-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଓ ଜେ ୟୁ ପକ୍ଷ ରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ

18-Nov-2023



କର୍ଲାମୁଣ୍ଡା  (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ମସ୍କ।ଦଣ୍ଡି ଓ କୁସୁରଲା  ସୀମାନ୍ତ ଥିବା ଶାନ୍ତିବନ ଠାରେ ଓଡିଶା ସାମ୍ବାଦିକ ସଂଘ ଓ କର୍ଲାମୁଣ୍ଡା ପ୍ରେସ କ୍ଳବ ଆନୁକୂଲ୍ୟରେ ଗୁରୁବାର ଜାତୀୟ ପ୍ରେସ ଦିବସ ପାଳନ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ସଭାପତି ନିରୋଜ ପଟ୍ଟନାୟକ ଙ୍କ ସଭାପତି ତ୍ୱ ରେ ମୁଖ୍ୟ ଅତିଥି ଭାବେ ଯୁବ ସାମାଜିକ କର୍ମୀ ନୀଳ ମାଧବ ସିଂଦେଓ, ମୁଖ୍ୟ ବକ୍ତା ଭାବେ ସାହିତ୍ୟିକ ପଦ୍ମଲୋଚନ ମିଶ୍ର, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, କର୍ଲାମୁଣ୍ଡା ତହସିଲଦାର ଅରୁଣ ବର୍ଗେ, ଖବରଦାତା ସୁଶାନ୍ତ ମହାପାତ୍ର, ବିକାଶ ଷଡ଼ଙ୍ଗୀ, ଓଜେୟୁ ଜିଲ୍ଲା ସାଧାରଣ ସମ୍ପାଦକ ଲଷ୍ମଣ ସ୍ୱାଇଁ ପ୍ରମୁଖ ଯୋଗ ଦେଇ  ନିରପେକ୍ଷ ଓ ନିର୍ଭୀକ ଭାବେ ଖବର ପ୍ରକାଶ କରିବା  ଉପରେ ମତ ପ୍ରକାଶ କରିଥିଲେ।ଏଥିରେ କର୍ଲାମୁଣ୍ଡା ପ୍ରେସ କ୍ଳବ ସଭାପତି ତଥା ଓଜେୟୁ ର ରାଜ୍ୟ କାର୍ୟ୍ଯ କାରିଣୀ ସଦସ୍ୟ ନରୋତ୍ତମ ସେଲମା ସଭା ପରିଚାଳନା କରିଥିଲେ।ଏ ଅବସରରେ ପ୍ରେସ କ୍ଳବ ପକ୍ଷରୁ ସ୍ବର୍ଗତ ରାଜୀବ ଲୋଚନ ସ୍ମାରକୀ ସାମ୍ବାଦିକତା ସମ୍ମାନ ରେ ସୁଶାନ୍ତ ମହାପାତ୍ର ଓ ସ୍ବର୍ଗତ ଜଗଦୀଶ ନାଏକ ସ୍ମାରକୀ ଯୁବ ସାମ୍ବାଦିକତା ସମ୍ମାନ ରେ ବିକାଶ ଷଡ଼ଙ୍ଗୀ ଙ୍କୁ ଟ୍ରଫି ସହ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା।

ଏହା ବ୍ୟତୀତ ଓଜେୟୁ କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ .ସନ୍ତୋଷ ପଧାନ, ସୁଧୀର ଗୋପାଳ, ସତ୍ୟନାରାୟଣ କୁମାର, ମଧୁ ସିନ୍ଦୁର, ନବୀନ କିଶୋର ସାହୁ, ସଂଜୀବ ଦାସଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ କର୍ଲାମୁଣ୍ଡା ବ୍ଲକର ସାମ୍ବାଦିକ ନବୀନ କିଶୋର ସାହୁ, କ୍ଷୀରୋଦ ସାହୁ, ହିରୋଜ ସାହୁ, ପବିତ୍ର ସାହୁ, ସତ୍ୟବ୍ରତ ବଗର୍ତି, ଜୀବର୍ଧନ ସାହୁ, ନର୍ଲା ବ୍ଲକ ପ୍ରେସ କ୍ଲବ୍ ସଭାପତି 
ଦୀପକ କୁମାର ସାହୁ, କାମିନୀ ବନଛୋର, ସଦାଶିବ ନାଗ, କ୍ଷମାନିଧି ସାହୁ, ବାରୁ ମାଝୀ, କେଶବ ମେହେର, ଗୁପ୍ତେଶ୍ୱର ହାତୀ, ଯଗୁଲାଲ ମାଝୀ, ଜୟପାଟଣା ବ୍ଲକର ମୋହନ ସାଗର, ଭବାନୀପାଟଣା ବ୍ଲକର ଚତୃଭୁଜ ନାଏଜ, ମ ରାମପୁର ବ୍ଲକର ବ୍ରହ୍ଣ ବୈଇବର୍ତ୍ତ ରଣା ...ନୂତନ ଭାବେ ଓଜେୟୁ ରେ ଯୋଗଦେଇଥିଲେ l ତାଙ୍କୁ ଜିଲ୍ଲା ସଭାପତି ସ୍ୱାଗତ କରିଥିଲେ l କାର୍ଯ୍ୟକ୍ରମକୁ ପ୍ରେସ କ୍ଲବ ସମ୍ପାଦକ  ତଥା ଓଜେୟୁ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ପ୍ରଦୀପ ସାହୁ ପରିଚାଳନା  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like