-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ରାଜ୍ୟ

ନୂଆପଡ଼ା ଜିଲ୍ଲାରେ କୋଶଳ ରାଏଜ୍ ଦାବି ନେଇ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା

18-Nov-2023



ନୂଆଁପଡ଼ା (ବିଶି ଚନ୍ଦନ ମାଝୀ ): ନୂଆପଡ଼ା, କୋମନା, ତରବୋର୍ଡ, ଖରିଆର, ଲାଞ୍ଜି, ବୋଡ଼େନ, ସିନାପାଲି, ହାତୀବନ୍ଦା ଠାରେ ସହ କୋଶଳ ସଂଗ୍ରାମୀ ସାମିଲ୍ ହେଇ "କୋଶଳ ରାଏଜ୍ ମିଳିତ କ୍ରିୟାନୁଷ୍ଠାନ ଆହ୍ଵାନ କ୍ରମେ" ଅଲଗ କୋଶଳ ରାଏଜ୍ ଦାବି ନେଇ କୋଶଳ ନାରା ଦେଇ କୋଶଳ ମହାବନ୍ଦ୍ ଡାକରା ଦେଇଥିଲେ l ଇ ମହାବନ୍ଦ୍ କେ ପୁରା ସମର୍ଥନ ଜଣାଇ ସାମିଲ୍ ହେଇଥିଲେ ସାହଯ୍ୟ ସେନା ନୂଆପଡ଼ା, ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ, କୋଶଳ ସେନା ଆର୍ ଭିନ୍ନ ଭିନ୍ନ ଅନୁଷ୍ଠାନ ର ସଦସ୍ୟ ,କୋଶଳ ନାରା ଦେଇ ସକାଳ ର ୬ରୁ ସନ୍ଦ୍ୟା ୬ବଜେ ତକ୍ କେବଳ ଜରୁରୀ କାଳୀନ ସେବାକେ ଛାଡ଼ି କରି ସବୁ ସରକାରି,ବେସରକରୀ, ଅଫିସ,ବ୍ୟାଙ୍କ୍ କଲେଜ, ସ୍କୁଲ୍, ଦୁକାନ, ବଜାର ଗାଡ଼ି ମଟର କେ ରେଲି ରେ ବାହାରି ବନ୍ଦ କରାଗଲା l ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସବୁ କୋଶଳ ବାସୀ ତଥା ଭିନ୍ନ ଭିନ୍ନ ଅନୁଷ୍ଠାନ ର ପ୍ରମୁଖ ସଦସ୍ୟ ମିଶି ସହଯୋଗ କରିଥିଲେ l ସାହଯ୍ୟ ସେନା ଆବାହକ ବେଣୁଧର ଜଗତ,ଦଳିତ ମଞ୍ଚ ଅଧିକାରର ଆବାହକ କମଳ ତାଣ୍ଡି କୋଶଳ ମୁକ୍ତି ମୋର୍ଚ୍ଚା ସାଧାରଣ ସମ୍ପାଦକ ସାହାରୁଖ ଖାଁ(ପୂର୍ବତନ ଫରସରା ସମିତି) ସୌଦାଗର ସାହୁ, କୋଶଳ ସେନା ର ସଦସ୍ୟ ବିଶି ଚନ୍ଦନ ମାଝୀ, ଅଭିଳାଷ ଗୁଆଲ୍, ଚନ୍ଦ୍ର ଦଣ୍ଡସେନା, ସନ୍ଦୀପ ଦଣ୍ଡସେନା, ଦୁଷ୍ମନ୍ତ ନିଆଲ, ଲିଙ୍ଗ ରାଜ ଧରୂଆ, ଧନ ସିଂ ମାଝୀ, ସୋନୁ ନାଗ, ଜୟ ଦେବ ଧରୁଆ, ମୁନା ଜଗତ, ଗରୁଡ଼ ଧୱଜ ମାଝୀ କୋମନା ତରବୋଡ଼ରୁ ଏହି କୋଶଳ ମହା ବନ୍ଦ୍ ରେ ସାମିଲ୍ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like