-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ସେବା ସମବାୟ ସପ୍ତାହ ର ଜିଲ୍ଲା ସ୍ତରୀୟ ମହୋତ୍ସବ ଉଦଯାପିତ, ସମବାୟ ଆନ୍ଦୋଳନକୁ ଦୃଢ଼ୀଭୁତ କରିବା ଆଜିର ଲକ୍ଷ୍ୟ: ଜିଲ୍ଲାପାଳ

17-Nov-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ):  ଓଡିଶା ସମବାୟ ବିଭାଗ ପକ୍ଷ ରୁ ଆୟୋଜିତ ୭୦ତମ ସର୍ବ ଭାରତୀୟ ସେବା ସମବାୟ ସପ୍ତାହ ପାଳନର ଜିଲ୍ଲାସ୍ତରୀୟ ମହୋତ୍ସବ ଆଜି ସୁବର୍ଣ୍ଣପୁର ନିଉଁ ଟାଉନ ହଲ ରେ ଉଦଯାପିତ ହୋଇ ଯାଇଛି l  ସଭାର ଅଧ୍ୟକ୍ଷ ତଥା ସୁବର୍ଣ୍ଣପୁର  ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଯୋଗ ଦେଇ ସାମୁହିକ ଭାବେ କ୍ରୟ ବିକ୍ରୟ କରିବା ଓ ସମବାୟ ଆନ୍ଦୋଳନ କୁ ଦୃଢ଼ୀଭୂତ କରିବା ଏ ଉତ୍ସବ ର ଲକ୍ଷ୍ୟ ବୋଲି କହିଥିଲେ l ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷl ସୁପାର ଠେଲା ଯୋଗ ଦେଇ ଜଣେ ଚାଷୀ ପରିବାର +ର ଝିଅ ଭାବେ ସେ ନିଜର ଅନୁଭୂତିକୁ ବାଣ୍ଟିଥିଲେ l ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ,

ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ୍ୱର ପାଣିଗ୍ରାହୀ,  ପୌର ଅଧ୍ୟକ୍ଷା ତମସୀ ତାମସ୍ମିତା ନାଏକ, ରାଜ୍ୟ ହାଉସିଂ ବୋର୍ଡ ସଦସ୍ୟ ରାଜ କୁମାର ମିଶ୍ର, ପରେଶ କୁମାର ପାତ୍ର (ସହକାରୀ

ମହା ସମୀକ୍ଷକ ବାଲାଙ୍ଗିର ) ସୋନପୁର ସହକାରୀ ନିବନ୍ଧକ ପାଣୁ ଚରଣ ସାହୁ, ବି ଏମ ପୁର ସହକାରୀ ନିବନ୍ଧକ ପ୍ରେମାନନ୍ଦ ଦୀପ, ଯୋଗ ଦେଇ ଚାଷୀ ଓ ପ୍ୟାକ୍ସ କର୍ମଚାରୀଙ୍କୁ ଏ ସପ୍ତାହ ପାଳନର ଲକ୍ଷ୍ୟ ଉଦ୍ଦେଶ୍ୟ ଉପରେ ବିସ୍ତାର ଭାବେ ବୁଝାଇ  ନିଷ୍ଠା ର ସହିତ କାର୍ଯ୍ୟ କରି ଜିଲ୍ଲା ଷର ସମବାୟ ସଂସ୍ଥା ର ରେକର୍ଡ ରଖିବାକୁ ପ୍ରେରଣା ଦେଇଥିଲେ l  ଏହି ଅବସର ରେ ସ୍କୁଲ ଓ କଲେଜସ୍ତରରେ ଅନୁଷ୍ଠିତ ଜୁନିଅର ଓ ସିନିଅର ବର୍ଗ ର ଡିବେଟ ଓ ପ୍ରବନ୍ଧ ପ୍ରତିଯୋଗିତା ର କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା l ସହ ନିବନ୍ଧକ ଶ୍ରୀ ସାହୁ  ଅତିଥି ପରିଚୟ କରିଥିଲେ l ଡୁଙ୍ଗୁରିପାଲି ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ଶ୍ରୀ ଉଦିତ ବାବୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ରୁବି ବେହେରା ସଭା ପରିଚାଳନା କରିଥିଲେ l  ସହ ନିବନ୍ଧକ ଶ୍ରୀ  ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like