-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବିରେ କଣ୍ଟlମାଳ ସମ୍ପୂର୍ଣ୍ଣ ବନ୍ଦ ଜୀବନ ଯାତ୍ରା ବ୍ୟାହତ, ଯାନବାହାନ ଚଳାଚଳ ଠପ

18-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):ପଶ୍ଚିମ ଓଡିଶା କୁ ସବୁ କ୍ଷେତ୍ରରେ ଅବହେଳା ସହିତ  ସରକାର ଭାଷା,କଳା, ସଂସ୍କୃତି,ଶିକ୍ଷା,ସ୍ୱାସ୍ଥ୍ୟ, ସ୍ଥାନୀୟ ନିଯୁକ୍ତି, ବିସ୍ଥାପିତ, ଆଦିବାସୀ, ଦଳିତଙ୍କ ଅଧିକାର ପ୍ରତି ଅଣଦେଖା କରୁଥିବାରୁ ଆଜି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପଶ୍ଚିମ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ଦାବିରେ  ସମଗ୍ର ପଶ୍ଚିମ ଓଡିଶା ସକାଳ 6ଟା ଠାରୁ ସଂଧ୍ୟl 6ଟା ପର୍ଯ୍ୟନ୍ତ ବାର ଘଣ୍ଟିଆ ବନ୍ଦ ଡାକରା ଦେଇଛି  l  ମିଳିତ

କ୍ରିୟାନୁଷ୍ଠାନ କମିଟିର ଆହ୍ୱାନ କ୍ରମେ ଆଜି କୋଶଲ ସମନ୍ୱୟ ସମିତି କଣ୍ଟାମାଳ ସଭାପତି ଚୈତନ୍ୟ ବେହେରା ଙ୍କ ନେତୃତ୍ୱରେ ଶମ୍ଭୁ ପ୍ରସାଦ ସାହୁ, ଠାକୁର ଚରଣ ନାୟକ, ପ୍ରମୋଦ ରଣା, ସୁମନ୍ତ ସାହୁ ସମେତ ଅନ୍ୟ କୋଶଲ କର୍ମୀମାନେ ପିକେଟିଂ କରି କଣ୍ଟାମାଳରେ ସମସ୍ତ ଦୋକାନ ବଜାର, ସ୍କୁଲ, କଲେଜ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ସହ ଯାନବାହାନ ଚଳାଚଳକୁ ବନ୍ଦ କରିଥିଲେ  l ସେହିପରି କଣ୍ଟାମାଳରୁ ଫୁଲବାଣୀ ଓ ବାଲିଗୁଡାକୁ ସଂଯୋଗ କରୁଥିବା ରାସ୍ତାର ତିଳକlମାଲ-ଘୁଚେଙ୍ଗ ଠାରେ ଭାଗିରଥି କୁସଲ, ଚନ୍ଦ୍ରକାନ୍ତ ବାଘ ଓ ଅନ୍ୟମାନେ ରାସ୍ତା ରୋକ ର ନେତୃତ୍ୱ ନେଇଥିଲେ  l ପଲସାଗୋରାରେ ଆଶିଷ ଖେତୀ, ମାରାଡୋନା ଖେତୀ ସମେତ ଅନ୍ୟମାନେ ,ଖୁଣ୍ଟିଗୋରାରେ ଶଙ୍କର ସାହୁ ଓ ସାଥି, ଆମ୍ବଗାଁ ରେ ଜୟଦେବ ରଣା, ଋଷି ରଣା ସହ ଅନ୍ୟମାନେ,ଘଣ୍ଟାପଡ଼ାରେ ଜୟ ମା ସମଲେଶ୍ୱରୀ କୋଶଲ ସେନାର ସଭାପତି ଅମରନାଥ ସାହୁ, ପିଣ୍ଟୁ ବାରିକ, ମଣ୍ଟୁ ବାରିକ, ପ୍ରକାଶ ସାହୁ,ବିଶ୍ୱ ରଞ୍ଜନ ବିଶି, ରଶ୍ମି ରଞ୍ଜନ ବିଶି,ଓମ ପ୍ରକାଶ ସାହୁ ସହ ଅନ୍ୟମାନେ ବନ୍ଦର ନେତୃତ୍ୱ

ନେଇଥିଲେ  l  ତେବେ ଏହି ବନ୍ଦରେ ଡାକ୍ତରଖାନା, ଔଷଧ ଦୋକାନ, ଆମ୍ବୁଲାନ୍ସ ଭଳି ଜରୁରୀ ସେବା ସ୍ୱାଭାବିକ ଭାବେ ଚାଲୁ ରହିଥିଲା  l  କଣ୍ଟାମାଳ ବ୍ଲକର ମନମୁଣ୍ଡା, ଖଟଖଟିଆ, ପଲାସାଗୋରା, ଆମ୍ବଗାଁ, ଘଣ୍ଟାପଡା, ଖୁଣ୍ଟିଗୋରା କଣ୍ଟାମାଳ ସମେତ ପ୍ରାୟ ସମସ୍ତ ଅଞ୍ଚଳରେ ବନ୍ଦ ସମ୍ପୂର୍ଣ୍ଣ ସଫଳ ହୋଇଥିବା ଦେଖିବାକୁ ମିଳିଛି  l  

ବନ୍ଦ ଯୋଗୁଁ ଜୀବନ ଯାତ୍ରା ଠପ ହେବା ସହ ଯାନବାହାନ ଚଳାଚଳ ବ୍ୟାହତ ହୋଇଥିଲା  l  


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like