-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ରାଜ୍ୟ

ଦୁର୍ନୀତି  ପ୍ରତିବାଦରେ ବିଜେପିର ବ୍ଲକ କାର୍ଯ୍ୟାଳୟ ଘେରାଉ

18-Nov-2023



ବଲାଙ୍ଗୀର,-ରାଜ୍ୟସରକାରଙ୍କ ଦୁର୍ନିତୀ ପ୍ରତିବାଦରେ ବିଜେପିଦଳ ବ୍ଲକ କାର୍ଯ୍ୟାଳୟ ଘେରାଉ କରି ଏହାର ପ୍ରତିବାଦ କରିଛି । ସରକାର ନିର୍ବାଚନ ପୂର୍ବରୁ ଅନେକ ଯୋଜନା କରି ଅନୁଦାନ ଦେଉଛନ୍ତି । କିନ୍ତୁ ସେଥିରେ ଦଳୀୟକର୍ମିଙ୍କୁ ନିୟୋଜିତ କରି ବ୍ୟାପକ ପିସି କାରବାର କରି ଦୁର୍ନିତୀ କରୁଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ମୁଖତଃ ଆମ ଓଡିଶା ନବୀନ ଓଡିଶା ଯୋଜନାରେ ଆସୁଥିବା ଅର୍ଥକୁ ଦଳୀୟ ପ୍ରଚାର କରିବାକୁ ଠିକାରେ ଦିଆଯାଉଛି ବୋଲି ଅଭିଯୋଗ କରାଯାଇଛି । ଲୋଇସିଂହା ନିର୍ବାଚନମଣ୍ଡଳୀରେ ବିଧାୟକ ଡ.ମୁକେଶ ମହାଲିଙ୍ଗ ନେତୃତ୍ୱରେ ୩ଟି ଯାକ ବ୍ଲକ ଯଥା-ପୁଇଁତଳା,ଲୋଇସିଂହା ଓ ଆଗଲପୁର ବ୍ଲକ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି । ପୁଇଁତଳା ବ୍ଲକରେ ବିଧାୟକ ଡ.ମହାଲିଙ୍ଗ,ଜିଲ୍ଲାପରିଷଦ ସଭ୍ୟ ଶିବଦତ୍ତ ମିଶ୍ର,ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ରାଜକିଶୋର ନାଏକ,ଦିତିକୃଷ୍ଣ ସେଲମା,ଅଜିତ ପଣ୍ଡା,ଦେବୀଲାଲ ମିଶ୍ର,ରମାକାନ୍ତ ପଧାନ ପ୍ରମୁଖଙ୍କ ନେତୃତ୍ୱରେ ଶତାଧିକ କର୍ମି ବ୍ଲକ ଘେରାଉ କରିଥିଲେ । ସେହିପରି ଲୋଇସିଂହାରେ ଭୁତନାଥ ନାଏକ,ଗୌରାଙ୍ଗ ନାଏକ,ରଙ୍କ ପଣ୍ଡା ପ୍ରମୁଖଙ୍କ ସମେତ ଶତାଧିକ କର୍ମି ଉପସ୍ଥିତ ରହି ବ୍ଲକ କାର୍ଯ୍ୟାଳୟ ଘେରିଥିଲେ । 
  ସେହିପରି ବିଜେପିର ବରିଷ୍ଠନେତା ଗୋପାଳଜୀ ପାଣିଗ୍ରାହୀ,ଦୀନେଶ ଶର୍ମାଙ୍କ ନେତତ୍ୱରେ ଶତାଧିକ କର୍ମି ବଲାଙ୍ଗୀର ସଦରବ୍ଲକକୁ ଘେରାଉ କରିଥିଲେ । ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଭାଜପାନେତା ଓ କର୍ମୀ  କାକାର୍ଯ୍ୟାଳୟ ଘେରାଉ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like