-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||     

HOME   ଜିଲ୍ଲା

ଓ ଜେ ୟୁ ପକ୍ଷ ରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳନ

18-Nov-2023



କର୍ଲାମୁଣ୍ଡା  (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ମସ୍କ।ଦଣ୍ଡି ଓ କୁସୁରଲା  ସୀମାନ୍ତ ଥିବା ଶାନ୍ତିବନ ଠାରେ ଓଡିଶା ସାମ୍ବାଦିକ ସଂଘ ଓ କର୍ଲାମୁଣ୍ଡା ପ୍ରେସ କ୍ଳବ ଆନୁକୂଲ୍ୟରେ ଗୁରୁବାର ଜାତୀୟ ପ୍ରେସ ଦିବସ ପାଳନ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ସଭାପତି ନିରୋଜ ପଟ୍ଟନାୟକ ଙ୍କ ସଭାପତି ତ୍ୱ ରେ ମୁଖ୍ୟ ଅତିଥି ଭାବେ ଯୁବ ସାମାଜିକ କର୍ମୀ ନୀଳ ମାଧବ ସିଂଦେଓ, ମୁଖ୍ୟ ବକ୍ତା ଭାବେ ସାହିତ୍ୟିକ ପଦ୍ମଲୋଚନ ମିଶ୍ର, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, କର୍ଲାମୁଣ୍ଡା ତହସିଲଦାର ଅରୁଣ ବର୍ଗେ, ଖବରଦାତା ସୁଶାନ୍ତ ମହାପାତ୍ର, ବିକାଶ ଷଡ଼ଙ୍ଗୀ, ଓଜେୟୁ ଜିଲ୍ଲା ସାଧାରଣ ସମ୍ପାଦକ ଲଷ୍ମଣ ସ୍ୱାଇଁ ପ୍ରମୁଖ ଯୋଗ ଦେଇ  ନିରପେକ୍ଷ ଓ ନିର୍ଭୀକ ଭାବେ ଖବର ପ୍ରକାଶ କରିବା  ଉପରେ ମତ ପ୍ରକାଶ କରିଥିଲେ।ଏଥିରେ କର୍ଲାମୁଣ୍ଡା ପ୍ରେସ କ୍ଳବ ସଭାପତି ତଥା ଓଜେୟୁ ର ରାଜ୍ୟ କାର୍ୟ୍ଯ କାରିଣୀ ସଦସ୍ୟ ନରୋତ୍ତମ ସେଲମା ସଭା ପରିଚାଳନା କରିଥିଲେ।ଏ ଅବସରରେ ପ୍ରେସ କ୍ଳବ ପକ୍ଷରୁ ସ୍ବର୍ଗତ ରାଜୀବ ଲୋଚନ ସ୍ମାରକୀ ସାମ୍ବାଦିକତା ସମ୍ମାନ ରେ ସୁଶାନ୍ତ ମହାପାତ୍ର ଓ ସ୍ବର୍ଗତ ଜଗଦୀଶ ନାଏକ ସ୍ମାରକୀ ଯୁବ ସାମ୍ବାଦିକତା ସମ୍ମାନ ରେ ବିକାଶ ଷଡ଼ଙ୍ଗୀ ଙ୍କୁ ଟ୍ରଫି ସହ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା।

ଏହା ବ୍ୟତୀତ ଓଜେୟୁ କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ ...ସନ୍ତୋଷ ପଧାନ, ସୁଧୀର ଗୋପାଳ, ସତ୍ୟନାରାୟଣ କୁମାର, ମଧୁ ସିନ୍ଦୁର, ନବୀନ କିଶୋର ସାହୁ, ସଂଜୀବ ଦାସଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ କର୍ଲାମୁଣ୍ଡା ବ୍ଲକର ସାମ୍ବାଦିକ ନବୀନ କିଶୋର ସାହୁ, କ୍ଷୀରୋଦ ସାହୁ, ହିରୋଜ ସାହୁ, ପବିତ୍ର ସାହୁ, ସତ୍ୟବ୍ରତ ବଗର୍ତି, ଜୀବର୍ଧନ ସାହୁ, ନର୍ଲା ବ୍ଲକ ପ୍ରେସ କ୍ଲବ ସଭାପତି 
ଦୀପକ କୁମାର ସାହୁ, କାମିନୀ ବନଛୋର, ସଦାଶିବ ନାଗ, କ୍ଷମାନିଧି ସାହୁ, ବାରୁ ମାଝୀ, କେଶବ ମେହେର, ଗୁପ୍ତେଶ୍ୱର ହାତୀ, ଯଗୁଲାଲ ମାଝୀ, ଜୟପାଟଣା ବ୍ଲକର ମୋହନ ସାଗର, ଭବାନୀପାଟଣା ବ୍ଲକର ଚତୃଭୁଜ ନାଏଜ, ମ ରାମପୁର ବ୍ଲକର ବ୍ରହ୍ଣ ବୈଇବର୍ତ୍ତ ରଣା ...ନୂତନ ଭାବେ ଓଜେୟୁ ରେ ଯୋଗଦେଇଥିଲେ l ତାଙ୍କୁ ଜିଲ୍ଲା ସଭାପତି ସ୍ୱାଗତ କରିଥିଲେ l କାର୍ଯ୍ୟକ୍ରମ ଟି ପ୍ରେସ କ୍ଲବ ର ସମ୍ପାଦକ ତଥା ଓଡିଶା ସାମ୍ବାଦିକ ସଂଘ ରାଜ୍ୟ କାର୍ୟ୍ଯ କାରିଣୀ ସଦସ୍ୟ ପ୍ରଦୀପ କୁମାର ସାହୁ ଓ ଜିଲ୍ଲା ସାଧାରଣ ସମ୍ପାଦକ ଲଷ୍ମଣ ସ୍ୱାଇ  ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026

You Might Also Like