-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ଇ ବିମାନ ଟ୍ରାନ୍ସପୋର୍ଟର ଶୁଭ ଉଦ୍ଘାଟନ l

17-Nov-2023




 ବୋଡ଼େନ   (ଡୋଲେସ୍ବର ଵାଗ )ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ବୋଡ଼େନ ଶିଶୁ ମନ୍ଦିର ଠାରେ ଇ ବିମାନ ଟ୍ରାନ୍ସପୋର୍ଟ ପ୍ରାଇଭେଟ୍  ଲିମିଟେଡ କମ୍ପାନୀର ଶୁଭ ଉଦ୍ଘାଟନ ହୋଇଯାଇଛି ।  ଏହି ଅବସରରେ  ବୋଡ଼େନ ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରେମ ଶିଳା ନାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଇ ବିମାନ ଟ୍ରାନ୍ସପୋର୍ଟର ଶୁଭ ଉଦ୍ଘାଟନ କରିଛନ୍ତି।  ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ବି ଇ ଓ ସରୋଜ ବେହେରା ,  ବୋଡ଼େନ ବି ଇ ଓ  ରୁଦ୍ରମାଧବ ମେହେର , ସିଆରପିଏଫ୍ ୨୧୬ ବାଟାଲିୟନର ଡେପୁଟି କମାନଡେଣ୍ଟ ଅମିତ୍ କୁମାର , ଶିଶୁ ମନ୍ଦିର ସମ୍ପାଦକ ରୋହିତ କୁମାର ଦଣ୍ଡସେନା , ବୋଡ଼େନ ବ୍ଲକ ସାମ୍ବାଦିକ ସଙ୍ଗଠନର ସଭାପତି ବିଶିକେଶନ ପଣ୍ଡା , ସହ କୋଷାଧ୍ୟକ୍ଷ ଗଣେଶ ଚନ୍ଦ୍ର ବାଗ , ବରିଷ୍ଠ ସାମ୍ବାଦିକ ଟିକେଶ୍ୱର୍ ନାଗ  , ଶିକ୍ଷକ ବୈଷ୍ଣବ ଦୂରିଆ ଉପସ୍ଥିତ ଥିବା ବେଳେ ବୋଡ଼େନ ଅଞ୍ଚଳର ବହୁ ଗୁଣି , ଜ୍ଞାନୀ , ବୁଦ୍ଧିଜୀବୀ ତଥା ସାଧାରଣ ଜନତା ଉପସ୍ଥିତଥିଲେ । ଉଦ୍ଗାଟନି ଉତ୍ସବରେ ଇ ବିମାନର ପ୍ରତିଷ୍ଠାତା ନିର୍ଦ୍ଦେଶକ ଅଭିଜିତ ମହାନ୍ତିଙ୍କର ଉଦ୍ୟମକୁ ସମସ୍ତେ ପ୍ରଶଂସା କରିବା ସହ ଯାତାୟାତରେ ଏକ ବିପ୍ଳବ ଆଣିବ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ ।ଗୋଟିଏ ଆପରେ ଅନ୍ ଲାଇନ୍ ବୁକିଂ କରି ଅଳ୍ପ ମୂଲ୍ୟରେ ଯାତାୟାତରେ ସମ୍ଭବ ସାଙ୍ଗକୁ ନିଯୁକ୍ତି ସୁବିଧା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଇ ବିମାନ ଟ୍ରାନ୍ସପୋର୍ଟ କମ୍ପାନୀର ନିର୍ଦ୍ଦେଶକ ଅଭିଜିତ ମହାନ୍ତି ମତ ରଖିଥିଲେ । ପୁନଃ ଏହି କମ୍ପାନିରେ ନିଜ ଗାଡିରେ ରେଜିଷ୍ଟେସନ କରିଥିବା ମାଲିକ ମାନେ ବେଶ ରୋଜଗାର ପାଇବା ସାଙ୍ଗକୁ ଅଳ୍ପ ଖର୍ଚ୍ଚରେ ଯାତ୍ରୀ ମାନେ ଯାତାୟତରେ ସୁବିଧା ପାଇପାରିବେ ବୋଲି ଆଶା ପ୍ରକାଶ କରିଛନ୍ତି। ଇ ବିମାନ ଟ୍ରାନ୍ସପୋର୍ଟ କମ୍ପାନୀର ନିର୍ଦ୍ଦେଶକ  ହେଉଛନ୍ତି ବୋଡ଼େନ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇତିହାସ ଅଧ୍ୟାପକ ଗୟାଧର ମହାନ୍ତି ଓ ସଂଯୁକ୍ତା ମହାନ୍ତିଙ୍କ ସୁପୁତ୍ର ଅଭିଜିତ ମହାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like