-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଗସ୍ତରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ, ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାରେ ଦେଲେ ଯୋଗ

17-Nov-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ): ବଲାଙ୍ଗିର ଜିଲ୍ଲା ଗସ୍ତରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ । ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାରେ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଛନ୍ତି । କୋଶଳ କଳା ମଣ୍ଡଲ ପଡିଆରେ ଜିଲ୍ଲା ପ୍ରଶାସନ ଓ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗ ପକ୍ଷରୁ ଏହି ମେଳାର ଆୟୋଜନ କରାଯାଇଛି ।

ମେଳାରେ ବିଭିନ୍ନ ଷ୍ଟଲ ବୁଲି ଜିଲ୍ଲାର ସଫଳ ଚାଷୀ ତଥା ଯୁବ ଉଦ୍ୟୋଗୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ । । ଗସ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରଣା ଉପସ୍ଥିତ ଥିବା ବେଳେ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼ ଅଜିତ୍ କୁମାର ମିଶ୍ର ।
          ସେ କହିଛନ୍ତି, ମେଳାରେ ନୂତନ ଜ୍ଞାନ କୌଶଳ ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଜାଣିବାକୁ ପାଇବେ ଚାଷୀ । ସରକାରଙ୍କ ନୂତନ କ୍ଷୁଦ୍ର ଶିଳ୍ପ ନୀତିର ଲାଭ ଉଠାଇବା ସହ ନିଜସ୍ବ ଆୟ ଅଭିବୃଦ୍ଧି କରିବାରେ ଏହା ସହାୟ ହେବ । ଜିଲ୍ଲାର କୁକୁଡା ଚାଷୀ ଆଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଅଧିକ ଅଣ୍ଡା ଉତ୍ପାଦନ କରିପାରୁଛନ୍ତି ।

କାର୍ଯ୍ୟକ୍ରମରେ ସଫଳ ଉଦ୍ୟୋଗୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରିଥିଲେ । 
            ଅନ୍ୟପକ୍ଷେ ଲୋଇସିଙ୍ଗା ବ୍ଲକ ସ୍ଥିତ ଯୋଗୀସର୍ଡା ମନ୍ଦିରର ନିର୍ମାଣ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିର କମିଟି ସହ ଆଲୋଚନା କରିଥିଲେ । ମନ୍ଦିରର ଚତୁଃପାର୍ଶ୍ବର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁଦାନ ପାଣ୍ଠିରୁ 3 କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା ।ପରେ ହରିହର ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ବହୁମୂଖୀ କକ୍ଷ ର ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ । ବାଦିବାହାଲ ଗ୍ରାମପଞ୍ଚାୟତରେ ନିର୍ମାଣ ହୋଇଥିବା ମୁଖ୍ୟମନ୍ତ୍ରୀ ସଭାଘରର ପରିଦର୍ଶନ କରିଛନ୍ତି ଶ୍ରୀ ତ୍ରିପାଠୀ ।
 ଗାଇଖାଇ ଇକୋ ଟୁରିଜିମ୍ ପ୍ରୋଜେକ୍ଟ ପରିଦର୍ଶନ କରିଛନ୍ତି ପରିଷଦର ଅଧ୍ୟକ୍ଷ । ଏହାକୁ ପର୍ଯ୍ୟଟନ ସ୍ଥଳୀ ଭାବେ ଗଢିତୋଳିବାକୁ ଅନେକ ଦିନରୁ ଦାବି ହୋଇ ଆସୁଥିଲା ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ  ୭୩ ଲକ୍ଷ ଟଙ୍କାର ଅନୁଦାନରେ ଏହାକୁ ଏକ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରାଯାଇଛି । ଗସ୍ତ କାର୍ଯ୍ୟକ୍ରମରେ ଡି ଏଫ ଓ ନିତୀଶ କୁମାର , ଅତିରିକ୍ତ ନିର୍ଦେଶକ (ଯୋଜନା) ସଞ୍ଜୟ ଦୀପ  ଓ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like