-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ଗୋଧନେଶ୍ଵର ଶୈବପୀଠରେ ସଫେଇ କାର୍ଯ୍ୟକ୍ରମ

17-Nov-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରାଚୀନ ତଥା ପ୍ରସିଦ୍ଧ ବାବା ଗୋଧନେଶ୍ଵର ଶୈବପୀଠରେ ଠାରେ ଶୁକ୍ରବାର ସଂକ୍ରାନ୍ତି ଅବସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗୋଧନେଶ୍ଵର ଶିବଶକ୍ତି ସତସଙ୍ଗ୍ ସଂଘ ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସଂଘ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ଶୈବପୀଠର ଚତୁଃପାର୍ଶ୍ଵକୁ ସଫା ସୁତୁରା କରିଥିଲେ। ପ୍ରତ୍ୟେକ ସଂକ୍ରାନ୍ତି ଦିନ ଉକ୍ତ ଶୈବପୀଠରେ ସଫେଇ କାର୍ଯ୍ୟକ୍ରମ କରାଯିବ ବୋଲି ସଂଘ ପକ୍ଷରୁ ଜଣାଯାଇଛି। ତାହା ସହ ଭାଗବତ , ପାରାୟଣ ପଠନ କାର୍ଯ୍ୟକ୍ରମ ପ୍ରତ୍ୟେକ ମାସ ସଂକ୍ରାନ୍ତି ଦିନ  ହେଉଛି। ଦୀର୍ଘ ୭୦ ବର୍ଷ ହେବ ମନ୍ଦିର ପରିସରରେ ଉକ୍ତ ସଂଘ ପକ୍ଷରୁ ସଂକ୍ରାନ୍ତି ପାଳିତ ହେଉଥିବା ବେଳେ ୧୯ ଗୋଟି ଗାଁ ରୁ ପ୍ରାୟ ୪୦୦ ରୁ ଉର୍ଦ୍ଧ ସଦସ୍ୟ ସାମିଲ ହୋଇଛନ୍ତି।‌ ପୂଜକ ନିତ୍ୟାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ କେଶବା ନନ୍ଦ ପଣ୍ଡା ପୁରାଣ ପଠନ କରିଥିଲେ। ଏଥିରେ ସଭାପତି ପ୍ରଭଞ୍ଜନ ପ୍ରଧାନ, ସମ୍ପାଦକ ସୂର୍ଯ୍ୟ ନାରାୟଣ ତରିଆ, କୋଷାଧ୍ୟକ୍ଷ ବୈଦ୍ୟନାଥ ବିଶ୍ଵାଳ, ଉପଦେଷ୍ଟା ଦିଲ୍ଲୀପ ପ୍ରଧାନ, ଗକୁଳ  ମାଝି, ଗୈାରିଶଙ୍କର ପାଣିଗ୍ରାହୀ ଓ ବସିକେସନ ସେଠୀ ରହିଛନ୍ତି। ଏହି କାର୍ଯ୍ୟକ୍ରମ ରେ ମହନ ଜଟି, ଛନକ ସାହୁ, ସର୍ବେଶ୍ଵର ରଥ, ବୈକୁଣ୍ଠ ପଧାନ, ରଞ୍ଜନ ମହାକୁର, ବିଶ୍ଵାମିତ୍ର ନାଗ,ମନ ପଧାନ, କୃଷ୍ଣ ଚନ୍ଦ୍ର ପଧାନ,ରାମ ଶଙ୍କର ପାଣିଗ୍ରାହୀ, ଅକ୍ଷୟ କୁମାର ପାଣ୍ଡେ, ସୀତାରାମ ପଧାନ,  ବୁଲୁ ପର୍ଡିଆ,ରିସପାଲ ସାହୁ, ବୈଦ୍ୟନାଥ ସାହୁ,ସାନ ମେହେର, ମିତ୍ରଭାନୁ ପ୍ରଧାନ,ଗଣ୍ଡା ସାମରଥ,ଅନୁରି ମେଣ୍ଡିଲି, ବିଶାଖା ମେଣ୍ଡିଲି, ଯଜ୍ଞସନୀ ଚୈଧରୀ, ବୃନ୍ଦାବତୀ ପଧାନ, ଭାର୍ଗବୀ ସାହୁ, ପରମେଶ୍ବର ବିଶି,ଏକାଦୁଶିଆ ଖମାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like