-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର

19-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ କଲ୍ୟାଣ ମଣ୍ଡପ ଠାରେ ସ୍ବେଛାସେବୀ ଅନୁଷ୍ଠାନ "ଆରମ୍ଭ " କଣ୍ଟାମାଳ ଏବଂ ତ୍ରିଲୋଚନ ନେତ୍ରାଳୟର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି  l  ଉକ୍ତ ଶିବିରକୁ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ମୁଖ୍ୟଅତିଥି  ଓ ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ, ସରକାରୀ ଓକିଲ ସୁରେଶ ଚନ୍ଦ୍ର ରଣା,ଆଇନଜୀବି ଶେଷଦେବ ବଗର୍ତ୍ତୀ,ବିଜେପି କଣ୍ଟାମାଳ ମଣ୍ଡଳ ସଭାପତି ଅନିଲ କୁମାର ପ୍ରଧାନ,ଓମ ପ୍ରକାଶ ମିଶ୍ର,କଣ୍ଟlମାଳ ସରପଞ୍ଚ ପ୍ରତିନିଧି ପ୍ରକାଶ

ଖଟୁଆ , ଖଲିଆପାଲି ସରପଞ୍ଚ ପ୍ରତିନିଧି ଜେମାକାନ୍ତ ନାୟକ,ସୁଶୀଲ ପୁରୋହିତ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ଦ୍ବୀପ ପ୍ରଜ୍ଜ୍ୱଳନ ସହ ଉଦ୍ଘାଟନ କରିଥିଲେ  l      ପରିବେଶ ର ଦ୍ରୁତ ପ୍ରଦୂଷଣ ଯୋଗୁଁ ଚକ୍ଷୁର ଯତ୍ନ ଓ ଚିକିତ୍ସା ପାଇଁ ସ୍ଥାନୀୟ ଅଞ୍ଚଳରେ ବିଶେଷଜ୍ଞ ଡାକ୍ତରଙ୍କ ଅଭାବ ଦୂର ପାଇଁ ଆରମ୍ଭ ଅନୁଷ୍ଠାନର ଉଦ୍ୟମ କୁ ଅତିଥିମାନେ ପ୍ରଶଂସା କରିଥିଲେ  l  ଶିବିରରେ ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟ ର ଚକ୍ଷୁ ବିଶେଷଜ୍ଞ ଡାକ୍ତର ଓ ଟେକନିସିଆନ ଟିମ ଦ୍ୱାରା ମୋଟ ୧୮୧ଜଣ ରୋଗୀଙ୍କୁ ଚିକିତ୍ସା କରି ମାଗଣାରେ ଚଷମା ପ୍ରଦାନ କରିଥିଲେ  l  ସେଥିମଧ୍ୟରୁ ୭୨ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ସମ୍ବଲପୁର ରେଫର କରାଯାଇଛି  l   କାର୍ଯ୍ୟକ୍ରମକୁ ଆରମ୍ଭ ଅନୁଷ୍ଠାନ ର ମୁଖ୍ୟ ଯଦୁଵିହାରୀ ବାଘ ଓ ଉମେଶ ରଣା ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଅଜୟ ମହାପାତ୍ର, ସାନନ୍ଦ ମହାକୁଡ଼, ପ୍ରଦୀପ ମହାକୁଡ଼, ରାମଚନ୍ଦ୍ର ତାଣ୍ଡି,ସୁରେଶ ବଘାର, ପ୍ରଶାନ୍ତ ମଟlଲି, ଶାନ୍ତନୁ ସାହୁ ସମେତ ଅନ୍ୟ ସଦସ୍ୟମାନେ ସହଯୋଗ କରିଥିଲେ   l


News Comment




Photo in News

Advertisment
Lastest News
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026

You Might Also Like