-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

କାଳୀପୂଜା ଅବସର ରେ ମଝିପଡ଼ା ଠାରେ ରକ୍ତ ଦାନ ଶିବିର

16-Nov-2023



ସୋନପୁର, (ପ୍ରେରଣା ଖବର) ସହରର ଅଗ୍ରଣୀ ତଥା ବହୁ ପୁରାତନ ଅନୁଷ୍ଠାନ ରାମଧୁନ କ୍ଲବ ତରଫରୁ କାଳୀ ପୂଜା ଉପଲକ୍ଷେ ଏବଂ ସହୀଦ ପ୍ରତାପ ନାଏକ ଓ ସଚିନ ସାହୁଙ୍କ ସ୍ମୃତିରେ  ଆଜି ଏକ ରକ୍ତଦାନ ଶିବିର ମଝିପଡ଼ା ନାମ ମଣ୍ଡପ ଠାରେ  ଅନୁଷ୍ଠିତ ହୋଇଥିଲା l  ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ, ମୁଖ୍ୟ ଅତିଥି ଓ  ଜିଲ୍ଲା ଅବକାରୀ ଅଧିକ୍ଷିକା ଶ୍ରୀମତୀ ସୁମତି ତ୍ରିପାଠୀ ଯୋଗ ଦେଇ ଏହାକୁ ଉଦଘାଟନ କରି ରକ୍ତ ଦାତା ଓ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟତମ ଅତିଥି ଭାବେ  ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଆର୍ତ୍ତ ତ୍ରାଣ ବାବୁ, ଜ୍ୟୋତି ରଞ୍ଜନ ପଟ୍ଟନାୟକ, କିଶନ ଲାଲ ଆଗ୍ରୱାଲl, ଜିତେନ୍ଦ୍ର ସାହୁ, ସତ୍ୟ ନାରାୟଣ ଦରୱାନ, କ୍ରୀଡ଼ାବିଦ ସତ୍ୟ ନାରାୟଣ ରାଓ,  ପ୍ରାକ୍ତନ ନଗରପାଳ କଇରୁ ସ୍ୱାଇଁ, ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ  ପିୟୁଷ ପଣ୍ଡା, ଗଙ୍ଗା ତରିଆ, ଜନ୍ମଞ୍ଜୟ ପାତ୍ର, ଯୋଗ ଦେଇଥିଲେ l   ରକ୍ତ ଦାତା ସଂଘ ର ଉଦ୍ୟୋକ୍ତl, ରକ୍ତ ଦାତା ତଥା ଯୁବ ରକ୍ତ ଦାତା ଙ୍କ ପ୍ରେରଣା ଦାତା  ଜିଲ୍ଲା ର ଗୌରବ ମନୋଜ ପଣ୍ଡା  ଙ୍କୁ ଏହି ସଭା ରେ  ଅତିଥି ଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ସମୁଦାୟ 58  ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ବେଳେ କିଛି ମହିଳା ରକ୍ତ ଦାତା ଓ ସର୍ବୋଚ୍ଚ ନମ୍ବର ରକ୍ତ ଦାତା ଙ୍କୁ ସମ୍ମାନିତ କରାଯାଇଥିଲା l ଜିଲ୍ଲା ରକ୍ତ ଭଣ୍ଡାର ର ଡାକ୍ତର ସରୋଜ ପଟେଲ, ଟେକ୍ନି ସିଆନ ଜଗତ ନାରାୟଣ ଦରୱାନ, ଟିଟୁ ଭୋଇ, ଓ ଯୁଧିଷ୍ଠିର ନାଏକ ରକ୍ତ ସଂଗ୍ରହ କରିଥିଲେ l  ମନୋରଞ୍ଜନ ତ୍ରିପାଠୀ, ବିକାଶ ପଣ୍ଡା,  ଲଡ଼ୁ କିଶୋର ମଲ୍ଲିକ, ଶେଷ ଦେବ ମେହେର,  ସନ୍ତୋଷ ପାଢ଼ୀ, ଗୁରୁ ଦଳେଇ, ସଦା ସାହୁ, ବୁବୁନ ନାଏକ, ଦିଲୀପ ସାହୁ,  ପ୍ରମୁଖ  ରାମଧୁନ କ୍ଲବ, ଓ ପୂଜା କମିଟି ର ସମସ୍ତ  ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like