-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ମାଁ ବଡ଼ ମଲିଏନ ୱାନ ଡେ ନକ୍ ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଡଙ୍ଗର ଗାଁ ଆନୁକୁଲ୍ୟରେ ଉଦଯାପିତ

17-Nov-2023



ନୂଆପଡା, (ପ୍ରେରଣା ଖବର) ନୂଆପଡ଼ା ଜିଲ୍ଲା/ସିନାପାଲି ବ୍ଳକ୍ ଅଧିନସ୍ଥ ଚାରି ଦିଗେ ବନ୍ ପାହାଡ଼ ଘେରା ଦୁର୍ଗମ ଉପାନ୍ତ ଅଞ୍ଚଳର ନୂଆମାଲ ପଡ଼ା ଗ୍ରାମ ପଞ୍ଚାୟତ ସ୍ଥିତ ଡଙ୍ଗର ଗାଁ  ଖେଲ ପଡ଼ିଆ ଠାରେ ୱାନ ଡେ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି l ଏହି ୱାନ ଡେ ଖେଲ ଉତ୍ସବରେ ମୁଖ୍ୟ ଅତିଥି ଭାବେ R.I ବିକାଶ ପାତ୍ର ଯୋଗ୍ ଦେଇଥିବା ବେଳେ PEO ଢକନ୍ ଲାଲ ଚଲାନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ l  ଅର୍ଗନାଇଜ୍ ୟୁଥ୍ କ୍ଳବ୍ ର ସଭାପତି ଶୁକ୍ରୁ ମାଝୀ

ସମ୍ପାଦକ ଉମକାନ୍ତ ମାଝୀପ୍ରମୁଖ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉସାହିତ କରିଥିଲେ l  ୧୨ଟି ଦଳ ଏହି ୱାନ ଡେ ଖେଲ ପ୍ରତିଯୋଗିତାରେ ଯୋଗ ଦେଇ ଖେଲ ଖେଳିଥିଲେ l  ଡଙ୍ଗର ଗାଁ, ଖଇରପଦର, କୁଲିଙ୍ଗାମାଲ, ପଲସାପଡ଼ା, ମାଣ୍ଡିଆଋଚା, ଘୁଚାଗୁଡା, ସରଧାପୁର, କଇଁଟପଦର, ଖର୍ସେଲ, ଘାଟମାଲ, ନାଏକପଡ଼ା, ଭୋଇପଡ଼ା ଏହି ୧୨ଟି ଦଳ ଏହି ଏକ ଦିନିଆ ଫୁଟବଲ୍ ମହାକୁମ୍ବ ରେ ଯୋଗ ଦେଇ ଖେଳ ପ୍ରେମୀ ଦର୍ଶକ ମନକୁ ଉଷାହିତ୍ କରିଥିଲେ l ୟୁଥ୍ କ୍ଳବ୍ ଡଙ୍ଗର ଗାଁରେ ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଦୂର ଦୁରାନ୍ତରୁ ଆସିଥିବା ଖେଳାଳୀ ଓ ଦର୍ଶକ ମାନଙ୍କ ପାଇଁ ଡଙ୍ଗର ଗାଁ ଖେଲ ପଡ଼ିଆ ଠାରେ ସମସ୍ତଙ୍କ ପାଇଁ ଭୋଜନ୍ ର ବ୍ୟବସ୍ଥା କରି ଖାଇବାକୁ ଦେଇଥିଲେ l ଆଜିର  ଏହି ୱାନ ଡେ ଖେଲ ବହୁତ୍ ଆକର୍ଷଣୀୟ ଖେଲ ହୋଇଥିଲା ଶହ ଶହ ଖେଲ ପ୍ରେମୀ ଦର୍ଶକ ଖେଳର ମଜା ନେଇଥିଲେ l ଡମ୍ବରୁ ଧର ଶବର ଓ ଚନ୍ଦ୍ର ଧ୍ୱଜ ମାଝୀ ଖେଲ ପରିଚାଳନା କରିଥିବା ବେଳେ ଦାଦୁ ଖାଁନ, ଟିକ୍ ଚନ୍ ମାଝୀ, ଦିବାକର ଶଗଡ଼ିଆ ଧାରା ବିବରଣୀ ଦେଇଥିଲେ l ଅର୍ଗାନାଇଜ୍ ୟୁଥ୍ କ୍ଳବ୍ ର ସଦସ୍ୟ  ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like