-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ସାମ୍ବାଦିକ ସଂଘ (କବ୍ଜା )ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

16-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ  l  ଅଭ୍ୟନ୍ତରିଣ ଦୁର୍ଗମ ଗ୍ରାମାଞ୍ଚଳର ଗଠନ ମୂଳକ ଓ ସମସ୍ୟା ମୂଳକ ଖବର ପ୍ରକାଶନ ଦ୍ୱାରା ସମାଜର କଲ୍ୟାଣ ହେବା ସହ ସରକାର ଙ୍କ ନିକଟକୁ ପ୍ରକୃତ ବାର୍ତ୍ତା ପହଞ୍ଚିଥାଏ  ଏବଂ ଗ୍ରାମାଞ୍ଚଳର  ବିଭିନ୍ନ ଅଭାବ ଅସୁବିଧା ଗୁଡିକ ଲୋକଲୋଚନକୁ ଆଣିବା ଫଳରେ ଘଟଣାର ଗୁରୁତ୍ୱ ବୁଝି ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ପାଇଁ ପ୍ରତିକାର ବ୍ୟବସ୍ଥା କରିଥାନ୍ତି  l  ଏହି ଅବସରରେ ଆଜି ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏକ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା ସଭାରେ ଜିଲ୍ଲାର ବିଭିନ୍ନ ସଂଗଠନର ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ କଣ୍ଟlମାଳ ବ୍ଲକ ସାମ୍ବାଦିକ ସଂଘ (କବ୍ଜା )ପକ୍ଷରୁ କଣ୍ଟlମାଳ ସାମ୍ବାଦିକ ଭବନ ଠାରେ ସଂଘ ଉପସଭାପତି ପ୍ରଭାତ କୁମାର ସାହୁଙ୍କ ଅଧ୍ୟକ୍ଷତା ରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି  l ସଭା ଆରମ୍ଭରେ ଦିବଂଗତ ସଭାପତି ସ୍ବର୍ଗତ ଦୁର୍ବlକ୍ଷ  ବସ୍ତିଆ ଙ୍କ ଫୋଟୋ ଚିତ୍ରରେ ପୁଷ୍ପ ଓ ଧୂପ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ସମ୍ପାଦକ ପୂର୍ଣ୍ଣ ଚରଣ ସାହୁ କାର୍ଯ୍ୟକ୍ରମ ସମ୍ପର୍କ ରେ ସୂଚନା ପ୍ରଦାନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଠା ଦିବ୍ୟଶଙ୍କର ରାଉତ, ଜୟ କୁମାର ମହାରଣା, ବଂଶୀଧର ମାଝୀ,ରଞ୍ଜନ କୁମାର ପାତ୍ର, ଦେବାଶିଷ ମଲ୍ଲିକ ପ୍ରମୁଖ ଯୋଗଦେଇ ସାମ୍ବାଦିକତାର ମୂଲ୍ୟବୋଧ, ଦାୟିତ୍ୱବୋଧ, ପରିସୀମା ଓ ବିଭିନ୍ନ ସମସ୍ୟା ଉପରେ ନିଜ ନିଜର ବକ୍ତ ରଖିଥିଲେ  l  ଏହି ଅବସରରେ ସଂଘ ପକ୍ଷରୁ ସାମ୍ବାଦିକ ପୂର୍ଣ୍ଣ ଚରଣ ସାହୁଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା  l  ଶେଷରେ ରଞ୍ଜନ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like