-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||     

HOME   ଜିଲ୍ଲା

କୋଶଲ୍ ବନ୍ଦକୁ ସୁବଳୟାରେ ଅଦ୍ଭୁତ ପୂର୍ଣ୍ଣ ସଫଳତା

18-Nov-2023



ବୀରମହାରାଜପୁର/ସୁବଳୟା ( ବିନୋଦ ପାଣ୍ଡେ ): ସ୍ବତନ୍ତ୍ର କୋଶଳ ପ୍ରଦେଶ ଦାବିରେ ଶନିବାର ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଅଞ୍ଚଳରେ ‌ଶାନ୍ତି ଶୃଙ୍ଖଳା ସହ ବନ୍ଦ ପାଳନ କରାଯାଇଛି। ଦୀର୍ଘ ବର୍ଷରୁ ପଶ୍ଚିମ ଓଡିଶାର ୧୧ ଗୋଟି ଜିଲ୍ଲାକୁ ନେଇ ସ୍ୱତନ୍ତ୍ର କୋଶଲ୍ ରାଜ୍ୟ ଗଠନ ଦାବି କରି ଆସୁଥିବା କୋଶଲ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ପୁଣି ୧୨ ଘଣ୍ଟିଆ କୋଶଲ ମହାବନ୍ଦ ଡାକରା ଦେଇଛି।  ଏଥିରେ ସ୍କୁଲ, କଲେଜ୍,  ବ୍ୟାଙ୍କ, ପୋଷ୍ଟ ଅଫିସ, ସରକାରୀ ବେସରକାରୀ କାର୍ଯ୍ୟlଳୟ ଗୁଡ଼ିକ ବନ୍ଦ ରହି ଥିବା ବେଳେ ଦୋକାନ ବଜାର ସହ ଜାନବହନ ଚଳାଚଳ ମଧ୍ୟ ବନ୍ଦ ରହିଛି। ଅଞ୍ଚଳର ସୁବଳୟା,କମିରାଛକ, ଖଣ୍ଡହତା, ମୁର୍ଷୁଣ୍ଢୀ ଓ ଅମରପାଲି ପ୍ରଭୁତି ସ୍ଥାନ ମାନଙ୍କରେ ଜନସାଧାରଣ ସମର୍ଥନ କରି ବନ୍ଦ ପାଳନ ହୋଇଥିବା ଜଣାଯାଇଛି। କୋଶଳ ସେନା ପକ୍ଷରୁ  ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟଳୟ ବନ୍ଦ କରାଯାଇଥିବା ବେଳେ କୋଶଳ ସେନା ସହର ର ବିଭିନ୍ନ ଛକ ରେ ରାସ୍ତାରୋକ କରିଛନ୍ତି। ଏହି ମହାବନ୍ଦ ସହିତ ସହରର ସମସ୍ତ ବର୍ଗ ର ଲୋକଙ୍କ ସହ ବିଭିନ୍ନ କ୍ରିୟାନୁଷ୍ଠାନ ଯୋଡି ହୋଇପଡିବା ଫଳରେ କେବଳ ଜରୁରୀ କାଳୀନ ସେବା ବ୍ୟତୀତ ଅନ୍ୟ ସମସ୍ତ ଅନୁଷ୍ଠାନ  ବନ୍ଦ ଥିବା ଦେଖା ଯାଇଛି l ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି  ପୋଲିସ୍ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଥିବା ଦେଖିବାକୁ ମିଳିଛି l ଏଥିରେ ରାଜେଶ ସେଠୀ, ଶେଷଦେବ ବାରିକ, ବିନୋଦ ପାଣ୍ଡେ, ସୁଦାମ ଚରଣ ମେହେର, ପ୍ରହଲ୍ଲାଦ ବିହାରି ଦାସ, ଉପେନ୍ଦ୍ର ଦାସ, ଶରତ ମିଶ୍ରଙ୍କ ସହ ଜନସାଧାରଣ  ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026

You Might Also Like