-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ରାଜ୍ୟ

ରାଜଧାନୀରେ ମାତିଛନ୍ତି ଜମତାର ଗ୍ୟାଙ୍ଗ; ଅନଲାଇନ୍ ଟ୍ରାଞ୍ଜାକସନ ବେଳେ ସତର୍କ ରହିବାକୁ CPଙ୍କ ପରାମର୍ଶ

16-Dec-2020



ଭୁବନେଶ୍ୱର,(ଶୁଭାଶିିଶଷ ନାୟକ) - କେହି ଟେଲିଫୋନ କରି ବ୍ୟାଙ୍କ ସଂପର୍କିତ ତଥ୍ୟ ମାଗିଲେ ନଦେବାକୁ କହିଛନ୍ତି  ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ।ଭୁବନେଶ୍ୱର ରେ ମାତିଛନ୍ତି ଜମତରା ଗ୍ୟାଙ୍ଗ । ସାଇବର ଠକଙ୍କ ଠାରୁ  ସତର୍କ ରହିବାକୁ କହିଲେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ । କେହି ଟେଲିଫୋନ କରି ବ୍ୟାଙ୍କ ସଂପର୍କିତ ତଥ୍ୟ ମାଗିଲେ ନଦେବାକୁ କହିଛନ୍ତି ସିପି । ଖାଲି ସେତିକି ନୁହେଁ , ସେହିଭଳି ଅନଲାଇନ ଟ୍ରାଞ୍ଜାକସନ କଲା ବେଳେ ଯଥେଷ୍ଟ ସତର୍କ ରହିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି । 

ଏହା ସହିତ ଯଦି ଅନଲାଇନ କାରବାର କରୁଛନ୍ତି, ତେବେ ବ୍ୟାଙ୍କର ଅଥରାଇଜ ସାଇଟ୍ ଖୋଲିବାକୁ ଅନୁରୋଧ ମଧ୍ୟ କରିଛନ୍ତି ।  କମିଶନରଙ୍କ କହିବା ଅନୁଯାୟୀ ଏହା ଏକ ନୂଆ ପ୍ରକାର ଡକାୟତି ।  ତେଣୁ ସମସ୍ତେ ସତର୍କ ରହିବାକୁ କହିଛନ୍ତି।  ବେକାର ଇଂଜିନିୟରିଂ ଛାତ୍ରଛାତ୍ରୀଙ୍କୁ ଜମତରା ପକ୍ଷରୁ ନିଯୁକ୍ତି ମିଳୁଛି ଓ ଆଗକୁ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଅଂଚଳରେ ଜାଲ ବିଛାଇ ଠକ ଲୁଟିବା ଯୋଜନା ରହିଥିବା ଜଣାପଡ଼ିଥିଲା । ଠକଙ୍କ ଅପରେସନର ଏକ ଭିଡ଼ିଓ ଜାରି କରିଛନ୍ତି କମିଶନରେଟ୍ ପୋଲିସ ।    

ଏହି  ଭିଡ଼ିଓରେ  ଦେଖିବାକୁ ମିଳିଛି ଜଣେ ଠକ ନିଜକୁ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର କର୍ମଚାରୀ ବୋଲି ପରିଚୟ ଦେଇ ଫୋନରେ ଜଣେ ଗ୍ରାହକଙ୍କ ନିକଟକୁ କଲ୍ କରି ଏଟିଏମ୍ କାର୍ଡରେ ଥିବା ୧୬ ଟିକିଆ ନମ୍ବର ମାଗୁଛନ୍ତି । ସମ୍ପୃକ୍ତ ଗ୍ରାହକଙ୍କ ବ୍ୟାଙ୍କ ଆକରଉଣ୍ଟ ଖୋଲାଯାଇଥିବା ବେଳେ ଦିଆଯାଇଥିବା ଜନ୍ମ ତାରିଖ ଓ ମାସ ଏବଂ ଏଟିଏମ୍ କାର୍ଡ଼ ରେ ଥିବା ତଥ୍ୟ ସହ ମେଳ ଖାଉ ନଥିବା କହୁଛି ଠକ । ଏଟିଏମ୍ କାର୍ଡରେ ଲେଖାଥିବା ନମ୍ବର ନଦେଲେ ଉଭୟ କାର୍ଡ ଓ ଆକାଉଂଟକୁ ବନ୍ଦ କରି ଦିଆଯିବାର ଧମକ ଦେଉଛି ।  ତେଣୁ ଏହି ଗ୍ୟାଙ୍ଗଠୁ ସତର୍କ ରହିବାକୁ ନିବେଦନ କରିଛି ପୋଲିସ ଏବଂ ଏଭଳି ଢଙ୍ଗରେ ଆସୁଥିବା ଫୋନ୍ କଲଠାରୁ ଦୂରରେ ରହିବା ପାଇଁ ପରାମର୍ଶ ଜାରି କରିଛନ୍ତି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like