-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ଜିଓ ନେଟୱର୍କ ବ୍ୟାହତ : ଉପଭୋକ୍ତା ହନ୍ତସନ୍ତ

15-Nov-2023



ନବରଙ୍ଗପୁର : ଡାବୁଗାଁ ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ରିଲାଏନ୍ସ ଜିଓର ଟେଲିକମ୍ ସେବା ଠପ ହୋଇ ଯାଇଥିଲା । ଫଳରେ ଜିଓ ବ୍ୟବହାରକାରୀ ଉପଭୋକ୍ତା ଦୁଇଦିନ ହେବ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ମଙ୍ଗଳବାର ଟାରୁ ଆଜି ପର୍ଯ୍ୟନ୍ତ ନେଟୱାର୍କ ବ୍ୟାହତ ହୋଇଥିବା ଯୋଗୁଁ ଜିଓ ଉପଭୋକ୍ତା କାହା ସହ ଯୋଗାଯୋଗ କରି କଥା ହେବା ପାଇଁ ମୋବାଇଲରେ କଲ କରିପାରୁ ନାହାନ୍ତି । ଜିଓ ବ୍ୟବହାରକାରୀ କହିଛନ୍ତି ଯେ କଲ କରିବା ଓ ଇଣ୍ଟରନେଟ ଚଳାଇବା ପାଇଁ ସେମାନେ ମୋବାଇଲରେ ନେଟୱାର୍କ ନ ପାଇ, ବହୁ ଅସୁବିଧାର ସମ୍ମୁଖୀନ ହୋଉ ଛନ୍ତି। ସେହି ପରି ଗତ କିଛି ଦିନ ହେଲା ଡାବୁଗାଁ ସମେତ ଆଖପାଖ ଅଞ୍ଚଳରେ ୪ଜି ମୋବାଇଲ ଡାଟା ବହୁତ ୨ଜି ଭଳି ଚାଲୁଥିବା ଅଭିଯୋଗ ହୋଇଛି । ବିଭିନ୍ନ କାରଣରୁ ଦିନର ଅନେକାଂଶରେ ୪ଜି ଡାଟା ସେବା ଗତି ମନ୍ଥର ରହୁଥିବା ବେଳେ ଜରୁରୀକାଳୀନ ସମୟରେ ସମସ୍ୟା ସୃଷ୍ଟି ହେଉଥିବା ପରିଲକ୍ଷିତ ହେଉଛି । ଏବେ ସବୁଠି ମୋବାଇଲ ବ୍ୟବସ୍ଥା ପ୍ରଚଳିତ ଥିବା ବେଳେ ଏହା ସମ୍ପୂର୍ଣ୍ଣ ଇଣ୍ଟରନେଟ ଉପରେ ନିର୍ଭରଶୀଳ। ବିଶେଷ କରି ଅର୍ଥ ଦେଣନେଣ କାରବାର ସମୟରେ ଇଣ୍ଟରନେଟ ସର୍ଭିସ ମନ୍ଥର ହୋଇଗଲେ ସମ୍ପୃକ୍ତ ହିତାଧ୍ୟାକାରୀଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। କିନ୍ତୁ ଡାଟା ଗତି ବଢାଇବା ପାଇଁ ଆରମ୍ଭ ହୋଇଥିବା ୫-ଜି ସେବାରେ ଏହି ବ୍ୟତିକ୍ରମ ଦେଖାଯାଉଛି।, ବୃଦ୍ଧି ଘଟିବା ଜାଗାରେ ଦିନକୁ ଦିନ ଡାଟା ସ୍ପିଡ୍ କମ ହୋଇଯାଉଥିବା ପରିଲକ୍ଷିତ ହୋଇଛି । ସେହିପରି ଘର ଭିତରକୁ ଗଲା ପରେ ଜିଓ ଡାଟା ସେବା ଠିକ ଭାବରେ ମିଳୁନାହିଁ । ଏ ସମସ୍ୟା ସମ୍ପର୍କରେ ଜିଓ କର୍ତ୍ତୃପକ୍ଷ ଉଚିତ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି। ଖାଲି ଜିଓ ନାହିଁ ଏୟରଟେଲ ଉପଭକ୍ତା ମଧ୍ୟ ବହୁ ଅସୁବିଧାର ସମ୍ମୁଖୀନ ହେବେ ଦେଖୁବକୁ ମିଳୁଛି ଡାବୁଗାଁ ଆଞ୍ଚଲରେ। ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like