-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦିନିକିଆ ଡିଜିଟାଲ ଇଣ୍ଡିଆ କର୍ମଶାଳା

19-Nov-2023



ରେଢ଼ାଖୋଲ ( ଅନିଲ ପୃଷ୍ଟି ) ରେଢ଼ାଖୋଲ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ମମତା ବିଶ୍ବାଳ ଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ଇଣ୍ଡିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବର୍ଣ୍ଣତ୍ୟ ଉତ୍ସବରେ ସ୍ଥାନୀୟ ବିଧାୟକ ଇଂ ରୋହିତ ପୁଜାରୀ ମହୋଦୟ ରାଜ୍ୟ ଏନ୍ ଏସ୍ ଏସ୍ ସଂଯୋଜକ ଡକ୍ଟର ବିଶ୍ବମୋହନ ଜେନା ମହୋଦୟ ,ଡିପିଓ ଶାନ୍ତାନୁ ପ୍ରଧାନ, ଶ୍ରୀଯୁକ୍ତ ସିଦ୍ଧାନ୍ତ ମହାନ୍ତି, ପ୍ରମୁଖ ମଞ୍ଚାସିନ ଥିଲେ। ମାନ୍ୟବର ବିଧାୟକ ମହୋଦୟ ଛାତ୍ରୀ ମାନଙ୍କୁ ଜ୍ଞାନ ଆହରଣ ବିନା ଭବିଷ୍ୟତ ସ୍ପଷ୍ଟ ଭାବେ ଗଢି ହୁଏ ନାହିଁ ବୋଲି ଉପଦେଶ ଦେଇଥିଲେ । ଉକ୍ତ ଉତ୍ସବରେ ରେଢ଼ାଖୋଲ ବୁଦ୍ଧିଜିବୀ ପ୍ରେସ୍ ଗଣମାଧ୍ୟମ ତଥା ବରିଷ୍ଠ ନାଗରିକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉତ୍ସାହିତ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟ ରେ ପୂର୍ବ ସଂପାଦକ ଶ୍ରୀଯୁକ୍ତ ବିଜୟ ମହାନ୍ତି ଏନ୍ ଆଇ ସି ର ଡି ଆଇ ଓ ଶ୍ରୀଯୁକ୍ତ ରୁଦ୍ର ପ୍ରସାଦ ଦାସ୍ (ଆର୍ ଇ ଏସ୍ ଓ ୟୁ ଆର୍ ସି ଇ ପିଇଆର୍) ଅଧ୍ୟାପିକା ସୁନିତା ମିଶ୍ର ଏନ୍ ଏସ୍ ଏସ୍ ର ପିଓ ଶ୍ରୀଯୁକ୍ତ ପ୍ରହଲ୍ଲାଦ ଦେହୁରୀ ପ୍ରମୁଖ ମଞ୍ଚାସିନ ଥିଲେ । ଉକ୍ତ ଉତ୍ସବରେ ଡିଜିଟାଲ ଇଣ୍ଡିଆ ଉପରେ ଚିତ୍ରାଙ୍କନ ରଚନା ଏବଂ ରଂଗୋଲି ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମାନ୍ୟବର ବିଧାୟକ ପୁରସ୍କୃତ କରିଥିଲେ । ତୃତୀୟ ପର୍ଯ୍ୟାୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରୀ ମାନଙ୍କ ଦ୍ଵାରା କରାଯାଇଥିଲା । ଅନୁଷ୍ଠାନର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମକର୍ତ୍ତା ସକ୍ରିୟ ଭାବେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ। ଶେଷରେ ଅଧ୍ୟାପିକା ସିତଲ ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026

You Might Also Like