-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ବିନିକାରେ ବିଶ୍ୱବିଦ୍ୟାଳୟସ୍ତରୀୟ କବାଡି ପ୍ରତିଯୋଗିତା (ମହିଳା ବର୍ଗରେ ଟିଟିଲାଗଡ ଡିଏଭି ଓ ପୁରୁଷରେ ଏସ ରାମପୁର କଲେଜ ଚମ୍ପିଆନ)

17-Nov-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ଗରୁଡ଼ କ୍ୟାମ୍ପସ ଠାରେ ପ୍ରଥମ କରି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ସ୍ତରୀୟ ଆନ୍ତର ମହାବିଦ୍ୟାଳୟ କବାଡି ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା।ଏଥିରେ ବିଶ୍ୱ ବିଦ୍ୟାଳୟ ଅଧୀନ ୨୭ଟି କଲେଜ ଭାଗ ନେଇଥିଲେ । ସେଥିରୁ ପୁରୁଷ ବିଭାଗରେ ୧୫ ଓ ମହିଳା ବିଭାଗରେ ୧୨ଟି ଦଳ ଅଂଶଗ୍ରହଣ କରିଥିଲା। ମହିଳା ବର୍ଗ ଫାଇନାଲ ମ୍ୟାଚରେ ବଲାଙ୍ଗୀର ମହିଳା କଲେଜକୁ ହରାଇ ଟିଟିଲାଗଡ ସ୍ଵୟଂଶାସିତ ଡିଏଭି କଲେଜ ବିଜୟୀ ହୋଇଥିଲା ସେହିପରି ରାତ୍ରି ହୋଇଯିବାରୁ ପୁରୁଷ ବର୍ଗ ଫାଇନାଲ ମ୍ୟାଚ ଟଚ୍ ମାଧ୍ୟମରେ ହାରଜିତ ନିର୍ଣ୍ଣୟ କରାଯାଇଥିଲା ଏଥିରେ ବିଲେଇସର୍ଡା ରାଧେଶ୍ୟାମ ଆଞ୍ଚଳିକ କଲେଜକୁ ହରାଇ ରାମପୁର ଶ୍ରୀରାମ କଲେଜ ବିଜୟୀ ହୋଇଥିଲା।ସିଦ୍ଧାର୍ଥ ଜୁନିଅର କଲେଜ ଖେଳ ଶିକ୍ଷକ ନାରାୟଣ ଚୌଧୁରୀଙ୍କ ନେତୃତ୍ୱରେ ପ୍ରତିଯୋଗିତାର ସମସ୍ତ ଖେଳ ଗୁଡ଼ିକୁ ଖେଳ ଶିକ୍ଷକ ନରସିଂହ ସେଠୀ, ସୁକାନ୍ତ ବାଘ, ସଞ୍ଜୟ ସାହୁ, ଶାନ୍ତନୁ ସାହୁ,ଯୋଶବନ୍ତ ପୁଟେଲ,ସଞ୍ଜୟ କୁମାର ସାହୁ, ମନୋଜ ପାତ୍ର, ରାକେଶ୍ୱରୀ ନାୟକ ପରିଚାଳନା କରିଥିଲେ। ଆୟୋଜକ ତଥା ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଟିତ ଏହି ପ୍ରତିଯୋଗିତାରେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ସ୍ପୋର୍ଟସ କାଉନସିଲ ସମ୍ପାଦକ ଡ଼ ବିଶ୍ୱଜିତ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ବର୍ଗର ବିଜୟୀ/ରନର ଅଫ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।ସେହିପରି ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର ଅତିଥି ଭାବେ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ ।ପ୍ରତିଯୋଗିତାର ସଫଳ ଆୟୋଜନ ନେଇ ବିଭିନ୍ନ ବିଭାଗରେ ଦୀପ୍ତିରାଣୀ ସ୍ୱାଇଁ, ଦିବ୍ୟାଲୋକା ମହାପାତ୍ର, ବିଘ୍ନେଶ୍ୱରୀ ପୂଜାରୀ, ପ୍ରମିତା କୁମାରୀ ମିଶ୍ର, ଜାନକୀ ସାମୀ, ମିତାଲି ପ୍ରଧାନ, ଦିବ୍ୟାସ୍ମିତା ମହାକୁଡ, ଦିବ୍ୟାସା ସାହୁ, ମୀରା ପଣ୍ଡା,ମଧୁସ୍ମିତା ଭୋଇ,ବାଣୀ ପ୍ରସାଦ ବିଶ୍ଵାଳ, ଗୋପାଳ କୃଷ୍ଣ ଦାଶ, ରୁଦ୍ର ନାରାୟଣ ଦାଶ, ହରିଶ୍ଚନ୍ଦ୍ର ହୋତା,ବିଶ୍ୱନାଥ ମିଶ୍ର,ଭଗବାନ ସାହୁ,ମାନସ ରଞ୍ଜନ ମିଶ୍ର, ବଚନ କୁମାର ଦାସ, ଭାରତୀ ବାବୁ,ପ୍ରକାଶ ଦାଶ, ସନ୍ତୋଷ ପଣ୍ଡା, ଲକ୍ଷ୍ମଣ ଝାଙ୍କର, ପୀତବାସ ନେଗୀ, ଲକ୍ଷ୍ମୀ ନାରାୟଣ ନନ୍ଦ,ବିକ୍ରମ ମେହେର,ଶ୍ରୀକାନ୍ତ ମେହେର,ତପସ୍ୱିନୀ ଖୁର୍ଡିଆ, ମାନସ ନାୟକ,ସରୋଜ କାଣ୍ଡ, ମାନସ ତ୍ରିପାଠୀ, ଜାନକୀ ମଲ୍ଲିକ, ଲବଣୀ ଝରିଆ ପ୍ରମୁଖ କଲେଜ ଷ୍ଟାଫଙ୍କ ସମେତ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like