-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଜାତୀୟ ପ୍ରେସ୍ ଦିବସ ପାଳିତ, କୃତ୍ତିମ ବୁଦ୍ଧିମତା ଗଣମାଧ୍ୟମ ପାଇଁ ଭସ୍ମାସୁର ନହେଉ

16-Nov-2023



ବଲାଙ୍ଗୀର(ପ୍ରେରଣା ଖବର)ଆଜି ବଲାଙ୍ଗୀର ସାମ୍ବାଦିକଭବନଠାରେ ଜାତୀୟ ପ୍ରେସଦିବସ ପାଳିତ ହୋଇଯାଇଛି । ବଲାଙ୍ଗୀର ଜିଲ୍ଲାପ୍ରଶାସନ ଓ ଜିଲ୍ଲା ସାମ୍ବାଦିକସଂଘର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ “କୃତୃିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ”ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସାମ୍ବାଦିକସଂଘର ଉପସଭାପତି ବଳରାମ ମିଶ୍ରଙ୍କ ସଭାପତିତ୍ୱ ଓ ସାମ୍ବାଦିକ ସଂଦୀପକୁମାର କୁଅଁରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର,ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଏସପି ସୁରେଶ ନାଏକ,ପୌରାଧ୍ୟକ୍ଷା ଲିକା ସାହୁ ଓ ମୁଖ୍ୟବକ୍ତା ଭାବରେ ଡ.ପ୍ରେମଚନ୍ଦ ମହାନ୍ତି ଯୋଗଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସରୋଜକୁମାର ସାହୁ ଆଜିର କାର୍ଯ୍ୟକ୍ରମ ଓ ପ୍ରେସଦିବସ ପାଳନର ଉଦ୍ଦେଶ୍ୟ ସହିତ ଅନୁଚିନ୍ତା ବିଷୟରେ କହିଥିଲେ । ସଂପ୍ରତି ବିଜ୍ଞାନ ଯୁଗରେ ମଣିଷ ଯନ୍ତ୍ର ଉପରେ ବେଶି ନିର୍ଭରଶୀଳ ହୋଇପଡିଛି । ଆଜିର ଦିନରେ ବିଜ୍ଞାନର ଉନ୍ନତି ଘଟିଛି କୃତ୍ତିମ ବୁଦ୍ଧିମତା କାରଣରୁ ଅନେକ ଅସାଧ୍ୟକୁ ସାଧ୍ୟ କରିପାରୁଛି । ତେବେ ଯନ୍ତ୍ରକୁ ମଣିଷ ତିଆରି କରିଛି ଓ ତାକୁ ବ୍ୟବହାର ଉପଯୋଗୀ ମଧ୍ୟ କରିଛି । ମଣିଷର ମସ୍ତିସ୍କଠାରୁ ଢେର ଗୁଣରେ ତ୍ୱରିତ ବେଗରେ ଏଆଇ ଭଳି ଯନ୍ତ୍ର ଅନେକ କାମ କରିପାରୁଛି । କିନ୍ତୁ ତଥାପି ମଣିଷ ମନର ଭାବନା,ସମ୍ବେଦନଶୀଳତା କୁ କେବେ କୌଣସି ଯନ୍ତ୍ର ଗ୍ରହଣ କରିପାରିବ ନାହିଁ ବୋଲି ଅତିଥିଗଣ ମତବ୍ୟକ୍ତ କରିଥିଲେ । ମୁଖ୍ୟବକ୍ତା ଡ.ମହାନ୍ତି ତାଙ୍କ ବକ୍ତବ୍ୟରେ କହିଲେ ଯେ,ଏଆଇ ଆଜିର ନୁହେଁ ୧୯୫୦ ମସିହାରୁ ଏହାର ଉଦ୍ଭାବନ ହୋଇସାରିଥିଲା । ଦିନକୁ ଦିନ ଏହାର ଉନ୍ନତ ସଫଟ୍‌ୱେର ନିର୍ମାଣ ଚାଲିଛି ଓ ଏହାର ବ୍ୟବହାର କରାଯାଉଛି । ଆଜି ଏଆଇ ଯୋଗୁଁ ଅନେକ କାମକୁ ସହଜ କରାଯାଇ ପାରୁଛି । କିନ୍ତୁ ଏଭଳି ସ୍ଥିତି ରହିଲେ ଆମେ ନିଜର ବୁଦ୍ଧି ଆଉ ଉପ ଯୋଗ ନକରି କେବଳ ଏଆଇ ଉପରେ ନିର୍ଭରଶୀଳ ହୋଇଯିବା ଯାହାକି ମଣିଷଙ୍କୁ ଭାବିବାକୁ ମଧ୍ୟ ସମୟ ମିଳିବ ନାହିଁ ଓ ମଣିଷର ପଙ୍ଗୁ ଅବସ୍ଥା ହୋଇଯିବ । ଏପରିକି ଦେଶ ତଥା ବିଶ୍ୱର ପ୍ରତ୍ୟେକ କାମକୁ କିଛି ନିର୍ଦ୍ଦିଷ୍ଟ କମ୍ପାନୀ ନିୟନ୍ତ୍ରୀତ କରିବାର କ୍ଷମତା ରଖିବେ ଓ ଏହା ମଣିଷ ସମାଜ ପାଇଁ ଭସ୍ମାସୁର ଭଳି ହେବ ବୋଲି ମୁଖ୍ୟବକ୍ତା ଡ.ମହାନ୍ତି କହିଥିଲେ । ତେଣୁ ଯନ୍ତ୍ରଗୁଡିକୁ ସଠିକ ଉପ ଯୋଗ କରିବା ଓ ଏହାର କଣ୍ଟ୍ରୋଲ ମଧ୍ୟ ମଣିଷ ହାତରେ ରଖିବାକୁ ପଡିବ ବୋଲି ସେ ମତବ୍ୟକ୍ତ କରିଥିଲେ । ଶେଷରେ ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ସଂପାଦକ ଶିଶିରକାନ୍ତ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like