-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ପଞ୍ଚ କୁଣ୍ଡିୟ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଂଜ୍ଞ ଓ ୫୦ତମ ଅହୋରାତ୍ର ନାମଯଜ୍ଞ ଆୟୋଜନ

17-Nov-2023



ବଲାଙ୍ଗିର (ପ୍ରେରଣା ଖବର): ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତି ସମାରୋହ ନଭେମ୍ବର ୨୦ ଓ ପଞ୍ଚକୁଣ୍ଡିୟ ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ନଭେମ୍ବର ୨୨ ତାରିଖରୁ ଆରମ୍ଭ ହୋଇ କାର୍ତ୍ତିକ ପୂର୍ଣମୀରେ ସମାପନ ହେବ l ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ଦ୍ୱାରା ଆୟୋଜିତ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଏହି ଅନୁଷ୍ଠାନର ସଭାପତି ପ୍ରକାଶ କୁମାର ନେପାକ ଆସନ୍ତା ସୁବର୍ଣ୍ଣ ଜୟନ୍ତୀ ସମାରୋହରେ

ଆୟୋଜନ ହେବାକୁ ଥିବା ନାମଯଂଜ୍ଞ, ପଞ୍ଚକୁଣ୍ଡିୟ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଂଜ୍ଞ ର ରୂପରେଖ ବିଷୟରେ ଅବଗତ କରିଥିଲେ l ଆସନ୍ତା ୫୦ ତମ ଅହୋରାତ୍ର ମାମଯଜ୍ଞର କଳସ ଶୋଭାଯାତ୍ରା ଓ ଅଧିବାସ ୧୯.୧୧.୨୩  ଅପରାହ୍ନ ୪ ଘଣ୍ଟା ସମୟରେ ସ୍ଵାମୀ ମୁକ୍ତାନନ୍ଦ ସରସ୍ବତୀ ଓ ସ୍ଵାମୀଙ୍କ ଉପସ୍ଥିତିରେ ଶୁଭାରମ୍ଭ ହେବ l ସୋମବାର ତା ୨୦.୧୧.୨୦୨୩  ଦିବା ୯ ଘଣ୍ଟା ସମୟରେ ଉଭୟ ସ୍ୱାମୀଜୀ ଙ୍କ ଦ୍ୱାରା ନାମାରମ୍ଭ ହେବ l ଏହି ନାମଯଂଜ୍ଞ ରେ ଦୂର ଦୁରାନ୍ତରୁ କୀର୍ତନ୍ୟ ଦଳ ପ୍ରଭୁଙ୍କ ନାମ ନେବାକୁ ଆସିବେ l ଆସନ୍ତା ୨୨.୧୧.୨୩  ଠାରୁ ପାଞ୍ଚ ଦିନ ଧରି ପଞ୍ଚ କୁଣ୍ଡିୟ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଂଜ୍ଞ ସ୍ଵାମୀ ତେଜମୟନନ୍ଦ ସରସ୍ବତୀଙ୍କ ଦ୍ୱାରା ଶୁଭାରମ୍ଭ କରାଯିବ l ନାମଯଜ୍ଞ କର୍ତ୍ତା ଅଙ୍କୁଶ ପ୍ରସାଦ ହୋତା ଓ ସହଧର୍ମିଣୀ ସାଗରୀକା ହୋତା ଏବଂ ମହା ଯଜ୍ଞ ର ମୁଖ୍ୟ କର୍ତ୍ତା ବୈଷ୍ଣବ ସାହୁ ଓ ସହଧର୍ମିଣୀ ସ୍ନେହଲତା ସାହୁ ସହ ୨୧ ଜଣ ଯୋଡି ଯଜ୍ଞକର୍ତ୍ତା ରହିବେ l ବିଭିନ୍ନ ସହରରୁ ସାଧୁ ସନ୍ଥ ମାନେ ଏହି ମହା ଯଜ୍ଞରେ ଯୋଗଦାନ ଦେଇ ଜନସାଧାରଙ୍କୁ ଆଶୀର୍ବାଦ ପ୍ରଦାନ କରିବେ ବୋଲି ଏହି ସଂସ୍ଥାର ଉପସଭାପତି ପ୍ରଦୀପ ସାହୁ ସୂଚନା ଦେବl ସହ ପ୍ରତିଦିନ ସନ୍ଧ୍ୟାରେ ବିଦ୍ୟାଳୟସ୍ତରୀୟ ଆଧ୍ୟାତ୍ମିକତା ଉପରେ ଆଧାରିତ ପ୍ରତିଯୋଗିତା ମାନ ଅନୁଷ୍ଠିତ ହେବ l ପ୍ରତିଷ୍ଠାତା ସଭ୍ୟ ମୁଖ୍ୟ ଉପଦେଷ୍ଟା ଭଗବାନ ବଗର୍ତି ଦୀର୍ଘ ୫୦ବର୍ଷ ଧରି ଗୌରବ ଅର୍ଜନ କରିଥିବା ସୁବର୍ଣ୍ଣ   ଜୟନ୍ତୀ ଅବସରରେ ସ୍ବର୍ଗତ ପ୍ରତିଷ୍ଠାତା ସଭ୍ୟ ତଥା ପ୍ରତିଷ୍ଠାତା ସଭ୍ୟ, କୀର୍ତନ୍ୟ ଗୁରୁ ମାନଙ୍କୁ ପ୍ରତିଦିନ ସନ୍ଧ୍ୟାରେ ଆୟୋଜିତ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ଦେବା ସହ ସହରର ୫ ଜଣ ବ୍ୟକ୍ତି ବିଶେଷ ଯେଉଁ ମାନେ ଆଧ୍ୟାତ୍ମିକ ତଥା ବିଭିନ୍ନ ଧର୍ମାନୁଷ୍ଠାନ ସହ ସଂଶ୍ଲିଷ୍ଟ ରହି ସନାତନ ଧର୍ମ ର ପ୍ରଚାର କରିଆସୁଛନ୍ତି l ସଂସ୍ଥାର ସମ୍ପାଦକ ଅଙ୍କୁଶ ହୋତା ୨୨.୧୧.୨୩ ଠାରୁ ୨୬.୧୧.୨୩ ପର୍ଯ୍ୟନ୍ତ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ, ସଭା କାର୍ଯ୍ୟକ୍ରମ, ଭଜନ ଇତ୍ୟାଦି ଆୟୋଜକ କରାଯିବାର ସୂଚନା ଦେଇଥିଲେ l ବରିଷ୍ଠ ସଭ୍ୟ ସନ୍ତକ ବହିଦାର ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ ଏକ ସ୍ମରଣିକା ପ୍ରକାଶ କରାଯିବ ବୋଲି ସୂଚନା ଦେଇଥିଲେ l ମହିଳା କମିଟି ସଭାପତି ବନେଶ୍ୱରୀ ବେହେରା ମହିଳା ମାନଙ୍କର ରଙ୍ଗୋଲି, ହୁଳହୁଳି, ଶଙ୍ଖ ଫୁଙ୍କା ଓ ଛପନ ଭୋଗ ପ୍ରତିଯୋଗିତା ମାନ ଅନୁଷ୍ଠିତ ହେବ ବୋଲି କହିଥିଲେ l ମହିଳା କମିଟି ଉପସଭାପତି ଦମୟନ୍ତି ବାଗ, କୋଷଧ୍ୟକ୍ଷ ହରେକୃଷ୍ଣ ପାତ୍ର, ଯୁଗ୍ମ ସମ୍ପାଦକ ଦୁର୍ଗା ସାହୁ ସମସ୍ତ କାର୍ଯ୍ୟକ୍ରମରେ ଜନସାଧାରଣ ଙ୍କ ସହଯୋଗ କାମନା କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like