର, ବସନ୍ତ କର୍ମୀ, ସତଞ୍ଜୟ ନାଏକ, ମାଗୁଣି କର୍ଣ୍ଣଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like