-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ସାମ୍ବାଦିକ ସଂଘ (କବ୍ଜା )ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

17-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ l ଅଭ୍ୟନ୍ତରିଣ ଦୁର୍ଗମ ଗ୍ରାମାଞ୍ଚଳର ଗଠନ ମୂଳକ ଓ ସମସ୍ୟା ମୂଳକ ଖବର ପ୍ରକାଶନ ଦ୍ୱାରା ସମାଜର କଲ୍ୟାଣ ହେବା ସହ ସରକାର ଙ୍କ ନିକଟକୁ ପ୍ରକୃତ ବାର୍ତ୍ତା ପହଞ୍ଚିଥାଏ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ଅଭାବ ଅସୁବିଧା ଗୁଡିକ ଲୋକଲୋଚନକୁ ଆଣିବା ଫଳରେ ଘଟଣାର ଗୁରୁତ୍ୱ ବୁଝି ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ପାଇଁ ପ୍ରତିକାର ବ୍ୟବସ୍ଥା କରିଥାନ୍ତି l ଏହି ଅବସରରେ ଆଜି ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏକ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା ସଭାରେ ଜିଲ୍ଲାର ବିଭିନ୍ନ ସଂଗଠନର ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ କଣ୍ଟlମାଳ ବ୍ଲକ ସାମ୍ବାଦିକ ସଂଘ (କବ୍ଜା )ପକ୍ଷରୁ କଣ୍ଟlମାଳ ସାମ୍ବାଦିକ ଭବନ ଠାରେ ସଂଘ ଉପସଭାପତି ପ୍ରଭାତ କୁମାର ସାହୁଙ୍କ ଅଧ୍ୟକ୍ଷତା ରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଛି l ସଭା ଆରମ୍ଭରେ ଦିବଂଗତ ସଭାପତି ସ୍ବର୍ଗତ ଦୁର୍ବlକ୍ଷ ବସ୍ତିଆ ଙ୍କ ଫୋଟୋ ଚିତ୍ରରେ ପୁଷ୍ପ ଓ ଧୂପ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ସମ୍ପାଦକ ପୂର୍ଣ୍ଣ ଚରଣ ସାହୁ କାର୍ଯ୍ୟକ୍ରମ ସମ୍ପର୍କ ରେ ସୂଚନା ପ୍ରଦାନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଠା ଦିବ୍ୟଶଙ୍କର ରାଉତ, ଜୟ କୁମାର ମହାରଣା, ବଂଶୀଧର ମାଝୀ,ରଞ୍ଜନ କୁମାର ପାତ୍ର, ଦେବାଶିଷ ମଲ୍ଲିକ ପ୍ରମୁଖ ଯୋଗଦେଇ ସାମ୍ବାଦିକତାର ମୂଲ୍ୟବୋଧ, ଦାୟିତ୍ୱବୋଧ, ପରିସୀମା ଓ ବିଭିନ୍ନ ସମସ୍ୟା ଉପରେ ନିଜ ନିଜର ବକ୍ତ ରଖିଥିଲେ l ଏହି ଅବସରରେ ସଂଘ ପକ୍ଷରୁ ସାମ୍ବାଦିକ ପୂର୍ଣ୍ଣ ଚରଣ ସାହୁଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଶେଷରେ ରଞ୍ଜନ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like