-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

କୋଶଳ ବନ୍ଦ ପାଇଁ ପ୍ରସ୍ତୁତି ବୈଠକ 

16-Nov-2023



ବଲାଙ୍ଗିର,  ସ୍ଥାନୀୟ ବିଜୁଳି ସଂଘ କାର୍ଯ୍ୟାଳୟ ଠାରେ ବିଭିନ୍ନ କୋଶଳ ସଂଗଠନକୁ ନେଇ ଗଠିତ ସଂଯୁକ୍ତ କ୍ରିୟାନୁଷ୍ଠାନ କମିଟି ଆନୁକୂଲ୍ୟରେ ଆସନ୍ତା ୧୮ ତାରିଖ ହେବାକୁ ଥିବା କୋଶଳ ମହାବନ୍ଦ କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । କୋଶଳବାଦୀ ନେତା ମନୋରଂଜନ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବୈଠକରେ କୋଶଳ ରାଜ୍ୟ ସମନ୍ୱୟ ସମିତିର ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ଯୋଗ ଦେଇ କୋଶଳାଂଚଳରେ ଲାଗିରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ କେବଳ ସ୍ୱତନ୍ତ୍ର ରାଜ୍ୟ ଗଠନ ହିଁ ଏକମାତ୍ର ବିକଳ୍ପ ବୋଲି କହିଥିଲେ । କୋଶଳ ରାଜ୍ୟ ଦାବିକୁ ନେଇ ଆସନ୍ତା ୧୮ ତାରିଖ କୋଶଳାଂଚଳର ସମସ୍ତ ଜିଲ୍ଲାରେ ମହାବନ୍ଦକୁ ଜୋରଦାର୍ ରୂପେ ପାଳନ କରିବାକୁ ଆହ୍ୱାନ ଦେଇଥିଲେ । ଏଥିରେ ସରପଂଚ କୌସ୍ତୁବ ସାହୁ, କ୍ରିୟାନୁଷ୍ଠାନ କମିଟିର ଗୋପାଳଜୀ ପାଣିଗ୍ରାହୀ, ବିନୋଦ କାଲାସାଏ, ଟ୍ରେଡ୍ ୟୁନିୟନ ନେତା ବିଭୁଦତ୍ତ ମିଶ୍ର, ରବିଶଙ୍କର ମିଶ୍ର, ବିଜୁଳି ସଂଘର ବିଭୂତି ବିନ୍ଧାଣି, ଜ୍ୟୋତି ମହାନ୍ତି, ରାମଚନ୍ଦ୍ର ଶତପଥୀ, ରିଲୁ ରଥ, ଡୋଳାମଣି ପ୍ରଧାନ, କଳାକାର କପିଳେଶ୍ୱର ଖମାରୀ , ମହମ୍ମଦ ବବଲୁ କୁରେସୀ, କୋଶଳ ମୁକ୍ତି ମୋର୍ଚ୍ଚାର ସଭାପତି ବିକାଶ ସା ପ୍ରମୁଖ ଯୋଗ ଦେଇଥିଲେ । ଶେଷରେ ରଣରାଜ ସିଂଦେଓ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like