-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଦେଶ ବିଦେଶ

ଅକ୍ଟୋବରରେ ବିଏସଏନଏଲ ଗ୍ରାହକଙ୍କୁ ୨୫ ପ୍ରତିଶତ ଡାଟା ମାଗଣାରେ ପ୍ରଦାନ କରିବ

04-Oct-2020



ବିଏସଏନଏଲ ଆରମ୍ଭ ହେବାର ୨୦ ବର୍ଷ ବିତିଗଲାଣି | ୨୦୦୦ ମସିହା ଅକ୍ଟୋବର ୧ରେ ବିଏସଏନଏଲର ଆରମ୍ଭ ହୋଇଥିଲା | ୨୦ ବର୍ଷ ପୂରଣ କରିବାର ଅବସରରେ ସରକାରୀ ଟେଲିକମ୍ କମ୍ପାନି ଗ୍ରାହକଙ୍କୁ ଏକ ବିଶେଷ ଉପହାର ଘୋଷଣା କରିଛି। ଅକ୍ଟୋବରରେ ବିଏସଏନଏଲ ଗ୍ରାହକଙ୍କୁ ୨୫ ପ୍ରତିଶତ ଡାଟା ମାଗଣାରେ ପ୍ରଦାନ କରିବ। ଯଦି ଆପଣ ଜଣେ ବିଏସଏନଏଲ ଗ୍ରାହକ ତେବେ ଆପଣ ମଧ୍ୟ ଏହି ଅଫରର ଲାଭ ଉଠାଇ ପାରିବେ | ମାଗଣା ଡାଟା କିପରି ପାଇବେ ଆସନ୍ତୁ ଜାଣିବା |

 ଟେଲିକମ୍ ଟକ୍ ରିପୋର୍ଟ ଅନୁଯାୟୀ, ବିଏସ୍ଏନ୍ଏଲ୍ ଅକ୍ଟୋବର ମାସକୁ “କଷ୍ଟମର ଡିଲାଇଟ ମନ୍ଥ” ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଛି। ଗ୍ରାହକଙ୍କୁ ସର୍ବୋତ୍ତମ ସେବା ଅଭିଜ୍ଞତା ଦେବା ପାଇଁ କମ୍ପାନି ଏହି କାର୍ଯ୍ୟକ୍ରମ ଅଧୀନରେ ଅନେକ ପ୍ଲାନ ପ୍ରସ୍ତୁତ କରିଛି | ଏହା ଅଧୀନରେ ବିଏସଏନଏଲ ସମଗ୍ର ଭାରତରେ ନୂତନ ଭାରତ ଫାଇବର ପ୍ଲାନ୍ ଲଞ୍ଚ କରିଛି। ଯାହା ଦ୍ବାରା ଅଧିକ ସ୍ପିଡ ଡାଟା ମିଳିବ  ନୂତନ ଭରତ ଫାଇବର ପ୍ଲାନରେ ଫାଇବର ବେସିକ, ଫାଇବର ଭେଲ୍ୟୁ, ଫାଇବର ପ୍ରିମିୟମ ଏବଂ ଫାଇବର ଅଲଟ୍ରା ଅନ୍ତର୍ଭୁକ୍ତ ରହିଛି।| ବିଏସଏନଏଲର ଗ୍ରାହକଙ୍କୁ ବଜାୟ ରଖିବା ଉଦ୍ଦେଶ୍ୟରେ ନୂତନ ଭାରତ ଫାଇବର ପ୍ଲାନ ଆରମ୍ଭ କରିଛି। ଏଥିସହ କମ୍ପାନି ନୂତନ ଗ୍ରାହକ ଯୋଡିବାକୁ ଚାହୁଁଛି |ଏହି ଅଫର ୩୧ ଅକ୍ଟୋବର ୨୦୨୦ ପର୍ଯ୍ୟନ୍ତ ବୈଧତା ରହିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like