-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଉଦେପୁର ଠାରେ ଯାଦବ ସମାଜ ର ସାଙ୍ଗଠନିକ ସଭା

14-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉଦେପୁର ଗିରିଗୋବର୍ଦ୍ଧନ ମଠ ଠାରେ ମଗଧା ଯାଦବ ସମାଜ ଉଦେପୁର ପକ୍ଷରୁ ସଂଘ ସଭାପତି ଶିବ ପ୍ରସାଦ ସୁଲିଙ୍କ ଅଧ୍ୟକ୍ଷତା ରେ ସମାଜର ଏକ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି  l  ସାର୍ବଜନୀନ ଗିରିଗୋବର୍ଦ୍ଧନ ପୂଜା ଅବସରରେ ଆୟୋଜିତ ଉକ୍ତ ସଭାରେ ଅଖିଳ ଭାରତ ବର୍ଷୀୟ ଯାଦବ ମହାସଭା ଓଡିଶା ପ୍ରଦେଶ ସଭାପତି ପ୍ରେମ ସିନ୍ଧୁ ହେର୍ଣ୍ଣା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ ବରଗଡ ର ଫଗୁନୁ ଚlହଁର ମୁଖ୍ୟବକ୍ତା ଏବଂ ବୌଦ୍ଧ ଜିଲ୍ଲା ଯାଦବ ସମାଜ ସଭାପତି ଗୋବର୍ଦ୍ଧନ ନାଗ, ସମ୍ପାଦକ ମନୋରଞ୍ଜନ ଷlଣ୍ଢ, ବିଶିଷ୍ଟ ଅତିଥି ମନୋଜ ହାତୀ,ସମ୍ବଲପୁର ଯାଦବ ସମାଜ ସଭାପତି କୁଞ୍ଜ ବିହାରୀ ବଂଛୋର, ସମ୍ପାଦକ ଭର୍କୁନ୍ଦା ପାଣ୍ଡେ,ବରଗଡ଼ ଯାଦବ ସମାଜ ଜିଲ୍ଲା ପ୍ରତିନିଧି ବିଶ୍ଵାମିତ୍ର ପୋଢ଼,ବରପାଲି ବ୍ଲକ ଯାଦବ ସମାଜ ସଭାପତି ମନଫୁଲ ଭୋଇ ଉଲୁଣ୍ଡା ବ୍ଲକ ଯାଦବ ସମାଜ ସମ୍ପାଦକ କନ୍ଦର୍ପ ବାଘ, ବ୍ଲକ ସଭାପତି କଣ୍ଟାମାଳ ସାର୍ଦୁଲ ନାଗ, ହରଭଙ୍ଗା ବ୍ଲକ ସଭାପତି ଗୌତମ ରାଜହଂସ,ବୌଦ୍ଧ ବ୍ଲକ ପ୍ରତିନିଧି ଦେବହରୀ ବାଘ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ  l 

ସଂଘ ସମ୍ପାଦକ ମନୋରଞ୍ଜନ ଷlଣ୍ଢ  ସଭାକୁ ସଂଯୋଜନା କରିଥିଲେ  l  ଆଗାମୀ ଦିନରେ ତୃଣମୂଳ ସ୍ତରରୁ ସମାଜକୁ ସୁଦୃଢ କରିଲେ ଯାଇ ସମାଜର ଉନ୍ନତି ହେବା ସଙ୍ଗେ ସଙ୍ଗେ ଏକ ସୁସ୍ଥ ସମୃଦ୍ଧ ଓ ବିକଶିତ ସମାଜ ଗଠନ ହୋଇପାରିବ l ସେଥିପାଇଁ ଆମର ଶିକ୍ଷା ସଂସ୍କାର ଓ ବୌଦ୍ଧିକ ଜ୍ଞାନର ବିକାଶ ଅତ୍ୟନ୍ତ ଜରୁରୀ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ l  କାର୍ଯ୍ୟକ୍ରମକୁ ଉଦେପୁର ଯାଦବ ସମାଜ ସଂଘ ଓ ଗ୍ରାମବାସୀ ପରିଚାଳନାରେ ସହଯୋଗ କରିଥିଲେ l  ପ୍ରତ୍ୟୁଷରୁ ମହିଳାମାନଙ୍କ କଳସ ଶୋଭାଯାତ୍ରା ପରେ ଗିରିଗୋବର୍ଦ୍ଧନ ପୂଜା ହୋଇଥିଲା lଏଥିରେ ଚନ୍ଦ୍ରଶେଖର ସୁଲି ସସ୍ତ୍ରିକ କର୍ତ୍ତା ଓ ପୂଜକ ଅନନ୍ତ ରଥ ପୂଜା ଦାୟିତ୍ୱ ତୁଲାଇଥିଲେ  l  ବିଭିନ୍ନ ପ୍ରାନ୍ତରୁ ଆସିଥିବା ସଙ୍ଗଠନ ସଭାପତି, ସମ୍ପାଦକ ତଥା ଯାଦବ ସମାଜ ର କର୍ମକର୍ତ୍ତା ଯୋଗ ଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like