-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||     

HOME   ଜିଲ୍ଲା

କୋଶଲ ରାଜ୍ୟ ଗଠନ ଦାବିରେ ପଶ୍ଚିମ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଧର୍ମଗଡ ସହରରେ ଅଖ ଚକ ସହ ସମସ୍ତ ଦୋକାନ ବଜାର ବନ୍ଦ ।

18-Nov-2023



ଧର୍ମଗଡ଼  (ଜ୍ୟୋତିରଞ୍ଜନ ବେମାଲ )
କୋଶଲ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡିଶା ବନ୍ଦ ଡାକରା ପାଳନ କରୁଛି । କୋଶଲ ରାଜ୍ୟ କ୍ରିୟାନୁଷ୍ଠାନ କମିଟି ତରଫରୁ ଏହି ବନ୍ଦ ଡାକରା ଦିଆ ଯାଇଛି । ପଶ୍ଚିମ ଓଡିଶା କୁ ଅବହେଳା, ବୈମାତୃକ ମନୋଭାବ, ଭାଷା କୁ ବିରୋଧ, ସଂସ୍କୃତିକୁ ବିରୋଧ, ପଶ୍ଚିମ ଓଡିଶାର କଳାକାର କୁ ବିରୋଧ ଏପରି ଅନେକ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବୀ କରାଯାଉଛି । ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ସହ ପଶ୍ଚିମ ଓଡିଶାର ଉନ୍ନତି, ପଶ୍ଚିମ ଓଡିଶାର ଲୋକଙ୍କ ହକ୍ ଏବଂ କୋଶଲ ଅଞ୍ଚଳର ଭାବ ବେଗ କୁ ପ୍ରସଙ୍ଗ କରି ଏହି ମହାବନ୍ଦ ଡାକରା ଦିଆ ଯାଇଥିବା କମିଟି ପକ୍ଷରୁ କୁହାଯାଇଛି । ତେବେ ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାର ଅନେକ ବ୍ଲକରେ ବନ୍ଦ୍ ଡାକରା ଥିବା ବେଳେ ଧର୍ମଗଡରେ ମଧ୍ୟ ବନ୍ଦଡାକରା ଦିଆଯାଇଛି । ଏହି ବନ୍ଦ ଡ଼ାକରାରେ କୋଶଳ ମୁକ୍ତି ମୋର୍ଚ୍ଚା, ଅନେକ କୋଶଳ ରାଜ୍ୟ ସମର୍ଥକ, ବିଭିନ୍ନ ସଂଗଠନ ଯୋଗଦେଇଥିବାର ଦେଖିବାକୁ ମିଳିଛି । ଧର୍ମଗଡ ର ପ୍ରାୟ ଅନେକ ଦୋକାନ ବଜାର,ସ୍କୁଲ କଲେଜ,ଅଫିସ ମହଲ ବନ୍ଦ ଥିବାବେଳେ ଧର୍ମଗଡ ଚାରିଛକ ଠାରେ କମିଟି ତରଫରୁ  ରାସ୍ତା ରୋକ ଆନ୍ଦୋଳନ କରାଯଇଥିବା ଦେଖିବାକୁ ମିଳିଛି । ଫଳରେ ଗମନାଗମନ ବାଧାପ୍ରାପ୍ତ ହୋଇଛି । ସରକାର ସର୍ବଦା ପଶ୍ଚିମ ଓଡିଶା କୁ ଅଣଦେଖା କରୁଛନ୍ତି ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ସରକାରୀ ଅନୁଦାନ, ନିଯୁକ୍ତି,  ହାଇକୋର୍ଟ ର ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଏପରି ଅନେକ କ୍ଷେତ୍ରରେ ଓଡିଶା ସରକାର ପଶ୍ଚିମ ଓଡିଶା ସହ ସାବତ ପୁଅ ନୀତି ଗ୍ରହଣ କରିବା ସହ ବୈମାତୃକ ମନୋଭାବ ପୋଷଣ କରୁଛନ୍ତି ଏବଂ  ପଶ୍ଚିମ ଓଡିଶା ଏବଂ ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସହ ଅନ୍ୟାୟ କରୁଛନ୍ତି ବୋଲି କୋଶଳ ସଂଗ୍ରାମୀ ମାନେ କ୍ଷୋଭ ପ୍ରକାଶ କରିଛନ୍ତି । ଏଥିପାଇଁ ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବି କରିବା ସହ ଆଜି ସମଗ୍ର ପଶ୍ଚିମ ଓଡ଼ିଶାରେ ବନ୍ଦ ଡାକରା ଦିଆଯାଇଛି । ଧର୍ମଗଡ କୋଶଳ କମିଟି ତରଫରୁ ତଥା ଧର୍ମଗଡ ଉପଖଣ୍ଡ ଯାଦବମହା ସଭାର ସଂପାଦକ ଡାକେସ୍ଵର୍ ଲହଜଲ, ସନ୍ତୋଷ ପାଢ଼ୀ, ଆକାଶ ସୁନାନୀ, ଚନ୍ଦନ ପାଢ଼ୀ, ଗୁଲୁ ନାଏକ, ରିନା ଭୋଇ, ରାଧେ ଶ୍ୟାମ ମାଝୀ, ଧୀରେନ୍ଦ୍ର ମାଝୀ, ଦୟାନିଧି ମାଝୀ ପ୍ରମୁଖ ବହୁ ସଂଖ୍ୟକ ଭାବେ ଉପସ୍ଥିତ ରହି ଡାକରାର ସାମିଲ୍ ହୋଇଥିବା ବେଳେ ଗାଡ଼ି ମଟର ଠପ୍ ହୋଇଛି । ଧର୍ମଗଡ଼ ସହରରେ ବନ୍ଦ ପାଳନର ବେଶ ପ୍ରଭାବ ଦେଖିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026

You Might Also Like