-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ଲୋଇସିଂହା ବ୍ଲକ୍ ଘେରାଓ

17-Nov-2023



ଲୋଇସିଂହା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ୍ ରେ ଆଜି ବିଜେପି ପକ୍ଷରୁ ବ୍ଲକ୍ ଘେରାଓ କରଯାଇଥିଲା l ରାଜ୍ୟରେ  ହେଉଥିବା ଆବାସ ଯୋଜନା ରେ  ଦୁର୍ନୀତି  ତଥା ଆହୁରି ଅନେକ ଯୋଜନା ରେ ହେଉଥିବା ଦୁର୍ନୀତି ବିରୁଦ୍ଧରେ ସ୍ବର ଉତ୍ତୋଳନ କରି ଏକ ପ୍ରତିବାଦ ସଭା କରା ଯାଇଥିଲା। ମହାମହିମ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ ରେ ବିଡ଼ିଓ ଶ୍ରୀ ଯୁଧିଷ୍ଠିର ମେହେର ଙ୍କୁ ଏକ ଦାବିପତ୍ର ପ୍ରଦାନ କରା ଯାଇଥିଲା l ଏହି ପରିପ୍ରେକ୍ଷୀରେ  ସର୍ବ ପ୍ରଥମେ ଲୋଇସିଂହା ବ୍ଲକ ର ହଜାର ହଜାର ବିଜେପି କର୍ମୀ ଏକତ୍ରିତ ହୋଇ ଲୋଇସିଂହା ଅଗ୍ରେସନ୍ ଭବନ୍ ରୁ ବାହାରି ଏକ ବିଶାଳ ଶୋଭାଯାତ୍ରା କରି ବ୍ଲକ୍ କାର୍ଯ୍ୟାଳୟ କୁ ଆସିଥିଲେ। ରାଜ୍ୟରେ ଥିବା ବିଜେଡି ସରକାର୍ ର ଦୁର୍ନୀତି ବିରୁଦ୍ଧରେ ସ୍ଲୋଗାନ ଦେଇ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ କୁ ବିପୁଳ ସ୍ୱାଗତ କରିଥିଲେ l ବିଧାୟକ ତଥା ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଣଗାନ କରି ସ୍ଲୋଗାନ ଦେଇଥିଲେ। ପରେ ପରେ ଲୋଇସିଂହା ଅଗ୍ରେସନ ଭବନ ଠାରୁ ପଦଯାତ୍ରା କରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି ସଭାକାର୍ଯ ଆରମ୍ଭ କରିଥିଲେ l ଓଡିଶା ସରକାର ଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ହେଉଥିବା ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟବିଚାର ବିରୁଦ୍ଧରେ ଅଭିଭାଷଣ ଦେଇ ଅତିଥି ମାନେ ରାଜ୍ଯ ସରକାର୍ ଙ୍କୁ ଭର୍ସନା କରିଥିଲେ l

ବିଭିନ୍ନ ପ୍ରକାର ଯୋଜନା ତଥା ମିଶନ ଶକ୍ତି, ମନରେଗା ,ଆବାସଯୋଜନା,  ଭତ୍ତା, ଚାକିରୀ ସମସ୍ୟା, ସରପଞ୍ଚ ମାନଙ୍କୁ ଅଣଦେଖା ତଥା ଆହୁର ଅନେକ ଯୋଜନାରେ ହେଉଥିବା ଦୁର୍ନୀତି  ବିରୁଦ୍ଧରେ ସ୍ବର ଉତ୍ତୋଳନ କରିଥିଲେ l ତା ସହ ବ୍ଲକ୍ ରେ ହେଉଥିବା ପିସି କାରବାର ରେ ଲୋଇସିଂହା ବ୍ଲକ ୧ ନମ୍ବର ରେ ଥିବା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ପ୍ରକାଶ କରି ବିଜେଡି ସରକାର ଙ୍କ ଉପରେ ବର୍ଷିଲେ l ଲୋଇସିଂହା ବ୍ଲକ୍ ରେ ଶତକଡା ପଚାଶ ପ୍ରତିଶତ ପିସି କାରବାର ହେଉଥିବା କହିଥିଲେ l ଏହି ବ୍ଲକ ଘେରାଓ କାର୍ଯ୍ୟକ୍ରମ ରେ ମଣ୍ଡଳ ସଭାପତି କିଶୋର ଚନ୍ଦ୍ର ପଟେଲ, ସରୋଜ ସାହୁ, ପିତାମ୍ବର କଣ୍ଟା, ଦୁତିକୃଷ୍ଣ ସେଲମା, ଜୋତିର୍ମୟ ରାଉତ, ଜିଲ୍ଲା ପରିଷଦ ସଭ୍ୟ ଶିବଦତ୍ତ ମିଶ୍ର, ଗୌରାଙ୍ଗ ନାଏକ, ବୁର୍ଡl ସରପଞ୍ଚ ସୁଦିପ ସା, ବିଜେପି ବରିଷ୍ଠ ନେତା ସୀତାରାମ ପୁରୋହିତ, ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ, ରତାଖଣ୍ଡି ସରପଞ୍ଚ ହିମାଞ୍ଚଳ ମେହେର, ଭୂତନାଥ ନାଏକ, ବାହାଦୁର ନନ୍ଦ, ସୋମନାଥ ପଧାନ, ଗୌତମ କୁଅଁର, ସୁନୀଲ ଦାସ, ସରୋଜ ଦାସ, ଲଳିତ ପଧାନ ସହ ବିଜେପି ର ଅନେକ କର୍ମକର୍ତା ସହ ଶତାଧିକ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like