-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ଉଦଘାଟିତ

16-Nov-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ଜିଲ୍ଲା ସଦରମହକୁମା ସ୍ଥିତ କୋଶଳ କଳା ମଣ୍ଡପ ଠାରେ ମହାଆଡମ୍ବର ଅନୁଷ୍ଠିତ ହେଇଛି ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ଆଜିର ଏହି ଉଦ୍ଦଘାଟନ ଉତ୍ସବରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା  ଦେବକୀ ସାହୁ, ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ବି.କେ.ଏନ., ଦୁଗ୍ଧ ସଂଘ ଅଧ୍ୟକ୍ଷା  ଶ୍ରୀମତୀ ସୀମା ପଟେଲ, ଅତିରିକ୍ତ ନିର୍ଦ୍ଦେଶକ, ପ୍ରାଣୀ ଚିକିତ୍ସା ଓ ପ୍ରାଣୀ ପାଳନ ନିର୍ଦ୍ଦେଶାଳୟ ଜଗନ୍ନାଥ ନନ୍ଦ, ପ୍ରମୁଖ ଯୋଗଦାନ ଦେଇ ଥିଲେ । ଉଦଘାଟନ ଉତ୍ସବ ଅତ୍ୟନ୍ତ ଆକର୍ଷଣୀୟ ଆୟୋଜିତ ହୋଇଥିଲା । ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା ପ୍ରଦର୍ଶନ କରାଯାଇଥିଲା । ସଫଳ

ମତ୍ସ୍ୟ ଚାଷୀ ତଥା ମତ୍ସ୍ୟ ଚାଷ ସମ୍ପର୍କିତ ଭିଡିଓ ପ୍ରଦର୍ଶନ, ପ୍ରାଣୀ ସମ୍ପଦ ବିକାଶର ସଫଳ କାହାଣୀ ଭିଡିଓ ପ୍ରଦର୍ଶନ ତଥା ଉପସ୍ଥିତ ଥିବା ଜନସାଧାରଣଙ୍କୁ ସଫଳ ଚାଷୀ ଓ ଉଦ୍ୟେଗୀ ମାନେ ନିଜ ନିଜ ଅନୁଭୂତି ଜଣାଇଥିଲେ । ନଭେମ୍ବର ୧୬ ଓ ୧୭ ତାରିଖରେ ଦୁଇ ଦିନ ଧରି ଏହି ମେଳା ଅନୁଷ୍ଠିତ ହେବ । ଏହି ମେଳା ମାଧ୍ୟମରେ ଚାଷୀ ମାନେ ବୈଜ୍ଞାନିକ ଚାଷ ସମ୍ପର୍କିତ ଆଲୋଚନାଚକ୍ରରେ ଭାଗ ନେଇ ଉନ୍ନତଧରଣର ମତ୍ସ୍ୟ ଚାଷ ଓ ପ୍ରାଣୀ ସମ୍ପଦ ବିକାଶ, ସରକାରଙ୍କ ଦ୍ଵାରା ପ୍ରଦାନ କରାଯାଉଥିବା ବିଭିନ୍ନ ପଶୁ ପାଳନ ବିଷୟରେ ପୁଙ୍ଖାନୁପୁଙ୍ଗ ଭାବେ ଜାଣିପାରିବେ । ଏହି କାର୍ଯ୍ୟକ୍ରମରେ ପଶୁ , ମତ୍ସ୍ୟ ସମ୍ପଦ ତଥା କୃଷି ,ବିଭିନ୍ନ ବ୍ୟାଙ୍କ ଅଧିକାରୀ, ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗଦାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026

You Might Also Like