-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଉତ୍କଳ ଗ୍ରାମୀଣ ବ୍ୟାଙ୍କ୍ କରଙ୍ଗାମାଳ ଶାଖା ଦ୍ଵାରା ଏକ ଋଣ ମେଳାର ଆୟୋଜନ

15-Nov-2023



ବୋଡ଼େନ  (ଡୋଲେସ୍ୱର ବାଗ)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଲିଟିସର୍ଗି ରାଜୀବ ଗାନ୍ଧୀ ନିର୍ମାଣ କେନ୍ଦ୍ରଠାରେ ଲିଟି ସର୍ଗି ପଞ୍ଚାୟତର ସମସ୍ତ ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା , ସି ଏଲ ଏଫ୍ ମେମ୍ବର,ମହାସଂଘର ଇ ସି ମେମ୍ବର ,ପ୍ରାଣୀ ମିତ୍ର,କୃଷି ମିତ୍ରଙ୍କୁ ନେଇ ଉତ୍କଳ ଗ୍ରାମୀଣ ବ୍ୟାଙ୍କ୍ କରଙ୍ଗାମାଳ ଶାଖା ଦ୍ଵାରା ଏକ ଋଣ ମେଳାର ଆୟୋଜନ ହୋଇଥିଲା ।ଏହି ମେଳାରେ  ଏଲ ଡି ଏମ ନୂଆପଡ଼ା ଶ୍ରୀଯୁକ୍ତ ସୀତାରାମ ମେହେର ଅଧ୍ୟକ୍ଷତା କରିଥିବାବେଳେ ବ୍ୟାଙ୍କ ପରିଚାଳକ ସୌଭାଗ୍ୟ କୁମାର ବିଶ୍ଵାଳ,ବି ପି ଏମ ଖଗେଶ୍ବର ମେହେର ,ଏଲ ଏସ ପି ଡମ୍ବରୁ ଧର ଧରୂଆ, ବ୍ୟାଙ୍କ୍ କ୍ୟାସିଅର୍ ଡମ୍ବରୁ ଧର ଶବର,ବ୍ୟାଙ୍କ୍ ମିତ୍ର ସବିତା ବାଗ,ଏମ ବି କେ ଚମ୍ପା ବାଗ ମଞ୍ଚାଷିନ ଥିଲେ । ଏଲ ଡି ଏମ ପ୍ରତ୍ୟେକ ପ୍ରକାର ଋଣ ଏବଂ ଋଣ କିଭଳି ପରିଶୋଧ କରାଯିବ ତା'ର ପ୍ରକ୍ରିୟା ଗୁଡ଼ିକ ବୁଝାଇବା ସହିତ ଏସ ଏଚ୍ ଜି ଗୁଡ଼ିକ କିପରି ଅର୍ଥ ଉପାର୍ଜନ କରିବେ ତା ପାଇଁ ବିଭିନ୍ନ ଉପାୟ ସବୁ କହିଥିଲେ ।ନିଜେ ବଞ୍ଚିବା ଓ ଆଗାମୀ ପିଢ଼ିକୁ ବଞ୍ଚାଇବା ଏବଂ ସାମାଜିକ ସୁରକ୍ଷା ପାଇଁ ଦୃଢ ମନୋଭାବ ରଖିବାକୁ ଅନୁରୋଧ କରିଥିଲେ ।ଜୀବନ ବୀମା ଗୁଡ଼ିକ ଆମ ନିଜ ପରିବାରକୁ କିପରି ସହଯୋଗ କରେ,ଜୀବନ ବୀମା କରିବା ଦ୍ଵାରା ଆମର କ'ଣ ଲାଭ ହୁଏ ତାକୁ ବିସ୍ତୃତ ଭାବରେ ବୁଝାଇଥିଲେ ।ବ୍ୟାଙ୍କ୍ ମିତ୍ର ସମସ୍ତ ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ଙ୍କୁ କହିଲେ ଯେ ସେମାନଙ୍କ ନିଜର,ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କର ତଥା ନିଜ ନିଜ ଆଞ୍ଚଳିକ ମଂଚର ସମସ୍ତଙ୍କ ଜୀବନ ବୀମା କରିବାକୁ ବିଶେଷ ଅନୁରୋଧ କରିଥିଲେ ।ଅଟଳ ବୀମା ଦ୍ଵାରା ହିତାଧିକାରୀ ତଥା ତାର ଉତ୍ତରାଧିକାରୀର ଲାଭ ସମାଜ ପ୍ରତି କେତେ ଜରୁରୀ ଅଟେ ତାହା ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଆଜି ୯ ଟି ସ୍ଵୟଂ ସହାୟିକା ଗୋଷ୍ଠୀକୁ ସମୁଦାୟ ୨୪ ଲକ୍ଷ ଟଙ୍କା ଋଣ ଦେବାକୁ ଅନୁମୋଦନ କରିବା ସହ ଚିଠି ପ୍ରଦାନ କରାଗଲା ।ନିୟମିତ ସଞ୍ଚୟ ସହିତ ନିୟମିତ ଋଣ ପରିଶୋଧ କରିବାକୁ ବ୍ୟାଙ୍କ୍ ପରିଚାଳକ ଜଣାଇଛନ୍ତି ।କହିଛନ୍ତି କି ଋଣ ଟଙ୍କା ଗୁଡ଼ିକୁ ବ୍ୟବସାୟ କରି ଅଧିକ ଅର୍ଥ ଉପାର୍ଜନ କରିବାପାଇଁ ପ୍ରୟାସ କରିବା ପ୍ରତ୍ୟେକ ଏସ ଏଚ୍ ଜି ର ମୂଳ ଲକ୍ଷ ହେବା ଆବଶ୍ୟକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like