-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ

16-Nov-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହ ଠାରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ,  ଯୋଗଦେଇ ଓଡ଼ିଶା ସାମ୍ବାଦିକ ସଂଘ ରାଜ୍ୟର ସାମ୍ବାଦିକ ବନ୍ଧୁ ମାନଙ୍କ ସ୍ଵାର୍ଥ ପ୍ରତି ସର୍ବଦା ଧ୍ୟାନଦେଇ ତାଙ୍କର ସର୍ବନିମ୍ନ ଆବଶ୍ୟକତା କୁ  ପୁରଣ ପାଇଁ ବିଭିନ୍ନ ସମୟରେ ରାଜ୍ୟସରକାରଙ୍କ ଦୃଷ୍ଟି ଆକର୍ଷଣ କରୁଥିବା ଯୋଗୁଁ ସଂଘକୁ ସାଧୁବାଦ ଜଣାଇବା ସହ ପ୍ରଶଂସା କରିଥିଲେ l ସେହିପରି  ମୁଖ୍ୟ ବକ୍ତା ଭାବେ ରେ ବରିଷ୍ଠ ସାମ୍ବାଦିକ  ପର୍ଶୁରାମ ମିଶ୍ର ଯୋଗଦେଇ ସାମ୍ବାଦିକ ଙ୍କ ସୁରକ୍ଷା ନିମନ୍ତେ ସରକାର ଶିଘ୍ର ବିଲ୍ ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ  ସମ୍ମାନିତ ଅତିଥି ଭାବେ ଲୋକ ସମ୍ପର୍କ ବିଭାଗ ର ବିଦ୍ୟା ପତି ପଣ୍ଡା ଯୋଗ ଦେଇଥିଲେ l‌। ସେହିପରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଦିଲୀପ ପାତ୍ର,ନୀଲକମଲ ମିଶ୍ର , ରାଜ୍ୟ ସଂlଗଠନିକ ସାଧାରଣ ସମ୍ପାଦକ ରାଜକିଶୋର ତ୍ରିପାଠୀ ପ୍ରମୁଖ ରାଜ୍ୟସରକାର ବିଭିନ୍ନ ସମୟରେ ସାମ୍ବାଦିକ ଙ୍କ ପାଇଁ ଘୋଷଣା କରିଥିବା ସୁବିଧା ସୁଯୋଗ କୁ କାର୍ଯ୍ୟକାରୀ କରିବା ଉପରେ ସରକାରୀସ୍ତରରେ ଦୃଢିଭୁତ କରିବା ସଂପର୍କରେ ମତ ରଖିଥିଲେ ।  ସଭାରେ  ସଂଘ ଉପଦେଷ୍ଟା ତଥା ଜିଲ୍ଲା ର

ବୟୋଜ୍ୟାଷ୍ଠ ସାମ୍ବାଦିକ ବିନୟ ରଞ୍ଜନ ପଧାନ ଓ  ସ୍ବର୍ଗତ ସାମ୍ବାଦିକ ଗୋପାଳ ମିଶ୍ର ଙ୍କ ଧର୍ମପତ୍ନୀ ଙ୍କୁ  ସଂଘ ପକ୍ଷ ରୁ ଆଜୀବନ ବିଧବା  ମାସିକ ପେନସନ ଆର୍ଥିକ ରାଶି ପ୍ରଦାନ କରାଗଲା l ସଭାରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ମିଶ୍ର,ଯୁଗଳ କିଶୋର ମିଶ୍ର, କିଶୋର ହୋତା, ଭାସ୍କର ବାବୁ ଶ୍ରଦ୍ଧାକର ଦାଶ,ଆର୍ତ୍ତତ୍ରାଣ ମିଶ୍ର,  ମୁକେଶ ବଗର୍ତି, , ମୁରଲୀଧର ସାହୁ, ସଦାଶିବ ପଧାନ, ସଂଜୀବ ମେହେର, ରଞ୍ଜନ ହୋତା, ପ୍ରମୁଖ ଙ୍କ ସହ ତରଭା, ଉଲୁଣ୍ଡା, ବୀରମହାରାଜପୁର, ଡୁଙ୍ଗୁରିପାଲି ବିନିକା ଓ ସୋନପୁର ବ୍ଲକର ଅନେକ ସାମ୍ବାଦିକ ଯୋଗ ଦେଇଥିଲେ। ଶେଷରେ ଜିଲ୍ଲା ଶାଖା ସଂପାଦକ ମହାଦେବ ମଲ୍ଲିକ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like