-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

କଲରାକୋଠା. ମହିଷାସୁର ଦରବାର ର ପଞ୍ଚମ ସନ୍ଧ୍ୟା

16-Nov-2023



କଣ୍ଟାମାଳ (ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ୟୁଥ ଫ୍ରେଣ୍ଡସ ଆସୋସିଏସନ କଲରାକୋଠା ଦ୍ୱାରା 35ତମ ସାର୍ବଜନୀନ ମା ଶ୍ୟାମା କାଳୀପୂଜା ଅବସରରେ ଆୟୋଜିତ ମହିଷାସୁର ଦରବlରର ପଞ୍ଚମ ସଂଧ୍ୟା ର ରଙ୍ଗସଭାରେ ରାଜକୀୟ ମୁଖ୍ୟ ଅତିଥିଭାବେ ପୂର୍ବତନ କଣ୍ଟାମାଳ ବିଧାୟକ ହଗବାନ କହଁର ସମ୍ମାନୀତ ଅତିଥି ଭାବେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ,ପ୍ରଦେଶ କଂଗ୍ରେସ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ, ନାରାୟଣ ପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ,ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ, ପ୍ରମୁଖ ଯୋଗଦେଇ ଶ୍ୟାମା କାଳୀପୂଜା

ଅବସରରେ ମହିଷାସୁର ଦରବାର ଓ ଆମୋଦ ପ୍ରମୋଦ ପାଇଁ ମିନlବଜାର ର ଆୟୋଜନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ଧରଣୀସେନ ସାହୁ ଅତିଥି ପରିଚୟ ଏବଂ ରଙ୍ଗସଭା ପରିଚାଳନା କରିଥିଲେ l ଏହି ଅବସରରେ ସାମ୍ବାଦିକ ବୈଦ୍ୟନାଥ ହୋତା ଓ ସୀତାକାନ୍ତ ସିଂହ ଙ୍କୁ ମହିଷାସୁର ସମ୍ବର୍ଦ୍ଧିତ କରିଥିଲେ l ମହିଷାସୁରଙ୍କ ରାଜଦରବାରରେ ରଙ୍ଗାରଙ୍ଗ ନୃତ୍ୟଗୀତ ର ଆସର ଦର୍ଶକଙ୍କ ମନ ମୋହିଥିଲା l କଳାକାର ମନୋରଞ୍ଜନ ଚିରଗୁଣି ଙ୍କ ମହିଷାସୁର ଅଭିନୟକୁ ଦର୍ଶକମାନେ ମନଭରି ଉପଭୋଗ କରିଥିଲେ l କାର୍ଯ୍ୟକ୍ରମ କୁ କମିଟି ସଭାପତି ପ୍ରଫୁଲ୍ଲ ସାହୁ, ସମ୍ପାଦକ ପ୍ରକାଶ ଚନ୍ଦ୍ର ରଣା ସମେତ ସମସ୍ତ ସଦସ୍ୟ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like