-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

୩୫ତମ କଣ୍ଟାମାଳ କାଳୀପୂଜା ର ଚତୁର୍ଥ ସଂଧ୍ୟା, ମହିଷାସୁରଙ୍କ ଦ୍ୱାରା ଶିବଲୋକ ଆକ୍ରମଣ ନାଟକ ମଞ୍ଚସ୍ଥ

15-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ କଲରାକୋଠା ଦ୍ୱାରା ସାର୍ବଜନୀନ ମା ଶ୍ୟାମା କାଳୀପୂଜା ଅବସରରେ ଆୟୋଜିତ ମହିଷାସୁର ଦରବlରର ତୃତୀୟ ସଂଧ୍ୟା ର ରଙ୍ଗସଭାରେ ରାଜକୀୟ ମୁଖ୍ୟ ଅତିଥିଭାବେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ ଯୋଗଦେଇଥିବା ବେଳେ ଯୁବମୋର୍ଚା ରାଜ୍ୟ ସମ୍ପାଦକ ଓମ ପ୍ରକାଶ ମିଶ୍ର ଓ ସୁବର୍ଣ୍ଣପୁର ଏନଏସି ର ପୂର୍ବତନ ଅଧ୍ୟକ୍ଷ ପ୍ରକାଶ ସାହୁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ

ଅଂଚଳ ର ଶିକ୍ଷିତ ବେକାର ଯୁବକଙ୍କୁ ନିନୁକ୍ତି ଦେଇ ଦାଦନ ସମସ୍ୟା କୁ ରୋକିବା ଓ କଣ୍ଟାମାଳକୁ ସବଡ଼ିଭିଯନ ମାନ୍ୟତା ପ୍ରସଙ୍ଗ ଉଠାଇଥିଲେ l ଧରଣୀସେନ ସାହୁ ଅତିଥି ପରିଚୟ ଏବଂ ରଙ୍ଗସଭା ପରିଚାଳନା କରିଥିଲେ  l  ମହିଷାସୁରଙ୍କ ଦ୍ୱାରା ଶିବଲୋକ ଆକ୍ରମଣ ନାଟକ ମଞ୍ଚସ୍ଥ ହୋଇଥିଲା  l  କଳାକାର ମନୋରଞ୍ଜନ ଚିରଗୁଣିଙ୍କ ମହିଷାସୁର ଅଭିନୟକୁ ଦର୍ଶକମାନେ ମନଭରି ଉପଭୋଗ କରିଥିଲେ  l  ଏଥିରେ

ବିଜୟ ଷlଣ୍ଢ -ବାସୁକୀନାଗ, ଗୋପବନ୍ଧୁ ଚିରଗୁନି -ଅନନ୍ତ, ଟିପୁନ ବାରିକ -ତଥ୍ୟକ,ପ୍ରସନ୍ନ ନାଥ -ରକ୍ତ ବୀର୍ଯ୍ୟ, ମଧୁ ରାଉତ -ନାରଦ, କୃଷ୍ଣ ଓ ପିଛାଲୁ -ଚଣ୍ଡ ମୁଣ୍ଡ, କାଜଲ -ମହାରାଣୀ ଏବଂ ରାଜ ପ୍ରହରୀ ଭାବେ ମି ଅଭିନୟ କରିଥିଲେ  l ବାଦ୍ୟଯନ୍ତ୍ରରେ ଦୟା, ନବ ଓ ସୁରେନ ଆଦି ସହଯୋଗ କରିଥିଲେ l କାର୍ଯ୍ୟକ୍ରମକୁ କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ଚନ୍ଦ୍ର ରଣା ସମେତ ସମସ୍ତ ସଦସ୍ୟ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like