-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ବଡ଼ନି ଆଶ୍ରମ ବିଦ୍ୟାଳୟର ଶିକ୍ଷୟିତୀଙ୍କ ସ୍ୱାମୀ ପ୍ରଧାନଶିକ୍ଷକଙ୍କୁ ମାଡ଼ମାରି ଟଙ୍କା ଚଦେଇ ନେବା ଘଟଣା ନେଲା ନୂଆ ମୋଡ଼

18-Nov-2023



ଲିଫ୍ଟ ମାଗି  ବାଇକ୍ ସହ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ ଘଟଣା , ପ୍ରଧାନ ଶିକ୍ଷକ ବିରୁଦ୍ଧରେ ପାଲଟା ଶାରୀରିକ ନିର୍ଯାତନା ଅଭିଯୋଗ ନେଇ ଏତଲା ଦେଲେ ସହକାରୀ ଶିକ୍ଷୟତ୍ରୀ

ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ବୋଡନି ଗ୍ରାମ ନିକଟରେ  ସୋମବାର  ସନ୍ଧ୍ୟା ସାଢେ଼ ୫ ଘଣ୍ଟ ସମୟରେ ଲକ୍ଷାଧିକ ଟଙ୍କାର ଲୁଟ ର ଶିକାର ହୋଇଥିବା ନେଇ ବୋଡନି ଆଶ୍ରମ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଧନୁର୍ଜୟ ନାୟକ ଙ୍କ ସ୍ତ୍ରୀ ସରୋଜିନୀ ନାୟକ ଡାବୁଗାଁ ଥାନାରେ ଏତଲା ଦେବା ପରେ ପୁଲିସ କେଶ ନ ୧୯୯/୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛନ୍ତି। ବୋଡନି ଆଶ୍ରମ ବିଦ୍ୟାଳୟ ର ସହକାରୀ ଶିକ୍ଷୟତ୍ରି ଶୁଭ୍ରାଙ୍ଗିନି ମାହାଳିକ ଙ୍କ ସ୍ଵାମୀ ବିନୋଦ କୁମାର ନାୟକ ଙ୍କୁ ଡାବୁଗାଁ ପର୍ଯ୍ୟନ୍ତ ବାଇକ୍ ରେ ଲିଫ୍ଟ ଦେବାକୁ ଯାଇ ପ୍ରଧାନ ଶିକ୍ଷକ ଧନୁର୍ଜୟ ନାୟକ ଆକ୍ରମଣ ସହ ଲୁଟ ର ଶିକାର ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ତେବେ ବୋଡନି ଆଶ୍ରମ ବିଦ୍ୟାଳୟ ର ସହକାରୀ ଶିକ୍ଷୟତ୍ରି ଶୁଭ୍ରାଙ୍ଗିନି ମାହାଲିକ ପ୍ରଧାନ ଶିକ୍ଷକ ଧନୁର୍ଜୟ ନାୟକ ଦୀର୍ଘଦିନ ଧରି ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେଉଥିବା ନେଇ ପାଲଟା ଅଭିଯୋଗ କରିବା ସହ ଝରିଗାଁ ଥାନା ରେ ପ୍ରଧାନ ଶିକ୍ଷକ ଧନୁର୍ଜୟ ନାୟକ ବିରୁଦ୍ଧରେ ଏତଲା ଦେଇଛନ୍ତି। ଝରିଗାଁ ପୁଲିସ କେସ ନ ୨୪୩/୨୨ ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।  ତେବେ ଘଟଣା  ର ପ୍ରକୃତ ସତ୍ୟ କଣ  ତାହା ସନ୍ଦିହିନ  ରହିଥିବା ବେଳେ ଡାବୁଗାଁ ଓ ଝରିଗାଁ ପୁଲିସ ପାଖରେ ଉଭୟ ପକ୍ଷରୁ ପୃଥକ୍ ପୃଥକ୍ ଏତଲା ହୋଇଛି।  (ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like